-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା: ଯୋଗିସର୍ଡl ଶିବ ମନ୍ଦିର ପ୍ରାଙ୍ଗଣରେ ଜରୁରୀକାଳୀନ ବୈଠକ, ଲୋଇସିଂହା ବ୍ଲକ ର ୫ ଟି ପଂଚାୟତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପରୁ ବଂଚିତ

04-Jul-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଯୋଗିସର୍ଡl ଶିବ ମନ୍ଦିର ପ୍ରାଙ୍ଗଣରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା l ଉକ୍ତ ବୈଠକରେ ଲୋଇସିଂହା ଠାରେ ଯେଉଁ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ହେଉଛି ଲୋଇସିଂହା ବ୍ଲକର ୫ ଟି ପଞ୍ଚାୟତର ଲୋକମାନେ ସେଥିରୁ ବଞ୍ଚିତ ହେଉଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରି ଏକ ବୈଠକ ଆୟୋଜନ କରାଯାଇଥିଲା l ଏହି ସଭାରେ ଲୋଇସିଂହା ବ୍ଲକ ବିଜେଡି ସଭାପତି ହୃଦାନନ୍ଦ ବେହେରାଙ୍କ ସଭାପତିତ୍ବରେ ସଭା ଅନୁଷ୍ଠିତ ହୋଇଥିଲା l ଉକ୍ତ ବୈଠକରେ ଅତିଥି ଭାବେ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଉପସ୍ଥିତ ରହିବା ସହ ଲୋଇସିଂହା, ବୁଢ଼ୀପଦର, ଯୋଗିସର୍ଡା, ବାଦିବାହାଲ, ବୁରଡା,ହୀରାପୁର, ପଂଚାୟତ ର ସମସ୍ତ ସରପଞ୍ଚ ଓ ସମିତି ସଭ୍ୟ ଉପସ୍ଥିତ ଥିଲେ l

ତା ସହ ଉକ୍ତ ୫ ଟି ପଂଚାୟତ ର ଅନେକ ଚାଷୀ ଯୋଗ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l ଲୋୟର ସୁକତେଲ ପ୍ରକଳ୍ପ ରେ ବଞ୍ଚିତ ହେଉଥିବା ପାଞ୍ଚଟି ପଂଚାୟତ ଅଧିବାସୀ ମାନେ ଉଦବେଗ ପ୍ରକାଶ କରିଥିଲେ l ଲୋଇସିଂହା ବ୍ଲକର  କିଛି ଅଞ୍ଚଳ କୁ ପ୍ରକଳ୍ପରେ ସାମିଲ୍ କରିଥିବା ବେଳେ ବାକି 5 ଟି ପଞ୍ଚାୟତ କୁ ବାଦ୍ ଦିଆ ଯାଇଛି। ବାଦ୍ ପଡିବା ଯୋଗୁଁ ଏହି ପଂଚାୟତ ର ଚାଷୀମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରି ଏକ ଜରୁରୀ ବୈଠକ ଡାକିଥିଲେ l ଚାଷୀ ମାନଙ୍କ ଅଭିଯୋଗ ହେଉଛି ଯେ ଲୋୟର ସୁକତେଲ ର ପାଣି ଯଦି ଅନ୍ୟ ଜିଲ୍ଲାକୁ ଯାଉଛି ତା ହେଲେ ବଲାଙ୍ଗିର ବାସୀଙ୍କୁ ମିଳିବନି କାହିଁକି l ଏ ବିଷୟରେ ଆଲୋଚନା କରି ଆଗାମୀ ଦିନରେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି l ତା ସଙ୍ଗେ ସଙ୍ଗେ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲ୍ଲାପାଳ, ପ୍ରକଳ୍ପର ମୁଖ୍ୟ ଯନ୍ତ୍ରୀ ଙ୍କୁ ଭେଟିବା ସହ ଲିଖିତ ଆକାରରେ ଜଣାଇବାକୁ ସଭାରେ ସ୍ଥିରୀକୃତ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like