-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ( ଗ୍ରାମୀଣ ) ହିତାଧି କାରୀ ଙ୍କ ଭୂମିପୂଜନ ଓ ଶପଥ ଗ୍ରହଣ ସମାରୋହ ।

04-Jul-2023



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ୍ ପଞ୍ଚାୟତ ସ୍ତରୀୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ଙ୍କ ଭୂମି ପୂଜନ ଓ ଶପଥ ଗ୍ରହଣ ସମାରୋହ ଛଞ୍ଚାଣ ବାହାଲି  ପଞ୍ଚାୟତ ବେହରାଗୁଡା ପଳସପାଣି  ଗ୍ରାମ ଠାରେ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି ।ଏହି ଶପଥ ଗ୍ରହଣ କାର୍ଯ୍ୟ କ୍ରମରେ ଧର୍ମଗଡ଼ ବିଧାୟକ ମୌଷୁଧି ବାଗ ଯୋଗଦେଇ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟଦେଶ ଦେବାସହ ଭୂମି ପୂଜନ ଏଵଂ ଶପଥ କରାଇଥିଲେ । ଛଞ୍ଚାଣ ବାହାଲି ପଞ୍ଚାୟତ ରେ ମୋଟ ୯୪ ଜଣ ହିତାଧୀକାରୀ ବିବେଚିତ ହୋଇଥିବା ଜଣାପଡିଛି ।ତେବେ  ଶପଥ ଗ୍ରହଣ ସମାରୋହ ରେ ସମସ୍ତ ହିତାଧୀକାରୀ ସାମିଲ ହୋଇ ଶପଥ ଗ୍ରହଣ କରିଥିଲେ ।ନିଜ ଗ୍ରାମ ଦେବାଦେବୀ ଝଲିଆବୁଡ଼ା ଓ ମାଁ ଠାକୁରାଣୀ କୁ ଶପଥ କରି ଆବାସ ନିର୍ମାଣର ଅବଦ୍ଧି ଚାରି ମାସଭିତରେ ହିଁ ନିର୍ମାଣ କାର୍ଯ୍ୟ ଶେଷ କରିବା ଓ ସରକାର ଦେଇଥିବା  ଟଙ୍କା ଠିକ୍ ବିନିଯୋଗ କରିବାକୁ ଶପଥ ନେଇଥିଲେ । ଅନ୍ୟପଟେ      ଆବଦ୍ଧୀ ଭିତରେ ଗୃହକାର୍ଯ୍ୟ ଶେଷ କରି ସରକାର ଦେଇଥିବା ପ୍ରୋଷାହ ରାଶି ଫାଇଦା ପାଇବା ଲକ୍ଷ ନେବାକୁ ହିତାଧୀକାରୀ ମାନେ ସଂକଳ୍ପ ନେଇଥିବା ଜଣାପଡ଼ିଛି ।ଏହି କାର୍ଯ୍ୟରେ ବିଧାୟକ ବାଗ ସମେତ ଛଞ୍ଚାଣ ବାହାଲି ପଞ୍ଚାୟତ ସରପଞ୍ଚ ପ୍ରିତୀ ବେମାଲ, ଜିଲ୍ଲାପରିଷଦ ସଙ୍କରପ୍ରସାଦ ଜୁଏଡ ,ପଞ୍ଚାୟତ ନିର୍ବାହୀ ଅଧିକାରୀ ରଘୁନାଥ ଖମାରୀ, ବି ଏପ୍ ଟି ଅଶୋକ କୁମାର ବାଗ,ବିଜେଡ଼ି ବରିଷ୍ଠ କର୍ମୀ ଗୌର ବାଗ,ଅନନ୍ତରାମ୍ ପୋଡ଼ ,ଉଛବ ହଂସ ଏଵଂ ସମସ୍ତ ୱାର୍ଡ଼ ସଭ୍ୟ ସଭ୍ୟା ପ୍ରମୁଖ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026

You Might Also Like