-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ମହର୍ଷି ପାଇଁ ରାଜ୍ୟପାଳ ଙ୍କ ଆଶିର୍ବାଦ ଭିକ୍ଷା କଲେ ଅଭିନେତା ଚନ୍ଦନ

04-Jul-2023



ଭୁବନେଶ୍ୱର  : ଭାରତବର୍ଷର  ପ୍ରଥମ ସହିଦ୍ ଜୟୀ ରାଜଗୁରୁଙ୍କ ଜୀବନ ଉପରେ ଆଧାରିତ ଏସ୍.ଡି.ଡି. ଏଣ୍ଟରଟେନମେଣ୍ଟର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର "ମହର୍ଷି" ଅଗଷ୍ଟ ୪ ତାରିଖରେ ସାରା ଓଡିଶାରେ ମୁକ୍ତିଲାଭ କରିବାକୁ ଯାଉଛି ।  ଆଜି ଉକ୍ତ ଚଳଚ୍ଚିତ୍ରର ଅଭିନେତା ଚନ୍ଦନ କର, ନିର୍ଦ୍ଦେଶକ ଓ ପ୍ରଯୋଜକ ପ୍ରଦୀପ କୁମାର ଓଡ଼ିଶାର ମହାମହିମ ରାଜ୍ୟପାଳଙ୍କୁ ଭେଟି ଚଳଚ୍ଚିତ୍ର ସମ୍ବନ୍ଧରେ ଜଣାଇବା ସହ ଚଳଚ୍ଚିତ୍ରର ସଫଳ ପାଇଁ ଆଶୀର୍ବାଦ ଲାଭ କରିଥିଲେ । ଚଳଚ୍ଚିତ୍ରଟି ସହିଦ୍ ଜୟୀ ରାଜଗୁରୁଙ୍କ ଜୀବନ କାହାଣୀ ଉପରେ ଆଧାରିତ ଓ ଏହା

ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଜାଣି ମହାମହିମ ରାଜ୍ୟପାଳ ମହୋଦୟ ଅଭିନେତା ଚନ୍ଦନକୁ

ଶୁଭେଚ୍ଛା ଜଣାଇଥିଲେ। ଏଠାରେ କହିରଖୁ ଯେ, ଅନେକ ଅବତାରରେ ଦେଖିଥିବା ଦର୍ଶକ ଏଥର ଚନ୍ଦନ କରଙ୍କୁ ଏକ ଭିନ୍ନ ଅବତାରରେ ଦେଖିବାକୁ ପାଇବେ। ଫିଲ୍ମର ଗୀତଗୁଡିକ ଅତି ହୃଦୟସ୍ପର୍ଶୀ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ କୁହାଯାଇଛି। ସାମାଜିକ ଗଣମାଧ୍ୟମରେ ଏହି ଚଳଚ୍ଚିତ୍ରକୁ ନେଇ ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ଦେଖିବାକୁ ମିଳିଛି। 

ଏହି ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ମଳୟ ମିଶ୍ର, ଗୀତ ରଚନା କରିଛନ୍ତି ଡ. ନିର୍ମଳ ନାୟକ। ଏହି ଚଳଚ୍ଚିତ୍ର ରେ ଅଭିନୟ କରିଥିବା ଅନ୍ୟମାନେ ହେଲେ ଛତିଶଗଡ଼ର ଅଜୟ ପଟେଲ, ଶ୍ରୀତମ ଦାସ, ଦେବୀ ବାରିକ, ମୁକେଶ, ଜୀବନ ପଣ୍ଡା, ପ୍ରତିଭା ପଣ୍ଡା, ସରୋଜ ଦାସ, ମହିମା, ପ୍ରଶାନ୍ତ ନାୟକ ପ୍ରମୁଖ।

(ଅମୃତ ନନ୍ଦ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like