-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ମିଶନଶକ୍ତି ପକ୍ଷରୁ ବ୍ଳକ ସ୍ତରୀୟ ସଚେତନତା ଶିବିର

05-Jul-2023



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପେରେଡ଼ ପଡ଼ିଆ ଠାରେ କର୍ଲାମୁଣ୍ଡା ବିପିଏମୟୁ,ଓ ମିଶନଶକ୍ତି ଓଡିଶା ସରକାରଙ୍କ ପକ୍ଷରୁ ବୁଧବାର ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା।ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୂପିନ୍ଦର ସିଂ, ସମ୍ମାନିତ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ,ବ୍ଳକ ଅଧକ୍ଷ୍ୟା କୁନି ସାହୁ,ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା ଓ ସୁରେଶ ଚୌଧୁରୀ,ବିଡିଓ ସୂଚରିତା ମୁଗ୍ରୀ, ସ୍ୱମନ୍ୱିତ ଶିଶୁ ବିକାଶ ଅଧିକାରିଣୀ ଗିରିଜା ଗୁଡ଼ଲା , ସରପଞ୍ଚ ସଂଘ ସଭାପତି ବରୁଣଛତ୍ରୀଆ, ଭାରତୀୟଷ୍ଟେଟ  ବ୍ୟାଙ୍କ କର୍ଲାମୁଣ୍ଡା ଶାଖା ପରିଚାଳକ ରାଜେଶ ପ୍ରସାଦ ହିଆଲ,  ରିଷିଡା ୟୁକେ ବ୍ୟାଙ୍କ ଶାଖା ପରିଚାଳକ କପିଲ ପଧାନ ପ୍ରମୁଖ ଯୋଗ ଦେଇ ଦେଇ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ସରକାର ଙ୍କ ବିଭିନ୍ନ ଯୋଜନା ତଥା ବ୍ୟାଙ୍କ ଋଣ ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ।ଏହି ଅବସରରେ ବ୍ଳକ ୬୪ ଟି ସ୍ୱୟଂ ସହାୟକ ଗୋଷ୍ଠୀ କୁ ବିଭିନ୍ନ ବ୍ୟାଙ୍କ ଜରିଆରେ ୧କୋଟି ୩୫ ଲକ୍ଷ ୮୯ ହଜାର ଟଙ୍କା ଋଣ ମଞ୍ଜୁର କରା ଯାଇ ଚେକ ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମ ରେ ମିଶନ ଶକ୍ତି ବିପିସି ବିପିନ ବାରିକ ସଂଯୋଜନା କରିଥିବା ବେଳେ ଆଇସିଡିଏସ ସୁପରଭାଇଜର କୁସୁମ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ଅନ୍ୟ ମାନଙ୍କ ମଧ୍ୟରେ  ବିପିଏସିଏ ନେତ୍ରରାଜ ତାଣ୍ଡି,ଓଡିଶା ଜୀବନ ଜୀବିକା ମିଶନ ର ବିପିଏମ୍ ଲଳିତ ବିଶି,,ମିଶନ ଶକ୍ତି ବ୍ଳକ ଫେଡେରେସନ ର ସଭାନେତ୍ରୀ ଜୟନ୍ତୀ ସାହୁ,ସମ୍ପାଦିକା ରୀନା ସାହୁ ଙ୍କ ସମେତ  ମିଶନଶକ୍ତି ବ୍ଲକ ଓ ପଞ୍ଚାୟତ ଫେଡରେସନ କର୍ମକର୍ତ୍ତା ,ସିଆରପି,ଏମବିକେ ,ସ୍ୱୟଂ ସହାୟକ ଗୋଷ୍ଠୀ ସଭ୍ୟା ମାନେ ଅଁଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like