-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||     

HOME   ଜିଲ୍ଲା

୪୫ ଜଣଙ୍କୁ ପଟ୍ଟା ବଣ୍ଟନ କଲେ ମନ୍ତ୍ରୀ ରୀତା ସାହୁ

05-Jul-2023



ବରଗଡ଼:-ବରଗଡ଼ ଜିଲ୍ଲା ବିଜେପୁର ତହସିଲ ରେ ଯାଉଥିବା ପହଣ୍ଡି ଗ୍ରାମପଞ୍ଚାୟତ ଅଧିନସ୍ଥ କଲଙ୍ଗାଡେରା ଓ ଜାମପାଲି ର ୪୫ ଜଣ ହିତାଧିକାରୀଙ୍କୁ ଓଡ଼ିଶାର ହସ୍ତତନ୍ତ,ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ।ଏ ଅବସରରେ

ବିଜେପୁର ତହସିଲଦାର ଶ୍ରୀଯୁକ୍ତ ଆର୍ତ୍ତତ୍ରାଣ ଥାଟୀ ମାନ୍ୟବର ମନ୍ତ୍ରୀଙ୍କୁ ସ୍ୱାଗତ ଜଣାଇବା ସଙ୍ଗେସଙ୍ଗେ ହିତାଧିକାରୀ ମାନଙ୍କ

ମଧ୍ୟରେ ଅହେତୁକ ଉତ୍ସାହ ଦେଖିବାକୁ ମିଳିଥିଲା।ଏହି ପଟ୍ଟା ବଣ୍ଟନ ସମୟରେ ବିଜେପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ମୋତିରାମ ସାହୁ,ଅନେକ ଜନପ୍ରତିନିଧି,ଅତିରିକ୍ତ ତହସିଲଦାର,ଆର.ଆଇ ପ୍ରମୁଖ ଉପସ୍ଥିତ ଥିଲେ।


(ନିରଞ୍ଜନ ତ୍ରିପାଠୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026

You Might Also Like