-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ସେବାର ପ୍ରତିଷ୍ଠା ଦିବସ ପାଳିଲେ ରେଙ୍ଗାଲିବାସୀ ପଂଚାୟତସ୍ତରରେ ହେବା ସେବାର ସଂଗଠନ: ଅଧ୍ୟକ୍ଷ

06-Jul-2023



ସମ୍ୱଲପୁର( ସଂଜୀବ ପାଣିଗ୍ରାହି )
ସମ୍ବଲପୁରର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ସେବାର ପ୍ରତିଷ୍ଠା ଦିବସ ଓ ଅମର ସେବା ଦିବସ ଧନୁପାଲିସ୍ଥିତ ମହାବୀରପଡାରେ ପାଳନ କରାଯାଇଛି | ପ୍ରତିବର୍ଷ ଜୁନ୍ 26 ତାରିଖରେ  ସେବାର ପ୍ରତିଷ୍ଠା ଦିବସ ପାଳନ କରାଯାଉଥିବାବେଳେ ଜୁଲାଇ 4 ତାରିଖରେ ସେବା ଅଧ୍ୟକ୍ଷ ଡକ୍ଟର ଅମର ତାଣ୍ଡିଆଙ୍କ ଜନ୍ମଦିନକୁ  ଅମର ସେବା ଦିବସ ଭାବେ ପାଳନ କରାଯାଏ | ତେବେ ଚଳିତ ବର୍ଷ ଜୁଲାଇ 4 ତାରିଖରେ ସେବାର ପ୍ରତିଷ୍ଠା ଦିବସ ଓ ଅମର ସେବା ଦିବସ ପାଳନ କରିବା ପାଇଁ ରେଙ୍ଗାଲିରେ ଥିବା ସେବା ସଦସ୍ୟ ନିଷ୍ପତ୍ତି ନେଇଥିଲେ | ଫଳରେ ମଙ୍ଗଳବାର ରାତ୍ରି ସମୟରେ ଆଡମ୍ବରପୂର୍ଣ୍ଣଭାବରେ ଉଭୟ ଦିବସକୁ ପାଳନ କରାଯାଇଛି | ରେଙ୍ଗାଲିରେ ଥିବା ସେବାର କର୍ମକର୍ତ୍ତାଙ୍କ ଦ୍ବାରା ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ହିମାଂଶୁ ମିଶ୍ର, ନିଶାନଭଙ୍ଗା ସରପଂଚ ସରୋଜ ମେହେର, ବରିଷ୍ଠ ସାମ୍ବାଦିକ ସରୋଜ ସାହୁ, ସକାଳ ଓ ନନ୍ଦିଘୋଷ ଟିଭି ସମ୍ବଲପୁର ଶାଖା ପରିଚାଳକ ନରୋତ୍ତମ ଗୁରୁ, ଯୁବ ବିଜେଡି ସଭାପତି ଲକ୍ଷ୍ମୀପ୍ରସାଦ ମହାପାତ୍ର, ସାମ୍ବଦିକ ସୁଶାନ୍ତ ମହାପାତ୍ର ସାମ୍ବାଦିକ ଗୁଣମଣି ବିଶ୍ବାଲ, ସମାଜସେବୀ କାର୍ତ୍ତିକ କଲେତ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ | କାର୍ଯ୍ୟକ୍ରମ ଆରମ୍ଭରେ ଅତିଥିମାନଙ୍କ ଦ୍ବାରା ମାଁ ସମଲେଙ୍କଠାରେ ପୂଜାର୍ଚ୍ଚନା କରାଯାଇଥିଲା | ଏହାପରି ସେବା ସଂଗଠନର ଏକ ଜର୍ସି ଉନ୍ମୋଚନ କରାଯାଇଥିଲା | ପରେ ପ୍ରତିଷ୍ଠା ଦିବସ ଓ ଜନ୍ମଦିବସ ଅବସରରେ ସଦସ୍ୟ ଓ ପ୍ରଶଂସକଙ୍କ ଦ୍ବାରା କେକ୍ କଟାଯାଇଥିଲା | ତେବେ ସେବାର ଏ ଯାତ୍ରାରେ ସେବା ତାର ନାଁର ସାର୍ଥକତା ପ୍ରତିପାଦନ କରୁଛି ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ | ବିଭିନ୍ନ ସମାଜସେବା କ୍ଷେତ୍ରରେ ସେବାର ଯୋଗଦାନ ତଥା ଲମ୍ବାପଥର ଯାତ୍ରାକୁ ଅତିଥିମାନଙ୍କ ସମ୍ମୁଖରେ ଉପଦେଷ୍ଟା ଗୌରୀ ଶଙ୍କର ମିଶ୍ର ପଠନ କରିଥିଲେ |   ତେବେ ଆଗକୁ ରେଙ୍ଗାଲି ଅଂଚଳରେ ଅତିଶୀଘ୍ର ପ୍ରତି ପଂଚାୟତରେ ସେବାର ପଂଚାୟତସ୍ତରୀୟ ସଂଗଠନ କରାଯିବ ବୋଲି ବୈଠକରେ ସୂଚନା ଦେଇଛନ୍ତି ସେବାର ଅଧ୍ୟକ୍ଷ ଡକ୍ଟର ଅମର ତାଣ୍ଡିଆ | ଆଗାମୀ ଦିନରେ ଆପଣ ମାନେ ହିଁ ସେବାକୁ ଆଗକୁ ନେବେ ଓ ସାହସ ଦେବେ ବୋଲି ଅଧ୍ୟକ୍ଷ ଅମର ତାଣ୍ଡିଆ କହିଛନ୍ତି |  ଏହା ସହ ରକ୍ତଦାନ କ୍ଷେତ୍ରରେ ସେବାର ଭୂମିକାକୁ ପ୍ରତ୍ୟେକ ଅତିଥି ଓ ଉପସ୍ଥିତ ରେଙ୍ଗାଲିବାସୀ ଭୁରି ଭୁରି ପ୍ରଶଂସା କରିଥିଲେ | କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଦିଲ୍ଲୀପ ମୁଦୁଲି, ମଞ୍ଜୁ ଓରାମ,  ଚିତ୍ତରଂଜନ ରାଉଲ,  ସୁପ୍ରିତ ନାୟକ,ବିଭୁଦତ୍ତ ଦାସ, ସଂଜୟ ଓରାମ, ଉତ୍ତମ ବାଗ, ଓ ସେବାର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like