-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ସିଭିଲ କୋର୍ଟ ପରିସରରେ ସିନିୟର ସିଭିଲ ଜଜ୍‌ଙ୍କ ପେପରଲେସ୍‌ କୋର୍ଟ ଉଦ୍‌ଘାଟିତ

03-Jul-2023



ବଲାଙ୍ଗିର (ଦେବାଶିଷ ବହିଦାର ):ବଲାଙ୍ଗିର ସିଭିଲ କୋର୍ଟ ପରିସରରେ ଆଜି ସକାଳ ୯. ୩୦ରେ ସିନିଅର ସିଭିଲ ଜଜ୍‌ଙ୍କ ପେପରଲେସ୍‌ କୋର୍ଟ ଉଦ୍‌ଘାଟିତ ହୋଇଯାଇଛି । ଆଭାସି ମାଧ୍ୟମରେ ଏହାକୁ ଉଦ୍‌ଘାଟନ କରିଛନ୍ତି ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଡ଼. ଜଷ୍ଟିସ୍‌ ଏସ୍‌ ମୁରଲୀଧର, ବଲାଙ୍ଗିର ସିଭିଲ କୋର୍ଟ ପରିସରରୁ ଜିଲ୍ଲା ଓ ଦୌରାଜଜ୍‌ ଲଲାଟେନ୍ଦୁ ଜେନା, ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠୀ, ସଂପାଦକ ଅମନ ନାଗ, ସିଭିଲ କୋର୍ଟ ରେଜିଷ୍ଟ୍ରାର ଚରଣଜିତ ଓରାମ ସିନିଅର ସିଭିଲ ଜଜ୍‌ ଜ୍ୟୋତି ରଂଜନ ଦାସ ଓ ଅନ୍ୟାନ୍ୟ ବିଚାରପତି ପ୍ରମୁଖ ଯୋଗ ଦେଇଥିଲେ । ପ୍ରକାଶ ଥାଉକି ଓଡ଼ିଶାର ୨୦ଟି ଜିଲ୍ଲାରେ ୫୦ଟି କୋର୍ଟକୁ ପେପରଲେସ୍‌ କରାଯାଇଛି । ସିଷ୍ଟମ ଅଫିସର୍‌ ଅନିଲ ଦାସ, ସିଷ୍ଟମ ଏସିଷ୍ଟାଣ୍ଟ ହିମାଂଶୁ ରାଏ, କୋର୍ଟ ମ୍ୟାନେଜର ସୁମନ ଆଚାର୍ଯ୍ୟା, ଡେପୁଟି ଏଡ଼୍‌ମିନିଷ୍ଟ୍ରେଟର ଶୁଭ୍ରାଂଶୁ ବାଗ, ଏସିଷ୍ଟାଣ୍ଟ ଏଡ଼୍‌ମିନିଷ୍ଟ୍ରେଟର ସୁବ୍ରତ କୁମାର ମିଶ୍ର ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like