-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

କେଉଁଟ, କୈବର୍ତ୍ତ ଓ ଧୀବର ଜାତିକୁ ଅନୁସୂଚିତ ଜାତି ତଥା ଅସ୍ପୃଶ୍ୟ ତାଲିକାରୁ ବାଦ ଦେବାକୁ ଦାବି

05-Jul-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଓଡିଶା ରାଜ୍ୟ କୈବର୍ତ୍ତ ଓ ଧୀବର ହଟାଓ କ୍ରିୟାନୁଷ୍ଠାନ କମିଟିର ଆବାହକ ଡିଙ୍ଗର କୁମ୍ଭାରଙ୍କ ଆହ୍ୱାନ କ୍ରମେ ଲକ୍ଷେ ଘର ଗଣ୍ଡା ସମାଜ, ଛଅକୋର ସେବକ ସମାଜ ଘାସୀ, ରବୀଦାସ ସମାଜ ଚମାର ତରଫରୁ କେଉଁଟ, ଧୀବର ଓ କୈବର୍ତ୍ତ ଜାତିକୁ ଅନୁସୂଚିତ ତଥା ଅସ୍ପୃଶ୍ୟ ତାଲିକାରୁ ବାଦ ଦେବାକୁ ଦାବି ହୋଇଛି l ଏହି ପରିପ୍ରେକ୍ଷୀରେ ଓଡ଼ିଶାର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ  ଲୋଇସିଂହା ତହସିଲଦାରଙ୍କ ଜରିଆରେ ବୁଧବାର ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଏହି ଅବସରରେ ଲୋଇସିଂହା ଅଗ୍ରସେନ ଭବନ ଠାରେ ଆୟୋଜିତ ଏକ ସମାରୋହରେ ଡିଙ୍ଗର କୁମ୍ଭାର, ହେମସାଗର ନନ୍ଦ, ପୂର୍ବତନ ବିଧାୟକ ବିନୋଦ ପାତ୍ର, ତାପସ ଦାସ, ଜନସନ ନାଗ, ଜୟନ୍ତ କୁମ୍ଭାର, ବିଜୟ ମହାନନ୍ଦ, ଲାଲମନ ନାଗ, ଝସକେତନ ମହାନନ୍ଦ, ଅଶୋକ ବାରିକ, ଲକ୍ଷ୍ମଣ ଭରାସାଗର ପ୍ରମୁଖ ଉଦବୋଧନ ଦେଇଥିଲେ । 

ପରେ ଏକ ବିଶାଳ ଶୋଭାଯାତ୍ରାରେ ନାରାବାଜି ପ୍ରଦର୍ଶନ ପୂର୍ବକ ହଜାର ହଜାର ଲୋକ ଓ ମହିଳା ମାନେ ଲୋଇସିଂହା ଅଗ୍ରେସନ ଭବନ ଠାରୁ ବାହାରି ସ୍ଥାନୀୟ  ତହସିଲ କାର୍ଯ୍ୟାଳୟରେ ପହଂଚି ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like