-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||     

HOME   ଜିଲ୍ଲା

ବନ ମହୋତ୍ସବ ଅବସରରେ ମେଗା ବୃକ୍ଷରୋପଣ ଏବଂ ସଚେତନତା କାର୍ଯ୍ୟକ୍ରମ

06-Jul-2023



ବଲାଙ୍ଗୀର(ଦେବାଶିଷ ବହିଦାର ): ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ବିଭିନ୍ନ ସ୍ଥାନରେ ବନ ମହୋତ୍ସବ ପାଳିତ ହୋଇଯାଇଛି l ଏହି ଅବସରରେ ପୁଇଁତଲା ବ୍ଲକ ଅନ୍ତର୍ଗତ ବହଳପଦର ଉଚ୍ଚ ବିଦ୍ୟାଳୟରେ ମେଗା ବୃକ୍ଷ

ରୋପଣ ଏବଂ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ବନଖଣ୍ଡ ଅଧିକାରୀ ନୀତିଶ କୁମାର ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ବୃକ୍ଷରୋପଣ କରିବାକୁ ସମସ୍ତ ଛାତ୍ରଛାତ୍ରୀଙ୍କୁ ନିବେଦନ କରିବା ସହ ଏହାର ଉପକାର ବିଷୟରେ ବିସ୍ତୃତ ଭାବରେ ବୁଝାଇଥିଲେ l ତାପରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା l  ଏହି କାର୍ଯ୍ୟକ୍ରମ ରେ  ବହଳପଦର ସ୍କୁଲ ର ସମସ୍ତ ଶିକ୍ଷକ, ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ,ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ପୁଇଁତଲା ବ୍ଲକ ର

କର୍ମକର୍ତା ତଥା ବନ ବିଭାଗ ର କର୍ମଚାରୀ ମାନେ ଉପସ୍ଥିତ ଥିଲେ l ସେହିପରି ବିଙ୍ଗ ହ୍ୟୁମାନ ଖପ୍ରାଖୋଲ ଶାଖା ତରଫରୁ ବନ ବିଭାଗ ସହ ମିଶି ବ୍ରହ୍ମଣୀ ଠାରେ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସଭାପତି ବିଶ୍ୱଜିତ ପଧାନଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଥିଲା l ଆଗାମୀ ଦିନରେ ୫ ହଜାର ଉର୍ଦ୍ଧ ଚାରାରୋପଣ କରାଯିବ ବୋଲି ଅନୁଷ୍ଠାନ ର ପ୍ରତିଷ୍ଠାତା ସୋମନାଥ ମିଶ୍ର ମତ ରଖିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026

You Might Also Like