-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଅବସର ନେଲେ ବରିଷ୍ଠ ଶିକ୍ଷକ ସପ୍ନେଶ୍ୱର ରଥ ବାରଗୋଡାବାସୀ ଦେଲେ ଉଚ୍ଚସିତ ସମ୍ବର୍ଦ୍ଧନା

02-Jul-2023



ବରଗଡ଼:-ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ଯାଳୟ ଅନ୍ତର୍ଗତ ବାରଗୋଡା ପ୍ରାଥମିକ ବିଦ୍ୟାଳୟରୁ ବରିଷ୍ଠ ଶିକ୍ଷକ ସପ୍ନେଶ୍ୱର ରଥ ଅବସର ଗ୍ରହଣ କରିଛନ୍ତି। ଏହି କ୍ରମରେ ଗ୍ରାମବାସୀଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।  ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିବାକର ବରିହା ମୁଖ୍ଯ ଅତିଥି ଭାବେ ଯୋଗଦେଇ ବରିଷ୍ଠ ଶିକ୍ଷକ ସପ୍ନେଶ୍ୱର ରଥଙ୍କୁ ପ୍ରୋଭିଜିନାଲ ପେନସନ କାଗଜପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ। ପରେ ଗ୍ରାମବାସୀଙ୍କ ପକ୍ଷରୁ ମାନପତ୍ର ଓ ଉପାୟନ ଦେଇ ଅବସରପ୍ରାପ୍ତ ଶିକ୍ଷକ ରଥଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସାନବାଉଁଶେନ ପଞ୍ଚାୟତର ସରପଞ୍ଚ ସୁଦାମ ଚନ୍ଦ୍ର ବାରିକଙ୍କ ଅଧ୍ଯକ୍ଷତାରେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ପଧାନ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଥିଲେ। ଦୀର୍ଘ ୩୯ବର୍ଷ ଧରି ଶିକ୍ଷକତା କରିଥିବା ବରିଷ୍ଠ ଶିକ୍ଷକ ସପ୍ନେଶ୍ୱର ରଥଙ୍କ ଛାତ୍ରବତ୍ସଳତା, କର୍ତ୍ତବ୍ୟ ପରାୟଣତା, ଦାୟିତ୍ୱ ସଂପାଦନାରେ ଅଦମ୍ୟ ସାହସିକତା ତଥା ମେଳାପୀ ଗୁଣ ସଂପର୍କରେ ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ଆଲୋକପାତ କରିଥିଲେ। ତାଳପଦର ସି.ଆର.ସି.ସି ବାସୁଦେବ ପଧାନ ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ। ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶିଲ କୁମାର ବାରିକ ଅତିଥି ପରିଚୟ ପ୍ରଦାନ କରିଥିଲେ। ସମାରୋହକୁ ଖୁବ୍ ଭାବପୂର୍ଣ୍ଣ ଭାବରେ ସଂଯୋଜନା କରିଥିଲେ ବଡବାଉଁଶେନ କ୍ଲଷ୍ଟର ସି ଆର.ସି.ସି ଦୁର୍ବାଦଳ ବଡଗୋଛିଆ। ଗୋଷ୍ଠୀ ଶିକ୍ଷା କାର୍ଯ୍ଯାଳୟର କିରାଣୀ   ବୁଦ୍ଧଦେବ ଦାଶ ଯୋଗଦେଇ ବରିଷ୍ଠ

 

ଶିକ୍ଷକ ରଥଙ୍କ ଉଦାର ବ୍ୟକ୍ତିତ୍ୱ ସଂପର୍କରେ ଆଲୋଚନା କରିଥିଲେ। ଶିକ୍ଷୟିତ୍ରୀ ରୀତା ଭୋଇ,ଶିକ୍ଷକ ବାଳକୃଷ୍ଣ ବାରିକ, କ୍ଷେତ୍ରମୋହନ ସାହୁଙ୍କ ସମେତ ସୀତାରାମ ଦୀପ, ରାଜେଶ୍ବର ବେହେରା, ନବୀନ କୁମାର ସାହୁ, ପ୍ରଭାତ ରଞ୍ଜନ ସାହୁ, ସୁଧାଂଶୁ ଶେଖର ଜାଲ, ଡୋଳାମଣି କୁମ୍ଭାର,ପ୍ରମୁଖ ସି.ଆର.ସି.ସି, ରୋସ୍ତମ ସାହୁ, ଆନନ୍ଦ ସାହା, ବାସୁଦେବ ପଧାନ, ରମେଶ ସାହୁ, ମୁରଲୀଧର ସାହୁ, ମୋହନ ବାରିକ, ଯୁଧିଷ୍ଠିର ସାହା, ନବୀନ ସାହୁ, କୁଳମଣି ବରିହା ପ୍ରମୁଖ ସ୍କୁଲ ପରିଚାଳନା କମିଟିର ସଦସ୍ଯଗଣ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶିକ୍ଷକ ସନ୍ତୋଷ ବାଗ ଧନ୍ଯବାଦ ଅର୍ପଣ କରିଥିଲେ। ପରେ ଗ୍ରାମବାସୀଗଣ ଭବ୍ୟ ଶୋଭାଯାତ୍ରାରେ ଅବସର ଗ୍ରହଣ କରିଥିବା ବରିଷ୍ଠ ଶିକ୍ଷକ ସପ୍ନେଶ୍ୱର ରଥଙ୍କୁ ତାଙ୍କ ବାସଭବନ ଯାଏ ପାଛୋଟି ନେଇ ତାଙ୍କର ସୁସ୍ଥ, ନୀରାମୟ ଜୀବନ କାମନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like