-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସ୍ଵତନ୍ତ୍ର ଅଲିମ୍ପିକ୍ସ ୱାର୍ଲ୍ଡ ଗେମ୍ସ ରୌପ୍ୟ ବିଜେତାଙ୍କୁ ପ୍ରଶାସନ ର ସମ୍ବର୍ଦ୍ଧନା

06-Jul-2023



 ବଲାଙ୍ଗିର(ଦେବାଶିଷ ବହିଦାର ): ଜର୍ମାନୀର ବର୍ଲିନଠାରେ ଅନୁଷ୍ଠିତ ସ୍ଵତନ୍ତ୍ର ଅଲିମ୍ପିକ୍ସ ୱାର୍ଲ୍ଡ ଗେମ୍ସ ୨୦୨୩ରେ ଭାଗ ନେଇ ସଟପୂଟରେ ରୌପ୍ୟ ପଦକ ହାସଲ କରିଥିବା ବୈଷ୍ଣବ ରାଜପଲିଆଙ୍କୁ ବଲାଙ୍ଗିର ଜିଲ୍ଲା ପ୍ରଶାସନ ସମ୍ବର୍ଦ୍ଧିତ କରିଛି  ।  ଜୁନ ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ହେଇଥିବା ଏହି ମହାକୁମ୍ଭ ରେ ଶ୍ରୀ ରାଜପଲିଆ ୪,୪୦୦ ରିଲେ ଦୌଡ  ଏବଂ ଜାଭେଲିନରେ ମଧ୍ୟ ଚତୁର୍ଥ ସ୍ଥାନ ହାସଲ କରିଥିଲେ । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଲ ରାଣା ନିଜ ଅଫିସ ରେ କୋଚଙ୍କ

ସମେତ ୩ ଜଣ ଙ୍କୁ ସମର୍ଦ୍ଧିତ କରିଛନ୍ତି   ।  କୋଚ ଉମାକାନ୍ତ ଷଡଙ୍ଗୀ ,ଝସକେତନ ସାହୁ ମଧ୍ୟ ଉପରୋକ୍ତ ସମ୍ବର୍ଦ୍ଧନା

ସଭାରେ ଉପସ୍ଥିତ ଥିଲେ । ଜିଲ୍ଲାପାଳ ଶ୍ରୀ ରାଣା ପୁଷ୍ପଗୁଚ୍ଛ, ଉତ୍ତରୀୟ , ମାନପତ୍ର ଏବଂ ଆର୍ଥିକ ପୁରସ୍କାର ସହ ସମସ୍ତଙ୍କୁ ଶୁଭେସ୍ଛା ଜଣେଇଥିଲେ । ଶ୍ରୀ ରାଜପାଳିଆଙ୍କୁ ତିରିଶ ହଜାର ଟଙ୍କା, ଷଡଙ୍ଗୀଙ୍କୁ ଦଶହଜାର ତଥା ଝସକେତନ ସାହୁଙ୍କୁ ପାଞ୍ଚ ହଜାର ଟଙ୍କା ପୁରସ୍କୃତ କରଯାଇଥିଲା । ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଚନ୍ଦ୍ରମଣି ନାଗ, ପ୍ରଧାନ ଶିକ୍ଷକ ଦେବାନନ୍ଦ ସାହୁଙ୍କୁ ମଧ୍ୟ ଏଥିପାଇଁ ଜିଲ୍ଲାପାଳ ପ୍ରଶଂସା କରିଥିଲେ । ଏହା ପୂର୍ବରୁ ଶ୍ରୀ ରାଜପଲିଆ ଓଡିଶାର ରାଜ୍ୟପାଳ, କ୍ରିଡା ବିଭାଗ ତରଫରୁ ମଧ୍ୟ ସମ୍ବର୍ଦ୍ଧିତ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like