-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||     

HOME   ଜିଲ୍ଲା

ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ

05-Jul-2023



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ )
ସ୍ଥାନୀୟ ବିଧାୟକ ଭୂପିନ୍ଦର ସିଂ କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗ୍ରାମରେ ଅନେକ ପ୍ରକଳ୍ପର ଶିଳାନ୍ୟାସ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ l ସେ ପ୍ରଥମେ ସରଗୁଲ ଠାରେ ରାମ ମନ୍ଦିର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା ପରେ ପୁଟିଗାଁ ଯୋଗେଶ୍ୱର ଶିବ ମନ୍ଦିର ର ସୌନ୍ଦର୍ଯ୍ୟକରଣ ଓ ଅନ୍ୟାନ୍ୟ କାରୁକାର୍ଯ୍ୟ ପାଇଁ ଶୁଭ ଦେଇଥିଲେ l ଏହାପରେ ରିଷିଡା ଠାରେ ଏକ କଲ୍ୟାଣ ମଣ୍ଡପ, ଶିବ ମନ୍ଦିରରେ ପ୍ରହରୀ ମଣ୍ଡପ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ l ଏଥିସହିତ ବନ ବିଭାଗ ଆୟୋଜନରେ ରିଷିଡା ବାପୁଜୀ ହାଇସ୍କୁଲ, ଜେ କେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରସ୍ବତୀ ଶିଶୁବିଦ୍ୟାମନ୍ଦିର ଠାରେ ଆୟୋଜିତ ବନ ମହୋତ୍ସବ ରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବୃକ୍ଷରୋପଣ କରିବା ସହ ଗଛ ଲଗାଇ ପରିବେଶ ସୁରକ୍ଷା କରିବାକୁ ଆହ୍ୱାନ ଦେଇଥିଲେ l ତାଙ୍କ ସହିତ ଜିଲ୍ଲା ପରିଷଦ ସଭାପତି ପୁଷ୍ପେନ୍ଦ୍ର ସିଂଦେଓ, ବ୍ଲକ ଅଧ୍ୟକ୍ଷ୍ୟା କୁନି ସାହୁ, ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ସମିତି ସଭ୍ୟ ନିମାଇଁ ଚରଣ ବେହେରା ଉପସ୍ଥିତ ଥିଲେ l ଅନ୍ୟ ମାନଙ୍କ ମଧ୍ୟରେ    ମ. ରାମପୁର ବନାଞ୍ଚଳ ରୁ ବନାଞ୍ଚଳ ଅଧିକାରୀ  ଅସିତ କୁମାର ଦାସ ,ବନପାଳ ସମ୍ପଦ କୁମାର ,ବନପାଳ ରତ୍ନାକର ଧାରୁଆ ,ଆମ ଜଙ୍ଗଲ ଯୋଜନା ଦଳପତି ପ୍ରଦିପ କୁମାର ସାହୁ, ବିକାଶ ଅଧିକାରୀ ସଦାନନ୍ଦ ପଧାନ, କୁନୁ ଛାତ୍ରୀଆ  ଉପସ୍ଥିତ ଥିଲେ ।କଲ୍ୟାଣ କଲ୍ୟାଣ ମଣ୍ଡପ ଉଦଘାଟନ ସମୟରେ ବିଡ଼ିଓ ସୁଶ୍ରୀ ସୁଚରିତା ମୁଗ୍ରୀ, ସରପଞ୍ଚ ସେବତୀ ରଣା ମଧ୍ୟ୍ୟ ଉପସ୍ଥିତ ଥିଲେ l ଏଥିରେ ଗ୍ରାମ କମିଟି ସଭାପତି ନନ୍ଦକିଶୋର ରଣା, ସମ୍ପାଦକ ନରୋତ୍ତମ ସେଲମା, ଅନ୍ତର୍ଯ୍ୟାମୀ ସାହୁ, ନେମିଚାନ୍ଦ ଜୈନ, ଶିବଲାଲ କେଡ଼ିଆ, ସୋନୁ ରଣା, ଲିପୁନ ରଣା, ସିମାଞ୍ଚଳ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026

You Might Also Like