-+91-9937148622 |
prerana_bgr@rediffmail.com |
Monday 29th June 2026 |
R.N.I. Regd No. ODIODI/2010/46693
Breaking News
19-Sep-2020
ଭୁବନେଶ୍ବର: ଆଜି ରାଜ୍ୟରେ ୨୬୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୭୫ ଓ ସ୍ଥାନୀୟ ଅଞ୍ଚଳରୁ ୧୦୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୨ ହଜାର ୭୧୮କୁ ବୃଦ୍ଧି ପାଇଛି।