-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବିଜେପି ର ରେଙ୍ଗାଲି ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ସଂଯୁକ୍ତ ମୋର୍ଚ୍ଚା ବୈଠକ

05-Jul-2023



ପରମାନପୂର୍  (ସଂଜୀବ ପାଣିଗ୍ରାହୀ )
ବିଜେପି ପକ୍ଷରୁ ରେଙ୍ଗାଲି ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ସଂଯୁକ୍ତ ମୋର୍ଚ୍ଚା ବୈଠକ ଅନୁଷ୍ଠିତ ହୋଇ ଯାଇଛି ।  ମୋଦୀ ସରକାର ର ୯ ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଅନେକଗୁଡ଼ିଏ କାର୍ଯ୍ୟକ୍ରମ ହାତକୁ ନିଆ ଯାଇଛି । ମୋଦୀ ସରକାର ର ବିଭିନ୍ନ ଜନକଲ୍ୟାଣକରୀ ଯୋଜନା କୁ ଲୋକଙ୍କ ପାଖକୁ ପହଞ୍ଚେଇବା ସଙ୍ଗେ ସଙ୍ଗେ ବିଜେପି ର ସଂଗଠନ କୁ ବୁଥ ସ୍ତରରୁ ରାଷ୍ଟ୍ରୀୟ ସ୍ତର ପର୍ଯ୍ୟନ୍ତ ମଜଭୂତ ଓ ଅଧିକ ସକ୍ରିୟ କରିବା ପାଇଁ ବିବିଧ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି । ସେଥି ମଧ୍ୟରୁ ସଂଯୁକ୍ତ ମୋର୍ଚ୍ଚା ବୈଠକ ଅନ୍ୟତମ ।     
ଏହି ବୈଠକ ରେ ବିଜେପି ର ସମସ୍ତ ମୋର୍ଚ୍ଚା ର ପଦାଧିକାରୀ ଓ କର୍ମୀ ସାମିଲ ହୋଇ ସମସ୍ତ ବିଷୟରେ ସବିଶେଷ ବିବରଣୀ ଗ୍ରହଣ କରିଥାନ୍ତି । ମୋଦୀ ସରକାର ର ଯୋଜନା ଗୁଡିକ ସମାଜ ର ସମସ୍ତ ବର୍ଗ ର ଲୋକଙ୍କ ପାଇଁ ଉଦ୍ଧିଷ୍ଟ ରହିଛି । ତେଣୁ ଯେଉଁ ମୋର୍ଚ୍ଚା ତାର ତତ୍ ସଂଲଗ୍ନ ଯୋଜନା କୁ ନେଇ ଆଗାମୀ ଦିନରେ ତଳ ସ୍ତରକୁ ଯାଇ ତାକୁ କୃୟାନ୍ଵୟନ୍ କରିବେ।

ଆଜି ପରମାନପୂର୍ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରେଙ୍ଗାଲି ବିଧାୟକ *ଶ୍ରୀଯୁକ୍ତ ନାଉରୀ ନାୟକ* ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବିଜେପି ଜିଲ୍ଲା କାର୍ଯ୍ୟକାରୀଣି ସଦସ୍ୟ *ପ୍ରକାଶ କୁମାର ପ୍ରଧାନ* ଙ୍କ ଦ୍ଵାରା ପରିଚାଳିତ ଏହି ବୈଠକରେ ମାନେଶ୍ୱର ବ୍ଲକ ଉପାଧ୍ୟକ୍ଷ *ନରେନ୍ଦ୍ର କୁମାର ମିଶ୍ର* ସ୍ୱାଗତ ଭାଷଣ ଦେଇଥିଲେ । ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ *ରାମ ଚନ୍ଦ୍ର ମେହେର ଓ ରାଧେଶ୍ୟାମ ବାରିକ*, କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି *ଚନ୍ଦ୍ର ଶେଖର ପଣ୍ଡା* ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରି *ଶ୍ରୀମତୀ ଅନ୍ନପୂର୍ଣ୍ଣା ବାରିକ*, ଜିଲ୍ଲା ଉପସଭାପତି *ଶ୍ରୀମତୀ ସୁଷମା ସାହୁ, ସୁଧୀର ଗୁପ୍ତା, ବେଣୁଧର ପ୍ରଧାନ* ଜିଲ୍ଲା ସାଧାରଣ ସମ୍ପାଦକ *ଆଶିଷ କୁମାର ହୋତା* ପ୍ରମୁଖ ଉପସ୍ଥିତ ପଦାଧିକାରୀ ଓ କର୍ମୀ ମାନଙ୍କୁ ସମସ୍ତ ବିଷୟରେ ଅବଗତ କରାଇଥିଲେ ।ଏହି ବୈଠକ ରେ ଅନ୍ୟ ମାନଙ୍କ ମଧ୍ୟରେ ସଂଯୁକ୍ତା ପ୍ରଧାନ, ପ୍ରଭାସିନୀ ଦାଶ, ପ୍ରଶାନ୍ତ ପ୍ରଧାନ, ଦେବେନ୍ଦ୍ର ନାୟକ, ପ୍ରକାଶ ପୃଷ୍ଟି ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like