-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ନାଗରିକ କମିଟି ପ୍ରତିନିଧିଙ୍କ ସହ ବଲାଙ୍ଗୀର ଡିଏଫ୍‌ଓ ଙ୍କ ଆଲୋଚନା

06-Jul-2023



ବଲାଙ୍ଗୀର, ବଲାଙ୍ଗୀରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ତଥା ସହରକୁ ସବୁଜ ସୁନ୍ଦର କରିବା ପାଇଁ ନାଗରିକ କମିଟି ତରଫରୁ ଏକ ପ୍ରତିନିଧି ଦଳ ବଲାଙ୍ଗୀର ଡିଏଫ୍‌ଓ ନିତିଶ କୁମାରଙ୍କ ସହ ଆଲୋଚନା ହୋଇଛି । ବଲାଙ୍ଗୀରର ବିଭିନ୍ନ ସ୍ଥାନ ଯଥା ସଦେଇପାଲି, ଖୁଜେନପାଲି, ଆଦର୍ଶ ବିଦ୍ୟାଳୟ, ଆର୍‌ଟିଓ ଛକ, ପାଟଣାଗଡ଼ ରୋଡ ତଥା ସମସ୍ତ ରାସ୍ତା ମଝିରେ ଥିବା ଡିଭାଇଡର୍ ଉପରେ ନୂତନ ପଦ୍ଧତିରେ ବୃକ୍ଷରୋପଣ କରାଯିବ ବୋଲି ଆଲୋଚନା ହେ।।ଇଥିଲା, ଯାହାକି ସରକାରଙ୍କ ତରଫରୁ ୪ବର୍ଷ ପର୍ଯ୍ୟନ୍ତ ତାରବାଡ ଓ ପାଣି ଦିଆଯାଇ ରକ୍ଷଣାବେକ୍ଷଣ କରାଯିବ । ଏଥିରେ ଜନସାଧାରଣଙ୍କ ସହଯୋଗ ମଧ୍ୟ ଆବଶ୍ୟକ ବୋଲି ଡିଏଫ୍‌ଓ ନିତିଶ କୁମାର କହିଥିଲେ । ଆହୁରି ବଲାଙ୍ଗୀରର ରାସ୍ତା ସର୍ବପୂରାତନ ହୋଇଥିବାରୁ ଡିଭଇଡର୍ ମଝିରେ ମେସିନ୍ ଦ୍ୱାରା ଗାତ ଖୋଲିଲେ ମଧ୍ୟ ୭/୮ ଫୁଟ୍ ପର୍ଯ୍ୟନ୍ତ ପଥର ବାହାରୁଥିବା ଫଳରେ ବୃକ୍ଷରୋପଣରେ ବିଶେଷ ଅସୁବିଧା ହେଉଛି । ତା ସତ୍ତ୍ୱେ ଏଠାରେ ୧୫ଶହ ବୃକ୍ଷରୋପଣ କରାଯିବ ବୋଲି ସୂଚନା ପ୍ରଦାନ କରିଥିଲେ । ସେହିପରି ଟିଟିଲାଗଡ଼ର କୁମୁଡା ପାହାଡ ଓ ଭୀମ ଡୁଙ୍ଗୁରୀରେ ମଧ୍ୟ ସବୁଜୀକରଣ କରାଯିବ ବୋଲି ଦୃଢ଼ ପ୍ରତିଶୃତି ଦେଇଥିଲେ । ଆଲୋଚନାରେ ନାଗରିକ କମିଟି ତରଫରୁ ସଭାପତି ଇଂ ବେଲାରସିଂ ଭୋଇ, ସାଧାରଣ ସଂପାଦକ ମନୋରଂଜନ ସାହୁ, ଉପସଭାପତି ନିତ୍ୟାନନ୍ଦ ମିଶ୍ର, ପର୍ଶୁରାମ ନାୟକ, ସରୋଜ ଚୋପଦାର ଓ ପ୍ରଶାନ୍ତ ପଟ୍ଟନାୟକ ପ୍ରତିନିଧି ଭାବବରେ ଯୋଗ ଦେଇଥିଲେ । ପରେ ପରେ ରେଂଜର କେଶବ କୁମାର ନାୟକଙ୍କ ସହ ମଧ୍ୟ ଆଲୋଚନା କରି ସହରରେ ୫ହଜାରରୁ ଉର୍ଦ୍ଧ୍ୱ ବୃକ୍ଷରୋପଣ କରାଯିବ ବୋଲି କହିଥିଲେ । ସେହିପରି ଆଜି ସ୍ଥାନୀୟ ଆୟୁର୍ବେଦ କଲେଜ ଠାରେ ବନବିଭାଗ ଓ  ନାଗରିକ ମିଟି ର ମିଳିତ ସହଯୋଗରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି କଲେଜର ଅଧ୍ୟକ୍ଷ ଡ. ଅରୁଣ କୁମାର ଦାଶ ସୂଚନା ଦେଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like