-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||     

HOME   ଜିଲ୍ଲା

ଖୁସି କଲଚରାଲ ଓ ରିସର୍ଚ ଏକାଡେମୀର ବାର୍ଷିକୋତ୍ସବ ଅନୁଷ୍ଠିତ 

02-Jul-2023



ବଲାଙ୍ଗିର,(ପ୍ରେରଣା ଖବର ): ବଲାଙ୍ଗିର ର ଅନ୍ୟତମ ସାଂସ୍କୃତିକ ଅନୁଷ୍ଠାନ  ଖୁସି କଲଚରାଲ ଓ ରିସର୍ଚ ଏକାଡେମୀ ର ବାର୍ଷିକୋତ୍ସବ  ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠାନ ର ସଭାପତି ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ପୂର୍ବତନ ସାଂସଦ ତଥା ରାଜ୍ୟ ଗୃହ ନିର୍ମାଣ ନିଗମ ର  ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ, ବଲାଙ୍ଗୀର ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଓ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ  ବରେଣ୍ଯ ଅତିଥି ମର୍ଯ୍ୟାଦାରେ ଯୋଗଦେଇଥିଲେ।ସାମ୍ବାଦିକ ସନ୍ଦୀପ କୁମାର କୁଅଁର ଙ୍କ ମଂଚ ସଂଯୋଜନାର ଏହି କାର୍ଯ୍ୟକ୍ରମ ରେ ମଂଚ ଅଭିନେତା  ରାମ ପ୍ରସାଦ ଦାଶଙ୍କୁ ମାନପତ୍ର ଉପାୟନ ଦେଇ  ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ଓଡିଶୀ ନୃତ୍ୟ ଶିଳ୍ପୀ ଅଭୀପସା  ସାହୁ,ପ୍ରୀତି ପଲ୍ଲବୀ ପଟନାୟକଙ୍କୁ ନୃତ୍ୟଜ୍ୟୋତି ସମ୍ମାନ ପ୍ରଦାନ କରାଯାଇଥିଲା।ଏହା ସହ ପ୍ରାରମ୍ଭିକ ସଂଗୀତର ଗୀତିକାର  କପିଳେଶ୍ଵର ଖମାରୀ , ନୃତ୍ୟ ଗୁରୁ ସୁଶ୍ରୀ ଜ୍ୟୋତିରେଖା ତ୍ରିପାଠୀ ଓ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ରନାଥ ମିଶ୍ର ଙ୍କୁ ସମ୍ମାନିତ କରାଯାଇଥିଲା। ଶେଷରେ ଦେବାଶୀଷ ବାବୁ  ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାରମ୍ଭ ରେ ସ୍ବାଗତ ସଂଗୀତ ଗାନ କରିଥିଲେ ଜ୍ୟୋତିରେଖା,ଶର୍ମିଷ୍ଠା,ଅଲିଭା ଓ ଚିନ୍ମୟୀ। କାର୍ଯ୍ୟକ୍ରମ ରେ ଅତିଥିମାନଙ୍କ ସମେତ ସମସ୍ତ ଛାତ୍ରୀ ଓ ସମ୍ବର୍ଦ୍ଦିତ ପ୍ରତିଭାଙ୍କୁ ଗଛ ଉପହାର ଦେଇ ପରିବେଶ ପ୍ରତି ସଚେତନ ହେବାକୁ ଆହ୍ବାନ ଦିଆଯାଇଥିଲା।ପରେ ପରେ ଶ୍ରୀମତୀ ଶର୍ମିଷ୍ଠା ହୋତାଙ୍କ ମଂଚ ସଂଯୋଜନାରେ ଗୁରୁ ସୁଶ୍ରୀ ଜ୍ୟୋତିରେଖା ତ୍ରିପାଠୀଙ୍କ ନିର୍ଦେଶନାରେ  ଅନୁଷ୍ଠାନ ର ଛାତ୍ରୀମାନଙ୍କ ଦ୍ବାରା ଓଡିଶୀ ମଙ୍ଗଳାଚରଣ,ଓଡିଶୀ ଫ୍ୟୁଜନ,ଲୋକନୃତ୍ଯ ଓ ଅନ୍ଯାନ୍ଯ ନୃତ୍ୟ ପରିବେଷଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026

You Might Also Like