-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ଫେସବୁକ ରେ ବନ୍ଧୁତା କରି ଠକେଇ, ଚାକିରି ଲୋଭ ଦେଖାଇ ଲୁଟ, ଜଣେ ଗିରଫ

04-Jul-2023



ବଙ୍ଗୋମୁଣ୍ଡା /ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ ): ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲାରେ ସାଇବର ଠକେଇର ପ୍ରଥମ ଘଟଣା ହୋଇଥିବା ବେଳେ ସିନ୍ଧେକେଲା ପୋଲିସ ପାଇଁ ବଡ଼ ସଫଳତା ହାସଲ ହୋଇଛି । ଦିନକୁ ଦିନ ବଢି ଚାଲିଛି ସାଇବର ଠକେଇ , ଗୁଗୁଲ ପେ ଜରିଆ ରେ ପୁଅ ଙ୍କ ଚାକିରୀ ପ୍ରଲୋଭନ ଦେଖାଇ ସିନ୍ଧେକେଲା ଗାଁ ର ଜଣେ ବ୍ୟକ୍ତି ଙ୍କ ଠାରୁ ୧୬୫୦୦ ଟଙ୍କା ଠକେଇ କରିଥିବା ଅଭିଯୋଗ ହେବାପରେ ଝାରସୁଗୁଡା ର ଅମିତାଭ ପଟ୍ଟନାୟକ କୁ ସିନ୍ଧେକେଲା ପୋଲିସ ଗିରଫ କରିଥିବା ନେଇ ସିନ୍ଧେକେଲା ପୋଲିସ ଷ୍ଟେସନ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ଟିଟିଲାଗଡ ଏସଡ଼ିପିଓ ଅଙ୍କିତା କୁମ୍ଭାର ସୂଚନା ଦେଇଥିଲେ । ସୂଚନାଯୋଗ୍ୟ ଯେ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଗାଁ ର ରାଜୀବ କୁମାର ସାହୁ ଙ୍କୁ ତାଙ୍କ ଫେସବୁକ ଫ୍ରେଣ୍ଡ ଗୁଗୁଲ କମ୍ପାନୀରେ ତାଙ୍କର ଭଲ ଚିହ୍ନା ପରିଚୟ ଅଛି ପୁଅର ଚାକିରି ପାଇଁ ରେଜିଷ୍ଟ୍ରସନ ବାବଦ କୁ ୧୬୫୦୦ ଟଙ୍କା ଦେବାକୁ କହି ଟଙ୍କା ଠକି ନେଇଥିଲା ଅଭିଯୁକ୍ତ । ପ୍ରଥମେ ଫେସବୁକ ରେ ବନ୍ଧୁତା କରି ଠକ ଜଣକ ଠକାମୀ କରିଥିଲା । ଟଙ୍କା ପାଇବା ପରେ ଆଉ ଅଭିଯୋଗକାରୀ ଓ ଫେସବୁକ ଫ୍ରେଣ୍ଡ ଙ୍କ କୌଣସି କଣ୍ଟାକ୍ଟ ହୋଇ ନ ଥିଲା। ଏନେଇ ଠକେଇ ହୋଇଥିବା ଜାଣି ପାରି ରାଜୀବ କୁମାର ସାହୁ ସିନ୍ଧେକେଲା

ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ତପ୍ତରତା ଦେଖାଇ ବଲାଙ୍ଗୀର ଏସପି ଙ୍କ ନିର୍ଦ୍ଦେଶ କ୍ରମେ ସିନ୍ଧେକେଲା ଆଇଆଇସି ବସନ୍ତ କୁମାର ଦଳାଇ ଏକ ଟିମ ଗଠନ କରି ଝାରସୁଗୁଡା ଜିଲ୍ଲା ର ସରବାହାଲ ଗ୍ରାମର ଅମିତାଭ ପଟ୍ଟନାୟକ କୁ ଗିରଫ କରିବା ସହ ତା ଠାରୁ ନଗଦ ୬୧୦୦ ଟଙ୍କା ଓ ଦୁଇଟି ମୋବାଇଲ ଜବତ କରିଛି ସିନ୍ଧେକେଲା ପୋଲିସ । ଏହି ଠକ ଜଣକ ବଲାଙ୍ଗିର ଥାନା ର ଅନ୍ୟ ଏକ କେସରେ ମଧ୍ୟ ଜଡିତ ଥିବା ଜଣା ପଡିଥିବା ସୁଚନା ଦେଇଛନ୍ତି ଏସ ଡି ପି ଓ । ଏପରିକି ଅଧିକ ତଦନ୍ତ ଜାରି ରଖିଥିବା ଟିଟିଲାଗଡ଼ ଏସଡିପିଓ ଅଙ୍କିତା କୁମ୍ଭାର ସୂଚନା ଦେଇଛନ୍ତି । ସାମ୍ବାଦିକ ସମ୍ମିଳନୀରେ ସିନ୍ଧେକେଲା ଆଇ ଆଇ ସି ବସନ୍ତ କୁମାର ଦଳାଇଙ୍କ ସହ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like