-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ଖୁଜେନପାଲି ସ୍ଥିତ ବିଶ୍ୱାତ୍ମା ବିଦ୍ୟାମନ୍ଦିର ଓ ବହଳପଦର ହାଇସ୍କୁଲ ରେ ୭୪ ତମ ବନ ମହୋତ୍ସବ

05-Jul-2023



ବଲାଙ୍ଗିର (ପ୍ରେରଣା ଖବର) ଆଜି ବଲାଙ୍ଗୀର ଖୁଜେନପାଲି ସ୍ଥିତ ବିଶ୍ୱାତ୍ମା ବିଦ୍ୟାମନ୍ଦିର ଓ ବହଳପଦର ହାଇସ୍କୁଲ ରେ ୭୪ ତମ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ଖୁଜେନପାଲି ସ୍ଥିତ ବିଶ୍ୱାତ୍ମା ବିଦ୍ୟାମନ୍ଦିର ରେ ମୁଖ୍ୟ ଅଥିତି ଭାବରେ ବଲାଙ୍ଗୀର ବନଖଣ୍ଡ ଅଧିକାରୀ ଶ୍ରୀ ନୀତିଶ କୁମାର ଓ ସମ୍ମାନିତ ଅତିଥି ଭାବରେ ବଲାଙ୍ଗୀର ବନାଞ୍ଚଳ ଅଧିକାରୀ ଶ୍ରୀ କେଶବ କିଶୋର ନାୟକ ଓ ଡେପୁଟି ରେଞ୍ଜର ଶ୍ରୀ ସୁନୀଲ କୁମାର ମିଶ୍ର ଯୋଗ ଦେଇଥିଲେ I
ସ୍କୁଲ ରେ ଆୟୋଜିତ ସଭାରେ ସ୍କୁଲ ପ୍ରଧାନ ଶିକ୍ଷକ ଶ୍ରୀ ତରୁଣ କୁମାର ତ୍ରିପାଠୀ ସ୍ୱାଗତ ଭାଷଣ  ଦେଇଥିଲେ ମୁଖ୍ୟ ଅତିଥି ଶ୍ରୀ ନୀତିଶ କୁମାର ଙ୍କ ସହ ବିଶ୍ୱାତ୍ମା ଚେତନା ପରିଷଦ ର ସଂସ୍ଥାପକ ସ୍ୱାମୀ ସତ୍ୟପ୍ରଜ୍ଞାନନ୍ଦ ସରସ୍ବତୀ, ସାଧାରଣ ସମ୍ପାଦକ ସ୍ୱାମୀ ସତ୍ୟବେଜାନନ୍ଦ ସରସ୍ବତୀ, ବିଶ୍ୱାତ୍ମା ବିଦ୍ୟାମନ୍ଦିର ସମ୍ପାଦକ ନବୀନ କୁମାର ବେଦବାକ ଓ ଅଷ୍ଟମ ଶ୍ରେଣୀ ଛାତ୍ରୀ ବିନ୍ଧ୍ୟା  ବେହେରା ନିଜ ନିଜର ବକ୍ତବ୍ୟ ରଖିଥିଲେ ସଭାକୁ ସମ୍ବିତ କୁମାର ସଂଯୋଜନା କରିଥିଲେ ଏବଂ ଇକୋ କ୍ଲବ ଶିକ୍ଷକ ସଞ୍ଜୟ କୁମାର ଦାସ ଧନ୍ୟବାଦ ଭାଷଣ ଦେଇଥିଲେ I 
ସଭା ପରେ ସ୍କୁଲ ପରିସର ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏଥିରେ ବନ ବିଭାଗ ତରଫ ରୁ ଫରେଷ୍ଟର ଶ୍ରୀ ବ୍ୟାସଦେବ ସାହୁ ବନରକ୍ଷୀ ଶ୍ରୀ ଅଶୋକ କୁମାର ସେଠ ଓ ଶ୍ରୀ ରଂଜିତ କୁମ୍ଭାର ସହଯୋଗ କରିଥିଲେ 

ସେହିପରି ବହଳପାଦର ହାଇସ୍କୁଲ ରେ ପ୍ରଧାନ ଶିକ୍ଷକ ଶ୍ରୀ ଦିଲ୍ଲୀପ କୁମାର ବାରିକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସଭା ରେ ମୁଖ୍ୟ ଅତିଥି ବଲାଙ୍ଗୀର ବନଖଣ୍ଡ ଅଧିକାରୀ ଶ୍ରୀ ନୀତିଶ କୁମାର, ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ସଭାପତି ଶ୍ରୀ ସୋମନାଥ ମିଶ୍ର  , ବିଜ୍ଞାନ ଶିକ୍ଷକ ଶ୍ରୀ ନାରାୟଣ ମିଶ୍ର ନିଜ ନିଜର ବକ୍ତବ୍ୟ ରଖିଥିଲେ I ବହଳ ପଦର ସମିତି ସଭ୍ୟ ଶ୍ରୀ ଶ୍ରୀପତିବାଗ ଧନ୍ୟବାଦ ଭାଷଣ ଦେଇଥିଲେ I  ସଭା ରେ ବାହାଲ ପଦର ସରପଞ୍ଚ ଶ୍ରୀ ଅଦ୍ୱେତ କର୍ଣ୍ଣ, ବଲାଙ୍ଗୀର ବନାଞ୍ଚଳ ଅଧିକାରୀ ଶ୍ରୀ କେଶବ କିଶୋର ନାୟକ ଓ ଡେପୁଟି ରେଞ୍ଜର ଶ୍ରୀ ସୁନୀଲ କୁମାର ମିଶ୍ର, ଫରେଷ୍ଟର ଶ୍ରୀ ବ୍ୟାସଦେବ ସାହୁ ବନରକ୍ଷୀ ଶ୍ରୀ ଅଶୋକ କୁମାର ସେଠ ଓ  ରଂଜିତ କୁମ୍ଭାର ତଥା ସ୍କୁଲ ର ଶିକ୍ଷକ, ଛାତ୍ର ଛାତ୍ରୀ ଓ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ର କର୍ମକର୍ତା ଉପସ୍ଥିତ ଥିଲେ I ସଭା ପରେ ସ୍କୁଲ ପରିସର ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like