-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||     

HOME   ଜିଲ୍ଲା

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ କୋଶଳ ସୁନ୍ଦରୀ ଚୁମକି ମିଶ୍ର

03-Jul-2023



ବୀରମହାରାଜପୁର,  (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ କୋଶଳ ରାଷ୍ଟ୍ରିୟ ମୋର୍ଚ୍ଚା  ସଂପାଦିକା କୋସଳ ସୁନ୍ଦରୀ ଚୁମକି ମିଶ୍ରଙ୍କର ଜନ୍ମଦିନ ନିଆରା ଢଙ୍ଗ ରେ ପାଳନ କରାଯାଇଥିବା ଜଣାଯାଇଛି l ନିକଟସ୍ଥ ଜଗନ୍ନାଥ ମନ୍ଦିରରେ କୋସଳ ରାଷ୍ଟ୍ରିୟ ମୋର୍ଚ୍ଚା ତରଫରୁ ପୂଜାର୍ଚ୍ଚନା ପରେ  ମନ୍ଦିର ପରିସର ରେ ବୃକ୍ଷ ରୋପଣ  କରାଯିବା ସଙ୍ଗେ ସଙ୍ଗେ ଵୀରମହାରାଜପୁର ସରକାରୀ ଡାକ୍ତରଖାନା ରେ ରୋଗିଙ୍କୁ ସୁଖିଲା ଖାଦ୍ୟ ବଣ୍ଟନ କରା ଯାଇଥିଲା । ଏବଂ ଜଗନ୍ନାଥ ମନ୍ଦିର ଅନ୍ନପ୍ରସାଦ ଦିଆ ଯାଇଥିଲା। ଏହି କାର୍ଜ୍ୟକ୍ରମରେ କୋଶଳ ରାଷ୍ଟ୍ରିୟ ମୋର୍ଚ୍ଚା ର ସଭାପତି କିଶୋର ହୋତା,ସାଂଗଠାନିକ ସଂପାଦକ ଅକ୍ଷୟ ସରାଫ୍,ବୀଣାପାଣି ହୋତା,ଆଶ୍ରୟ ମହାନନ୍ଦ,ସୁରୁବାବୁ ପଧାନ,ଲିଟୁନ୍ ମିଶ୍ର,ପୁଜା ରାଣୀ ମିଶ୍ର,ପଞ୍ଚାନନ ମିଶ୍ର,ଲକ୍ଷ୍ମୀ ମିଶ୍ର,ଅର୍ମାନ ମିଶ୍ର,ଆର୍ୟାନ୍ ନନ୍ଦ ପ୍ରମୁଖ ଉପସ୍ତିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026

You Might Also Like