-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଡ଼ିସେମ୍ବର ସୁଦ୍ଧା ରେଙ୍ଗାଲି ବ୍ଲକ୍ ରେ ପାନୀୟ ଜଳ ଯୋଗାଣ କର୍ଯ୍ୟ ସମ୍ପୂର୍ଣ୍ଣ

02-Jul-2023



ରେଙ୍ଗାଲି  (ସଂଜୀବ ପାଣିଗ୍ରାହୀ )
 ରେଙ୍ଗାଲି ନିର୍ବାଚନ ମଣ୍ଡଳୀର ସପ୍ନେ ଠାରେ ନିର୍ମାଣାଧୀନ ବୃହତ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ସ୍ଥିତାବସ୍ଥା ଓ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ତଦାରଖ କରିବା ପାଇଁ ଆଜି ରେଙ୍ଗାଲି ବିଧାୟକ ଶ୍ରୀଯୁକ୍ତ ନାଉରୀ ନାୟକ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା ପାଇଁ ଯାଇଥିଲେ ।
       ୨୦୨୧ ରୁ ଆରମ୍ଭ ହୋଇଥିବା ଏହି ବୃହତ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ହୀରାକୁଦ ଜଳଭଣ୍ଡାର ରୁ ଜଳ ଉଠାଇ ସେଠାରେ ନିର୍ମିତ ଜଳ ବିଶୋଧନାଗାର ରେ ଜଳ ବିଶୁଦ୍ଧ ହୋଇ ପାଇପ ଯୋଗେ ସମ୍ବଲପୁର ଜିଲ୍ଲାର ୨୬ ଟି ଓ ଝାରସୁଗୁଡା ଜିଲ୍ଲା ର ୨ ଟି ପଞ୍ଚାୟତ କୁ ଜଳ ଯୋଗାଣ କରାଯିବ ।  ଆଜି ବିଭାଗୀୟ ଅଧିକାରୀ ଙ୍କ ସହିତ ପ୍ରକଳ୍ପ ପରିଦର୍ଶନ କରି ସମସ୍ତ ବିଷୟ ରେ ଅବଗତ ହେଲା ପାରେ କାର୍ଯ୍ୟ କୁ ଶୀଘ୍ର ସମାପ୍ତ କରିବା ସହ ସମସ୍ତ ପ୍ରସଙ୍ଗ ରେ ଗୁଣାତ୍ମକମାନ କୁ ବିଶେଷ ଧ୍ୟାନ ରଖିବାକୁ ଗୁରୁତ୍ବ ଦେବା ପାଇଁ ଅନୁରୋଧ କରିଥିଲେ ।

ଆଜିର ପରିଦର୍ଶନ ସମୟର ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସଂସ୍ଥା ର ଅଧିକ୍ଷଣ ଯନ୍ତ୍ରୀ *ଇଂ.ସୁଚିତ୍ର କୁମାର ମହାନ୍ତି*, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ *ଇଂ.ମକରଧ୍ବଜ ନାଏକ,* ସହକାରୀ ଯନ୍ତ୍ରୀ *ଇଂ.ପ୍ରଶାନ୍ତ ରଞ୍ଜନ ଚୌଧୁରୀ*, ପ୍ରକଳ୍ପ ପ୍ରବନ୍ଧକ *ଇଂ.ଭ୍ରମରବର ରାଉତ* ଙ୍କ ସମେତ ବିଜେପି ର ସରୋଜ ମେହେର, ସୁଧୀର ଗୁପ୍ତା, ନବିନ ପ୍ରଧାନ, ଉତ୍ତମ ବିଶ୍ଵାଲ, ମାନସ ରଞ୍ଜନ ବକ୍ସି ପ୍ରମୁଖ ସାମିଲ ଥିଲେ ।
  ରେଙ୍ଗାଲି ବିଧାୟକ ଶ୍ରୀଯୁକ୍ତ ନାଉରୀ ନାୟକ ପ୍ରେସ ବିଜ୍ଞପ୍ତି ରେ କହିଛନ୍ତି ଯେ,,,ବିଶୁଦ୍ଧ ପାନୀୟ ଜଳ ପାଇଁ ରେଙ୍ଗାଲିବସୀ ଙ୍କ ବହୁ ଦିନ ର ଦାବୀ ଓ ମୋର ସ୍ବପ୍ନ ଖୁବ ଶୀଘ୍ର ପୂରଣ ହେଵକୁ ଯାଉଛି । ଆସନ୍ତା ଡ଼ିସେମ୍ବର ସୁଦ୍ଧା ସମ୍ପୂର୍ଣ୍ଣ ରେଙ୍ଗାଲି ବ୍ଲକ ରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଆରମ୍ଭ ହୋଇ ଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like