-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||     

HOME   ଜିଲ୍ଲା

ଗୁରୁ ସତ୍ଯ ନାରାୟଣ ବହିଦାରଂକର ପ୍ରତିମୁର୍ତ୍ତି ନିର୍ମାଣ କାମ ଆରମ୍ଭ।

04-Jul-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ )
ସମ୍ବଲପୁରୀ ସଂସ୍କୃତି ର ପୁରୋଧା ଗୁରୁ ସତ୍ଯ ନାରାୟଣ ବହିଦାରଂକର ଜନ୍ମଦିନ କୁ ୨୦୧୩ ରୁ ସମ୍ବଲପୁରୀ ଦିନ ଭାବରେ ପାଲନ କରାଯାଇ ଆସୁଛି। ଗୁରୁ ବହିଦାର ସମ୍ବଲପୁରୀ ସାଧକ କବି କଲାକାର ମାନଂକୁ ଏକଜୁଟ କରିବା ସହ ଭାଷା ସଂସ୍କୃତି ର ପ୍ରଚାର ପ୍ରସାର ପାଇଁ ସାରା ଜୀବନ ବଲିଦାନ ଦେଇଥିଲେ। ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷରୁ ସମ୍ବଲପୁର ସମେତ ରାଜ୍ଯ ର ବିଭିନ୍ନ ସ୍ଥାନରେ ତାଙ୍କର ଜନ୍ମଦିନ ରେ ସମ୍ବଲପୁରୀ ଦିନ ଭାବରେ ଆୟୋଜନ କରିଆସୁଛି। ମଂଚ ସମ୍ବଲପୁର ରେ ପ୍ରତି ବର୍ଷ ରାଜ୍ଯ ସ୍ତରୀୟ ସମ୍ବଲପୁରୀ ଦିନ ର ଆୟୋଜନ କରିଆସୁଛି।  ଚଲିତ ବର୍ଷ ସମ୍ବଲପୁରୀ ଦିନ ଭବ୍ୟ ଢଂଗ ରେ ଆୟୋଜନ କରିବା ପାଇଁ ପଶ୍ଚିମାଞ୍ଚଳ ଏକତା ମଂଚ ପ୍ରସ୍ତୁତି ଆରମ୍ଭ କରିଛି। ଏହି ଅବସରରେ ଗୁରୁ ସତ୍ଯ ନାରାୟଣ ସ୍ମୁତି ଉଦ୍ୟାନ ପରିସରରେ  ଗୁରୁ ସତ୍ଯ ନାରାୟଣ ବହିଦାରଂକର ପ୍ରତିମୁର୍ତ୍ତି ସ୍ଥାପନ ପାଇଁ କାମ ଆରମ୍ଭ ହୋଇଛି। ପ ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷର ଗୁରୁ ସତ୍ଯ ନାରାୟଣ ପ୍ରତିମୁର୍ତ୍ତି କମିଟି ଅଧ୍ଯକ୍ଷ ଡ ପ୍ରମୋଦ ରଥଂକର ସଭାପତିତ୍ବରେ  ଏଥିପାଇଁ ପୁଜାବିଧାନ କରାଯାଇ ନିର୍ମାଣ କାମ ଆରମ୍ଭ କରାଯାଇଛି। ରେଂଗାଲି ବିଧାୟକ ତଥା ଅନୁଷ୍ଠାନ ର ଉପଦେଷ୍ଟା ନାଉରୀ ନାୟକ ଉପସ୍ଥିତ ରହି ପୁଜାର୍ଚନା କରିଥିଲେ। କାର୍ଯ୍ୟକ୍ରମ ରେ ପଶ୍ଚିମାଞ୍ଚଳ ଏକତା ମଂଚର ଆବାହକ ଭବାନୀଶ ଭୋଇ, ମୁଖ୍ଯ ସଂଯୋଜକ ମାନସ ରଂଜନ ବକ୍ସୀ,ରାହୁଲ ଗୁପ୍ତା, ଲଲିତ ବେବର୍ତ୍ତା, ପଂକଜିନୀ ମେହେର, ମୁନ୍ନା ଖାନ, ପ୍ରକାଶ ସିଂହ ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026

You Might Also Like