-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||     

HOME   ଜିଲ୍ଲା

ଗନିଆଁପାଲି ହାଇସ୍କୁଲରେ ବନ ମହୋତ୍ସବ ପାଳିତ।

04-Jul-2023



(ପ୍ରେରଣା ଖବର)
 ଗାଇସିଲେଟ ବ୍ଳକ ଅନ୍ତର୍ଗତ ବୁଦ୍ଧଦେବ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅବସରରେ 74ତମ ବନ ମହୋତ୍ସବ ପାଳିତ ହୋଇଯାଇଛି।ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ମେହେରଙ୍କ ସଭାପତିତ୍ବରେ ଆୟୋଜିତ ଏକ ସଭାରେ ମୂଖ୍ଯ ଅତିଥି ଭାବରେ ଶ୍ରୀମତୀ ପୁଷ୍ପାଞ୍ଜଳି ବେହେରା,ମୂଖ୍ଯ ବକ୍ତା ଭାବରେ ପ୍ରକୃତିବନ୍ଧୁ ମୀନକେତନ ସାହୁ, ସମ୍ମାନିତ ଅତିଥି ଭାବରେ ପ୍ରକୃତିବଂଧୁ ଅନନ୍ତ ମେହେର, ପ୍ରକୃତିବନ୍ଧୁ ଗୋବିନ୍ଦ ମେହେର, ନେହେରୁ ଯୁବକେନ୍ଦ୍ର ବରଗଡର ସ୍ବେଚ୍ଛାସେବୀ ରତିକାନ୍ତ ପଧାନ ଓ ଡିଲେଶ୍ବର ନାଏକ ପ୍ରମୁଖ ଅଂଶ ଗ୍ରହଣ କରି ବୃକ୍ଷ ରୋପଣ , ଜଂଗଲ ସଂରକ୍ଷଣ ଓ ପରିବେଶ ସୁରକ୍ଷା ସଂପର୍କିତ ବକ୍ତବ୍ଯ ପ୍ରଦାନ କରିଥିଲେ।ଅନ୍ୟମାନଙ୍କ ମଧ୍ଯରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଅଂଶଗ୍ରହଣ କରି ଛାତ୍ର ଛାତ୍ରୀଙ୍କ ମାନଙ୍କୁ ଉତ୍ସାହିତ କରିଥିଲେ ।ଉପସ୍ଥିତ ସମସ୍ତ ଛାତ୍ର ଛାତ୍ରୀଙ୍କୁ ଅଁଳା ଚାରା ପ୍ରଦାନ କରାଯାଇ ଥିଲା ଓ ପୋଷ୍ଯ ରୂପେ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।ବିଦ୍ୟାଳୟର ଶିକ୍ଷକ ବିଷ୍ଣୁ ପ୍ରସାଦ ହଂସ ଧନ୍ୟବାଦ ଅର୍ପଣ କରିଥିଲେ ।ପରିଶେଷରେ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026

You Might Also Like