-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଶାନ୍ତିକୁଞ୍ଜ ହରିଦ୍ଵାର ର ବୃକ୍ଷଗଙ୍ଗା ଅଭିଯାନ କୁ ନର୍ଲା ବ୍ଲକ୍ ଗାୟତ୍ରୀ ପରିବାର ତରଫ ରୁ ନର୍ଲା ଅଞ୍ଚଳ ରେ ଶୁଭାରମ୍ଭ

04-Jul-2023



ରୁପ୍ରାରୋଡ ୦୪/୦୭(ସଞ୍ଜିବ ଦାସ )
 ନର୍ଲା ଜଗନ୍ନାଥ ମନ୍ଦିର ପରିସର ରେ  ଗୁରୁ ପୂର୍ଣିମା ପର୍ବ ତଥା ଏକ କୁଣ୍ଡିଅ ଗାୟତ୍ରୀ ମହାଯଜ୍ଞ, ଗୁରୁ ଗୀତା ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଉକ୍ତ ଯଜ୍ଞ କର୍ମ କୁ ଶ୍ରୀଯୁକ୍ତ ଅଶୋକ ପେଣ୍ଠୋଇ, ଶ୍ରୀଯୁକ୍ତ ଗଣେଶ ଚନ୍ଦ୍ର ପୃଷ୍ଟି ଏବଂ ପ୍ରଜ୍ଞାପୁତ୍ରି ସୁଶ୍ରୀ ପୂର୍ଣ୍ଣିମା ଭଊଣି ସଞ୍ଚାଳନ କରି ଥିଲେ ।  ଏହି ଶୁଭ ଅବସର ରେ ପରମ୍ ପୂଜ୍ୟ ଗୁରୁଦେବ ଶ୍ରୀ ରାମ ଶର୍ମା  ଆଚାର୍ଯ୍ୟ ଙ୍କ ଦ୍ଵାରା ଶାନ୍ତିକୁଞ୍ଜ ହରିଦ୍ଵାର ରୁ ଆରମ୍ଭ କରାଯାଇଥିବା ବୃକ୍ଷଗଙ୍ଗା ଅଭିଯାନ କୁ ନର୍ଲା ବ୍ଲକ୍ ଗାୟତ୍ରୀ ପରିବାର ତରଫ ରୁ ନର୍ଲା ଅଞ୍ଚଳ ରେ ଶୁଭାରମ୍ଭ କରି ନର୍ଲା ଶିଶୁ ମନ୍ଦିର ପରିସର ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରା ଯାଇଥିଲା
ଉକ୍ତ କାର୍ଯକ୍ରମ ରେ ନର୍ଲା ବ୍ଲକ୍ ଅନ୍ତର୍ଗତ ୨୦ ଖଣ୍ଡ ଗ୍ରାମ ର ୧୧୫ ଗାୟତ୍ରୀ ପରିବାର ର ସମସ୍ତ ପରିଜନ ଅଂଶ ଗ୍ରହଣ କରି ଥିଲେ । ଏବଂ ଯଜ୍ଞ କର୍ମ ସମାପ୍ତ ହେବା ପରେ ଜିଲ୍ଲା ଗାୟତ୍ରୀ ପରିବାର ମୁଖ୍ୟ ସଂଯୋଜକ ଶ୍ରୀଯୁକ୍ତ ତପନ କୁମାର ସାହୁ, ଗାୟତ୍ରୀ ପରିବାର ବରିଷ୍ଠ କାର୍ଯ୍ୟକର୍ତା ଶ୍ରୀଯୁକ୍ତ ମେଦିନୀ ଧର ଜାନି, ଶ୍ରୀଯୁକ୍ତ ଚକ୍ରଧର ସାହୁ,ନର୍ଲା ଗାୟତ୍ରୀ ପ୍ରଜ୍ଞା ମଣ୍ଡଳ ର ସମସ୍ତ କାର୍ଯ୍ୟକର୍ତ୍ତା ଏବଂ ଉପସ୍ଥିତ ଥିବା ସମସ୍ତ ଗାୟତ୍ରୀ ପରିବାର ପରିଜନ ଙ୍କ ସହମତି ରେ ପୁରାତନ ବ୍ଲକ କମିଟି କୁ ବଦଳାଇ ବ୍ଲକ ମୁଖ୍ୟ ସଂଯୋଜୋକ ଭାବରେ ଶ୍ରୀଯୁକ୍ତ ଅନିଲ କୁମାର ଅଗ୍ରୱାଲ (ହଡୋଦିଆ), ସହ ସଂଯୋଜକ ତୀର୍ଥ ବୁଦ୍ଧିଆ, ଅଫିସ ଇଞ୍ଚାର୍ଜ  ଶ୍ରୀଯୁକ୍ତ ବିକ୍ରମ ଗଉଡ, ଯୁବା ପ୍ରକୋଷ୍ଠ ମୁଖ୍ୟ ଶ୍ରୀଯୁକ୍ତ ଗଣେଶ ଚନ୍ଦ୍ର ପୃଷ୍ଟି, ନାରୀ ଜାଗରଣ ମୁଖ୍ୟ ଶ୍ରୀମତୀ ସୁଷମା ପୁଟେଲ, ସଂଗଠନ ମୁଖ୍ୟ ଶ୍ରୀଯୁକ୍ତ ପ୍ରମୋଦ କୁମାର ବେହେରା, କେସିଅର୍ ଶ୍ରୀଯୁକ୍ତ ଜୟନ୍ତ ଦାସ ଭାରତୀୟ  ଜ୍ଞାନ ପରୀକ୍ଷା ମୁଖ୍ୟ ଶ୍ରୀଯୁକ୍ତ ପ୍ରହଲ୍ଲାଦ ବିଶ୍ଵାଳ, ମିଡିଆ ପ୍ରଭାରୀ ଶ୍ରୀଯୁକ୍ତ ନିକୁଞ୍ଜ କୁମାର ଦତ୍ତା, ଯୁବା ପ୍ରକୋଷ୍ଠ ସହଯୋଗୀ ଶ୍ରୀଯୁକ୍ତ ଶୁକଦେବ ସାହୁ, ସଂଗଠନ ସହଯୋଗୀ ଶ୍ରୀଯୁକ୍ତ ମହେଶ୍ଵର ମାଝୀ ଙ୍କୁ ଚୟନ କରି ନୂତନ ବ୍ଲକ କମିଟି ଗଠନ କରା ଯାଇଥିଲା ।ସବାଶେଷ ରେ ଶାନ୍ତି ପାଠ ସହ ଉକ୍ତ କାର୍ଯ୍ୟକ୍ରମ ସମାପନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like