-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ପାତାଳି ଶ୍ରୀକ୍ଷେତ୍ରରେ ଜଗନ୍ନାଥ ଙ୍କ ଦର୍ଶନରୁ ପାଣ୍ଡିଆନ ଆରମ୍ଭ କଲେ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

04-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )- ଆଜି ମୁଖ୍ୟମନ୍ତ୍ରୀ ଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି କେ ପାଣ୍ଡିଆନ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ପ୍ରଥମେ ସକାଳ ୯ଘଣ୍ଟା ରେ ଜିଲ୍ଲା ର ପ୍ରସିଦ୍ଧ ତଥା ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପାତାଳି ଶ୍ରୀକ୍ଷେତ୍ରରେ ହେଲିକପ୍ଟର ଯୋଗେ ପହଞ୍ଚି ପ୍ରଥମେ ଜଗନ୍ନାଥ ଦର୍ଶନ କରି ସେଠାରେ ସେ ସେବାୟତ ମାନଙ୍କ ସହ କଥାବାର୍ତ୍ତା କରିଥିଲେ ସେଠାରେ ପାତାଳି ଟ୍ରଷ୍ଟ ପକ୍ଷରୁ ତାଙ୍କୁ ଉଚ୍ଛ୍ୱସିତ ସ୍ୱାଗତ କରାଯିବା ସହ ସମଗ୍ର ପାତାଳି ଶ୍ରୀକ୍ଷେତ୍ର ର ପାରିପାର୍ଶ୍ବିକ ଉନ୍ନତି ସହ ସେଠାରେ ଜଗନ୍ନାଥ ଙ୍କ ଭବ୍ୟ ମନ୍ଦିର ନିର୍ମାଣ ପାଇଁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା ସେମଧ୍ୟ ସେଠାରେ ଉପସ୍ଥିତ ଥିବା ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଙ୍କୁ ଶିଘ୍ର ଡିପିଆର୍ ପ୍ରସ୍ତୁତ କରି ପଠାଇବାକୁ କହିଥିଲେ। ଆନୁସଙ୍ଗିକ କିଛି କାମପରେ ଖୁବ ଶିଘ୍ର ଏହି ପୀଠର ଉନ୍ନୟନ କାମ ଆରମ୍ଭ କରାଯିବ ବୋଲି ମଧ୍ୟସେ ପ୍ରକାଶ କରିଥିଲେ।ପରେ ସେ ସେଠାକାର ବୌଦ୍ଧିକ ମଣ୍ଡପରେ ଉପସ୍ଥିତ ଜନତା ତଥା ମାଁ ମାନଙ୍କୁ ସମ୍ବୋଧିତ କରୀ ଏହି ପବିତ୍ର ପୀଠର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ମତେ ଏଠାକୁ ପଠାଇଛନ୍ତି ଖୁବଶୀଘ୍ର ଏହିପୀଠର ବିକାଶ କରାଯିବ ବୋଲି ପ୍ରକାଶ କରି ପରେ ଉଲୁଣ୍ଡା ଯାଇ ସେଠାରେ ଉପସ୍ଥିତ ଥିବା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନଙ୍କୁ ତାଙ୍କର ହାଲଚାଲ ବୁଝିବାକୁ ମୁଖ୍ୟମନ୍ତ୍ରୀ ତାଙ୍କୁ ପଠାଇଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ଜନହିତକର କାର୍ଯ୍ୟକ୍ରମ ସବୁ ର ସଫଳତା ଆପଣମାନେ କେମିତି ପାଉଛନ୍ତି ବୋଲି ଉପସ୍ଥିତ ମାଁ ମାନଙ୍କୁ ସିଧାସଳଖ ପ୍ରଶ୍ନ ପଚାରିଥିଲେ ସେଠାରୁ ସେ ଚଡେଇପଙ୍କଠାରେ ମେଗାଲିଫ୍ଟ ପରିଦର୍ଶନ କରିଥିଲେ। ପରେ ବିନିକାର ପାପକ୍ଷୟ ଘାଟ, ଭୀମଭୋଇ ସମଧିପୀଠ ଖଲିଆପାଲି, ସାଗରପାଲି ସ୍ଥିତ ୫-ଟିରେ ଅନ୍ତର୍ଭୁକ୍ତ ଥିବାଗଙ୍ଗାଧର ହାଇ ସ୍କୁଲ ପରିଦର୍ଶନ କରିଥିଲେ। ପରେ ମୁକୁନ୍ଦପୁର ସ୍ଥିତ ଆଶ୍ରମ ସ୍କୁଲରେ ମଧ୍ୟାହ୍ନ

ଭୋଜନ କରି ଡୁଙ୍ଗରିପାଲି ର ସହେଲାରେ ଜନସାଧାରଣଙ୍କ ସହ ଭାବବିନିମୟ କରିବେ ପରେ ସୋନପୁର ସହରରେ ରାମେଶ୍ୱର ଘାଟ,ସୁରେଶ୍ୱରୀ ମନ୍ଦିର, ସୁବର୍ଣ୍ଣମେରୁ ମନ୍ଦିର, ରିଂରୋଡ୍, ଏମସିଏଚ୍,ବଡ଼ଝିଙ୍କି ଠାରେ ନିର୍ମାଣଧିନ ଥିବା ଟେକ୍ସଟାଇଲହବ୍ ସହ ବିଭିନ୍ନ ଉନ୍ନୟନ ମୂଳକକାମ ପରିଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗଦେଇ ସ୍ଥାନୀୟ ସର୍କିଟ ହାଉସ ରେ ରାତ୍ରୀଯାପନ କରି ତା ଆସନ୍ତା କାଲି ବୌଦ୍ଧଜିଲ୍ଲା ଗସ୍ଥରେ ଯିବେବୋଲି ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like