-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଦେଶ ବିଦେଶ

୫୫ ବର୍ଷ ପରେ ପୁଣି ଥରେ ଭାରତ ଓ ବାଙ୍ଗଲାଦେଶ ମଧ୍ୟରେ ଚାଲିବ ରେଳ ସେବା

11-Dec-2020



(ପ୍ରେରଣା ଖବର ବ୍ୟୁରୋ) - ଦୀର୍ଘ ଅପେକ୍ଷାର ହେବ ଅନ୍ତ । କାରଣ ୫୫ ବର୍ଷ ପରେ ପୁଣି ଥରେ ଭାରତ ଓ ବାଙ୍ଗଲାଦେଶ ମଧ୍ୟରେ ଚାଲିବ ରେଳ ସେବା।  ମିଳିଥିବା ସୂଚନା ଅନୁସାରେ,  ୧୭ ଡିସେମ୍ବର ପଶ୍ଚିମ ବଙ୍ଗର ସୀମା ଓ ପଡୋଶୀ ବାଙ୍ଗାଲାଦେଶ ମଧ୍ୟରେ ରେଳ ମାର୍ଗର ଉଦଘାଟନ କରିବେ ମୋଦି। ତେବେ ଏନେଇ ସୂଚନା ଦେଇଛନ୍ତି ଉତ୍ତର-ପୂର୍ବ ରେଳ ଅଧିକାରୀ।
1965 ମସିହାରେ ଭାରତ ଏବଂ ତା’ପରେ ପୂର୍ବ ପାକିସ୍ଥାନ ମଧ୍ୟରେ ରେଳ ସଂଯୋଗ ଭାଙ୍ଗିବା ପରେ କୋଚ ବେହେରାର ହାଲଡିବାରୀ ଠାରୁ ଉତ୍ତର ବାଂଲାଦେଶର ଚିଲହାଟି ପର୍ଯ୍ୟନ୍ତ ରେଳ ଲାଇନ ଖରାପ ହୋଇଯାଇଥିଲା। ଏନଏଚଆର ମୁଖ୍ୟ ଜନସମ୍ପର୍କ ଅଧିକାରୀ ସୁଭାନ ଚନ୍ଦା କହିଛନ୍ତି ଯେ, ଡିସେମ୍ବର 17 ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ  ବାଙ୍ଗଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ହାଲଡିବାରୀ-ଚିଲହାଟୀ ରେଳ ମାର୍ଗକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।ମିଳିଥିବା ସୂଚନା ଅନୁସାରେ, ଚିରହାଟୀରୁ ହାଲଡିବାରୀ ପର୍ଯ୍ୟନ୍ତ ପ୍ରଥମେ ଏକ ମାଲବାହୀ ଟ୍ରେନ୍ ଚଳାଚଳ କରିବ। କଭିହାର ଡିଭିଜନାଲ ରେଲୱେ ମ୍ୟାନେଜର ରବିନ୍ଦ୍ର କୁମାର ଭର୍ମା କହିଛନ୍ତି ଯେ ରେଳ ମନ୍ତ୍ରଣାଳୟ ମଙ୍ଗଳବାର ଦିନ ରେଳ ମାର୍ଗ ଖୋଲିବା ନିଷ୍ପତ୍ତି ସମ୍ପର୍କରେ ଅଧିକାରୀମାନଙ୍କୁ ସୂଚନା ଦେଇଛି।
ତେବେ ଜଣାଯାଇଛି ଯେ, ଅନ୍ତର୍ଜାତୀୟ ସୀମାଠାରୁ  ହାଲଡିବାରୀ ରେଳ ଷ୍ଟେସନ ମଧ୍ୟରେ ମୋଟ ଦୂରତା ୪.୫ କିଲୋଇଟର ଥିବା ବେଳେ ବାଂଲାଦେଶର ଚିଲହାଟୀର ଦୂରତା ଜିରୋ ପଏଣ୍ଟଠାରୁ 7.5 କିଲୋମିଟର ରହିଛି । ତେବେ ବର୍ତ୍ତମାନର ବାଂଲାଦେଶର ଅଞ୍ଚଳ ଦେଇ ସିଲିଗୁରୀ ଏବଂ କୋଲକାତା ମଧ୍ୟରେ ଥିବା ପୁରୁଣା ବ୍ରଡ ଗେଜ୍ ରେଳ ମାର୍ଗରେ ଉଭୟ ହାଲଡିବାରୀ ଏବଂ ଚିଲହାଟି ଷ୍ଟେସନ ଥିଲା |
ଏହି ମାର୍ଗରେ ଯାତ୍ରୀବାହୀ ଟ୍ରେନ୍ ସେବା ଆରମ୍ଭ ହେବା ସହିତ କୋଲକାତା ଠାରୁ ଜଲପାଇଗୁରୀ ଯାଉଥିବା ଲୋକଙ୍କୁ ମାତ୍ର ସାତ ଘଣ୍ଟା ଲାଗିବ | ଏହା ପୂର୍ବରୁ ଏହା ୧୨ ଘଣ୍ଟା ଲାଗୁଥିଲା ତେଣୁ ବର୍ତ୍ତମାନ ସମୟରେ ୫ ଘଣ୍ଟା ସମୟ ବଳିବ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like