-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||     

HOME   ଜିଲ୍ଲା

ବରଗଡ଼ର ପ୍ରଥମ ଶିଶୁରୋଗ ବିଶେଷଜ୍ଞ ଡା. ଗୋବିନ୍ଦ ସାହୁଙ୍କ ପରଲୋକ

05-Jul-2023



ବରଗଡ଼:-ବରଗଡ଼ର ପ୍ରଥମ ଶିଶୁରୋଗ ବିଶେଷଜ୍ଞ ଭାବେ ସ୍ବାସ୍ଥ୍ୟବିଭାଗ ଅଧୀନରେ କାର୍ଯ୍ୟାରମ୍ଭ କରି ଜିଲ୍ଲାବାସୀଙ୍କୁ ଦୀର୍ଘ ବର୍ଷ ଧରି ସେବା ଦେଇଆସିଥୁବା ପେଡିଏଟ୍ରିସିଏନ ଡ଼.ଗୋବିନ୍ଦ ସାହୁ (୭୭)ଙ୍କ ଆଜି ପରଲୋକ ହୋଇଯାଇଛି । ଦୀର୍ଘଦିନ ଧରି ଶ୍ଵାସ ରୋଗରେ ପୀଡ଼ିତ ଥ‌ିବା ବେଳେ ଆଜି ତାଙ୍କର ଭଟଲିରୋଡ଼ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଥିଲା । ଏନେଇ ଖବର ପାଇ ବରଗଡ଼ର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଂଚି ଶେଷ ଦର୍ଶନ କରି ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ । ଖବରପାଇ ବରଗଡ଼ର ବରିଷ୍ଠ ଚିକିତ୍ସକଗଣ ଡ଼.ପି.ଏଲ.ତ୍ରିପାଠୀ, ଡ଼.ଉମେଶ ତ୍ରିପାଠୀ, ଡ଼.ସରୋଜ କୁମାର ଯୋଷୀ, ଡ଼ି.ଆର. ଏନ.ଦାଶ, ଡ.ଏସ. ଏଲ.ଶର୍ମା, ଡ.ପି. କେ.ଦାଶଙ୍କ ସମେତ ବହୁ ଡ଼ାକ୍ତରମାନେ ତାଙ୍କର ବାସଭବନରେ ପହଂଚି ସ୍ୱର୍ଗତ ସାହୁଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ପରେ ଜୀରାନଦୀ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ କରାଯାଇଥିବା ବେଳେ ବଡ଼ପୁଅ ବିଜୟ ମୁଖାଗ୍ନି ଦେଇଥିଲେ । ପ୍ରକାଶଥାଉକି, ବରଗଡ଼ର ପ୍ରଥମ ଶିଶୁରୋଗ ବିଶେଷଜ୍ଞ ଭାବେ କାର୍ଯ୍ୟାରମ୍ଭ କରିଥିବା ଡ଼.ସାହୁ ତାଙ୍କର ଉତ୍ତମ ସେବା ପାଇଁ ଇଣ୍ଡିଏନ ଏକାଡ଼େମୀ ଅଫ ପେଡ଼ିଏଟ୍ରିକ୍ସ ତରଫରୁ ୨୦୦୫ରେ ସମ୍ବଦ୍ଧିତ ହୋଇ ଶିଶୁ ଶଖା ସମ୍ମାନରେ ସମ୍ମାନୀତ ହୋଇଥିଲେ । ୨୦୦୬ରେ ସିଡ଼ିଏମଓ ଭାବେ ସରକାରୀ ସେବାରୁ ଅବସରଗ୍ରହଣ କରିଥିଲେ । ଘରୋଇ ଚିକିତ୍ସାରେ କିଛିଦିନ ବ୍ୟସ୍ତ ରହିବା ପରେ ସ୍ଵାସ୍ଥ୍ୟଗତ କାରଣରୁ ରୋଗୀ ଦେଖାରୁ ଅବ୍ୟାହତି ନେଇଥିଲେ । ସ୍ଵର୍ଗତ ଡ଼.ସାହୁ ତାଙ୍କ ପଛରେ ସ୍ତ୍ରୀଙ୍କ ସମେତ ଦୁଇପୁଅ ବିଜୟ ଓ ସୁନୀଲ, ଦୁଇ ଝିଅ ପିଙ୍କି ଓ ରୋଜି, ଦୁଇ ଜ୍ଵାଇଁ ସୁଶାନ୍ତ ଓ ଦୀପେଶଙ୍କ ସମେତ ବୋହୂ, ନାତିନାତୁଣୀମାନଙ୍କୁ ଛାଡ଼ି ଚାଲିଯାଇଛନ୍ତି । ତେବେ ତାଙ୍କର ବିୟୋଗରେ ବରଗଡ଼ରେ ଗଭୀର ଶୋକ ଖେଳିଯାଇଛି ।
ନିରଞ୍ଜନ ତ୍ରିପାଠୀଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026

You Might Also Like