-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

KRSS MEMBER MEET COLLECTOR

25-Sep-2020



କରୋନା ମୁକାବିଲା ପାଇଁ ବଲାଙ୍ଗିର ଜିଲ୍ଲାପାଳଙ୍କୁ କୋସଲ ରାଜ୍ୟ ସମନ୍ୱୟ ସମିତି (କେଏସ୍‌ସିସି) ର ୧୩ ଦଫା ସମ୍ବଳିତ ସ୍ମାରକ ପତ୍ର ପ୍ରଦାନ
ବଲାଙ୍ଗୀର,୨୪.୦୯.୨୦୨୦- କୋସଲ ରାଜ୍ୟ ସମନ୍ୱୟ ସମିତି (କେୱାଇସିସି) ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳୀ ଜୋନ ନିଷ୍ପତ୍ତି ଅନୁଯାୟୀ ଆଜି ବଲାଙ୍ଗିର ଜିଲ୍ଲାପାଳଙ୍କୁ ଏକ ୧୩ ଦଫା ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଛି । ବଲାଙ୍ଗିର ଜିଲ୍ଲାରେ ଭୟାବହ କରୋନା ସଂକ୍ରମଣ ଓ ତତ୍ ଜନିତ ମୃତ୍ୟୁ ତଥା କରୋନା ସଂପର୍କୀତ ଚିକିତ୍ସା ଓ ଟେଷ୍ଟ କରିବା ଦିଗରେ ପ୍ରଶାସନିକ ବିଫଳତାର ପ୍ରତିବାଦ କରି ତଥା ସମସ୍ୟାର ମୁକାବିଲା ପାଇଁ ଏକ ଦାବୀପତ୍ର ପ୍ରଦାନ କରାଯାଇଥିଲା । ପରିସ୍ଥିତିର ଗୁରୁତ୍ୱକୁ ଆଖି ଆଗରେ ରଖି ଏକ ୨ ଜଣିଆ ପ୍ରତିନିଧି ମଣ୍ଡଳୀ ଯାଇ ଜିଲ୍ଲାପାଳଙ୍କୁ ଏହି ଦାବିପତ୍ର ପ୍ରଦାନ କରିଥିଲେ । ସମନ୍ୱୟ ସମିତିର କେନ୍ଦ୍ରୀୟ ଉପାଧ୍ୟକ୍ଷ ମନୋରଂଜନ ସାହୁ ଓ ସାଧାରଣ ସଂପାଦକ ବିଭୂଦତ୍ତ ମିଶ୍ରଙ୍କୁ ନେଇ ଗଠିତ ଏହି ପ୍ରତିନିଧି ମଣ୍ଡଳୀ ଜିଲ୍ଲାପାଳଙ୍କ ସହ ଆଲୋଚନା କରି କରୋନା ମୁକାବିଲା ପାଇଁ ଜନସଚେତନତା ଠାରୁ ଜନ ଚିକିତ୍ସା ଅଧିକ ଆବଶ୍ୟକ ବୋଲି ଜଣାଇଥିଲେ ।
    ବଲାଙ୍ଗିର ଜିଲ୍ଲାର କୋଭିଡ୍ -୧୯ ଜନିତ ପରିସ୍ଥିତିକୁ ସଂଗୀନ ବୋଲି ବିଚାର କରି ତୁରନ୍ତ ଯୁଦ୍ଧକାଳୀନ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନ ବଲାଙ୍ଗିର ଜିଲ୍ଲା କୁ ସଟ୍‌ଡାଉନ କରି ଘରକୁ ଘର କୋଭିଡ୍ ଟେଷ୍ଟ କରିବାକୁ, ବଲାଙ୍ଗିର ସହରର ପ୍ରତି ୱାର୍ଡରେ କୋଭିଡ୍ ଟେଷ୍ଟିଙ୍ଗ ୟୁନିଟ ସ୍ଥାପନ କରିବାକୁ, ଜିଲ୍ଲାରେ ଅଧିକ ସଂଖ୍ୟକ ଭେଣ୍‌ଟିଲେଟର ଓ ଅନ୍ୟାନ୍ୟ କୋଭିଡ୍ -୧୯ର ଚିକିତ୍ସା ଉପକରଣ ଉପଲବ୍ଧ କରାଇବାକୁ ଦୈନିକ ବଜାରକୁ ୫ ଭାଗରେ ବିଭକ୍ତ କରି ସ୍ଥାନାନ୍ତରିତ କରିବାକୁ, ବେଙ୍କ, ଦୋକାନ ବଜାର ଓ ଅନ୍ୟ ଭିଡ୍ ଜାଗାରେ ସାମାଜିକ ଦୂରତ୍ୱକୁ କଡାକଡି ଭାବରେ ପାଳନ କରିବାକୁ ଘରୋଇ ଚିକିତ୍ସା କ୍ଲିନିକ୍‌ମାନ ତୁରଂତ କାର୍ଯ୍ୟକ୍ଷକ କରିବାକୁ, ସ୍ୱତନ୍ତ୍ର ମୋବାଇଲ ଚିକିତ୍ସା କେନ୍ଦ୍ର ସ୍ଥାପନ କରିବାକୁ, ନିରଂତର ଭାବରେ ୱାର୍ଡକୁ ୱାର୍ଡ ସାନିଟାଇଜ କରିବାକୁ, କୋଭିଡ୍ -୧୯ ଡାକ୍ତରଖାନାରେ ଉପଯୁକ୍ତ ଚିକିତ୍ସା କରିବା ସହ ହୋମ ଆଇସୋଲେସନରେ ଥିବା ରୋଗୀମାନଙ୍କୁ ତୁରଂତ ଓ ନିରଂତର ଚିକିତ୍ସା ଯୋଗାଇ ଦେବାକୁ, ବଜାର ସମସ୍ତ ପୁନଃନିର୍ଦ୍ଧାରଣ କରିବାକୁ, ଅଧିକ ସଂଖ୍ୟକ ପୋଲିସ ସଂଚାଳନ କରିବାକୁ, ବଲାଙ୍ଗିର ଜିଲ୍ଲାରେ କରୋନା ଚକିତ୍ସା ସଂପର୍କିତ ଖର୍ଚ୍ଚର ଶ୍ୱେତପତ୍ର ପ୍ରକାଶ କରିବାକୁ କେ.ଏସ୍‌.ସି.ସି. ତରଫରୁ ଦାବୀ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like