-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପ୍ରଶାସନ ହସ୍ତକ୍ଷେପରେ ରାସ୍ତା ଅବରୋଧ ହଟିଲା - ସୁବଳୟା ଦେଇ ରାସ୍ତା ନିର୍ମାଣ ଦାବିରେ ରାସ୍ତା ଅବରୋଧ

06-Jul-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ଛକ ନିକଟରେ ଗୁରୁବାର ସୁବଳୟା ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ରାସ୍ତା ନିର୍ମାଣ ଦାବିରେ ରାସ୍ତା ଅବରୋଧ ହୋଇଥିବା ଜଣାଯାଇଛି। ଧର୍ମଶାଳା - ଭାୟା ସୁବଳୟା ଦେଇ ଗରିଆମୁଣ୍ଡା ଙ୍କୁ ସଂଯୋଗ କରୁଥିବା ପୂର୍ତ୍ତବିଭାଗ ରାସ୍ତାଟି ସୁବଳୟା ମୁଖ୍ୟ ସହର ଦେଇ ନିର୍ମାଣ ପାଇଁ ଅଞ୍ଚଳବାସୀ ଦାବି କରୁଆସୁଥିଲେ। ଏନେଇ ବିଭିନ୍ନ ଅଧିକାରୀଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ତାହା ସମାଧାନ ହୋଇନଥିଲା। ଯାହାଫଳରେ ଆଜି ସୁବଳୟା ଅଞ୍ଚଳର ଶତାଧିକ ମହିଳା ପୁରୁଷ ଏକତ୍ରିତ ହୋଇ ବୀରମହାରାଜପୁର - ରେଢ଼ାଖୋଲ ମୁଖ୍ୟ ରାସ୍ତାକୁ ଅବରୋଧ କରି ପ୍ରତିବାଦ କରିଥିଲେ। ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ଘଟଣାସ୍ଥଳରେ ଉପଖଣ୍ଡ ପୋଲିସ ଅଧିକାରୀ ଡୋଳାମଣି ଭୋଇ, ଅତିରିକ୍ତ ତହସିଲଦାର ସ୍ବାଗତ ପଣ୍ଡା ଓ  ପୂର୍ତ୍ତବିଭାଗ ଅଧିକ୍ଷଣ ଯନ୍ତ୍ରୀ ଦାମୋଦର କୈବର୍ତ୍ତ ଘଟଣାସ୍ଥଳରେ ପହଞ୍ଚି ଅବରୋଧ କାରିଙ୍କୁ ବୁଝାସୁଝା କରିବା ସହ ଲିଖିତ ଆକାରରେ ପ୍ରତିଶ୍ରୁତି ଦେଇଥିଲେ। ତାହା ପୂଜାର୍ଚ୍ଚନା କରି ରାସ୍ତା ନିର୍ମାଣ ପାଇଁ ଶୁଭାରମ୍ଭ କରିଥିବା ପରେ ରାସ୍ତା ଅବରୋଧ ହଟିଥିଲା। ଏଥିରେ ପୂର୍ବତନ ବ୍ଳକ ଅଧ୍ୟକ୍ଷ  ରଞ୍ଜିତ କୁମାର ରଥ, ଉପାଧ୍ୟକ୍ଷ ନାରାୟଣ ଲୁହା, ସୁବଳୟା ବିଜେପି ମଣ୍ଡଳ ସଭାପତି ଶରତ ମିଶ୍ର, ସ୍ଥାନୀୟ ସରପଞ୍ଚ ପ୍ରମୋଦ ମହାପାତ୍ର,କମିରା ସରପଞ୍ଚ ଅନୁସୟା ପଧାନ,ପିତାମହୁଳ ସରପଞ୍ଚ ପ୍ରତିନିଧି ପ୍ରଦିପ ବଢ଼ିଆ, ଚମ୍ପାମାଳ ସମିତି ସଭ୍ୟ ଲକ୍ଷ୍ମୀ ନାରାୟଣ ପୁରୋହିତ,  ସୁବଳୟା ସମିତି ସଭ୍ୟ ଲିଲି ମେହେର,ପିତାମହୁଳ ସମିତି ସଭ୍ୟ ସଇଁନ୍ଦୁ ସାହୁ, କ୍ରିୟାନୁଷ୍ଠାନ କମିଟି ସଭାପତି ସଦାନନ୍ଦ ମହାନନ୍ଦ, ହରିହର ସାହୁ, ପୂର୍ବତନ ସମବାୟ ସମିତି ସଭାପତି ଲଲିତ ପାତ୍ର,ଅଶୋକ ଦାଶ, ମଧୁସୂଦନ ପଣ୍ଡା,ହୁର୍ଷିକେଶ ମେହେର, ସପନ ପଧାନ, ସୁବଳୟା ସାମ୍ବାଦିକ ସଂଘର ସଭାପତି ରାଜେଶ ସେଠି, ସୁଦାମ ମେହେରଙ୍କ ସହ  ଅଞ୍ଚଳର ଶତାଧିକ ମହିଳା ପୁରୁଷ ଓ ସ୍ଥାନୀୟ ବଜରଙ୍ଗ ଦଳ କର୍ମୀମାନେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like