-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||     

HOME   ଜିଲ୍ଲା

ବିଜେପୁର ବ୍ଲକ ପରିସରରେ ମିଶନ ଶକ୍ତି କାଫେ ଶୁଭାରମ୍ଭ କଲେ ମନ୍ତ୍ରୀ ରୀତା ସାହୁ

05-Jul-2023



ବରଗଡ଼:-ବରଗଡ଼ ଜିଲ୍ଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ମିଶନ ଶକ୍ତି କାଫେ  ର ଶୁଭାରମ୍ଭ ହୋଇଯାଇଛି ।ଏହି କ୍ୟାଫେ କୁ ଓଡିଶାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରିତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭ ଉଦଘାଟନ କରିଛନ୍ତି ।ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ମିଶନ ଶକ୍ତି ମାଧ୍ୟମରେ ପ୍ରୋତ୍ସାହନ ଦେବା ସହିତ ଆର୍ଥିକ ସହାୟତା ଯୋଗାଇ ଦେଉଛନ୍ତି ରାଜ୍ୟ ସରକାର । ରାଜ୍ୟର ସମସ୍ତ ଜିଲ୍ଲା ଏବଂ ବ୍ଲକ ମାନଙ୍କରେ "ମିଶନ ଶକ୍ତି କାଫେ" ଖୋଲା ଯାଉଥିବା ବେଲେ ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି "ମିଶନ ଶକ୍ତି କାଫେ" ର ଶୁଭାରମ୍ଭ ହୋଇଯାଇଛି।ଏହି କାଫେ କୁ ବିଜେପୁର ବ୍ଲକ

 

ସଂଜୀବନୀ ମହାସଂଘ ର ମହିଳା ମାନେ ପରିଚାଳନା କରୁଥିବା ଜଣାପଡିଛି । ପ୍ରତ୍ୟହ ବ୍ଲକ କାର୍ଯ୍ୟାଳୟ କୁ ଆସୁଥିବା କର୍ମଚାରୀଙ୍କ ଠାରୁ ଅଫିସ କାମରେ ଆସୁଥିବା ସାଧାରଣ ଲୋକ ମାନେ ଜଳଖିଆ ଏବଂ ଉନ୍ନତ ମାନର ଖାଇବା ପାଇ ପାରିବେ। ତା ସହ ସ୍ଵୟଂ ସହାୟକ ଗୋଷ୍ଠୀର ମାଁ ମାନେମଧ୍ୟ ଭଲ ଦୁଇ ପଇସା ରୋଜଗାର କରି ପାରିବେ ବୋଲି ଆଶା କରିଛନ୍ତି।ଏହି ଶୁଭାରମ୍ଭ କାର୍ଯକ୍ରମ ରେ ବିଜେପୁର ବ୍ଲକ ଅଧ୍ୟକ୍ଷ ମୋତିରାମ ସାହୁ , ଗୋଷ୍ଠି ଉନ୍ନୟନ ଅଧିକାରୀ ସରୋଜ ବିଶ୍ଵାଳ , ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଡାକ୍ତର ସୁଶାନ୍ତ ମେହେର,ତହସିଲଦାର ଆର୍ତ୍ତତ୍ରାଣ ଥାଟୀ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026

You Might Also Like