-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||      ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   (10-Mar-2026)       ||      ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   (10-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍    (10-Mar-2026)       ||      ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   (10-Mar-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (09-Mar-2026)       ||      NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ    (09-Mar-2026)       ||      ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   (09-Mar-2026)       ||      *ଅସ୍ତିତ୍ବ ଖୋଜୁଛି ଡାବୁଗାଁର ଅଙ୍ଗୀ ନଦୀ*   (09-Mar-2026)       ||      ଜାମପାଲି ଗ୍ରାମରେ ଶୋକାକୁଲ ପରିବେଶ,ବୋଲେରୋ ଧକ୍କାରେ ଉଜୁଡ଼ିଗଲା ଗୋଟିଏ ପରିବାରର ୪ସଦସ୍ୟଙ୍କ ଜୀବନ   (09-Mar-2026)       ||      *ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷି ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣିି*-   (09-Mar-2026)       ||     

HOME   ଜିଲ୍ଲା

ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ, ନିଜ ଜମି ବିକ୍ରି ପାଇଁ ନବୀନଙ୍କୁ କାହିଁକି ମିଳୁନାହିଁ ଅନୁମତି ?

06-Jul-2023



ଲୋଇସିଂହା(ବିନୋଦ କୁମାର ଦୀପ)- ବଲାଙ୍ଗୀର ଜିଲ୍ଲା ଲୋଇସିଂହାର ନବୀନ କୁମାର ଅଗ୍ରୱାଲ ଚିକିତ୍ସା ପାଇଁ ଟଙ୍କା ଆବଶ୍ୟକ ଥିବାରୁ ନିଜର ଏକ ଜମି ରେଜିଷ୍ଟ୍ରି କରିବା ପାଇଁ ଲୋଇସିଂହା ତହସିଲକୁ ଧାଇଁ ଧାଇଁ ନୟାନ୍ତ ହୋଇଗଲେଣି । ଜମି ବିକ୍ରି ପାଇଁ ନବୀନଙ୍କୁ ଅନୁମତି ମିଳୁନଥିବାରୁ ସେ ଚିକିତ୍ସାରୁ ବଂଚିତ ହୋଇଛନ୍ତି ।  ଚିକିତ୍ସା ପାଇଁ ଟଙ୍କା ଆବଶ୍ୟକ ହେଉଥିବାରୁ ନିଜର ଖଣ୍ଡିଏ ଜମି ବିକ୍ରି ପାଇଁ ତିନି ମାସ ପୂର୍ବରୁ ଲୋଇସିଂହା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ ସୁଦ୍ଧା ତାଙ୍କୁ ଜମି ବିକ୍ରିର ଅନୁମତି ମିଳିପାରି ନାହିଁ ।  ଗତ କିଛିଦିନ ତଳେ  ଟ୍ରାକ୍ଟର ଦୁର୍ଘଟଣାର ଶୀକାର ହୋଇ ନବୀନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଡାକ୍ତର ତାଙ୍କୁ ଅସ୍ତ୍ରୋପଚାର ପାଇଁ କହୁଥିଲେ ସୁଦ୍ଧା ଟଙ୍କା ଅଭାବରୁ ତାହା ହୋଇ ପରୁ ନାହିଁ । ତେବେ ଲୋଇସିଂହା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ନିଜର ୩୫ ଡିସିମିଲରୁ ମାତ୍ର ୫ ଡିସିମିଲ ଜମି ବିକ୍ରି ପାଇଁ କାହିିଁକି ଅନୁମତି ମିଳୁ ନାହିଁ ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ନବୀନଙ୍କ ଚିକିତ୍ସା ଖର୍ଚ୍ଚ ଭରଣ କରିବା ପାଇଁ ତାଙ୍କୁ ଜମି ବିକ୍ରିର ଅନୁମତି ପ୍ରଦାନ କରିବାକୁ ଜିଲ୍ଲାପ୍ରଶାସନ ତଥା ଲୋଇସିଂହା ଉପନିବନ୍ଧକ ଙ୍କ କାର୍ଯ୍ୟାଳୟ ଠାରେ ନିବେଦନ କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   10-Mar-2026
  ଜିଲ୍ଲା  
ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    10-Mar-2026
  ଜିଲ୍ଲା  
୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   10-Mar-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   10-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   10-Mar-2026
  ଜିଲ୍ଲା  
*କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   10-Mar-2026
  ଜିଲ୍ଲା  
ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   10-Mar-2026
  ରାଜ୍ୟ  
ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   10-Mar-2026
  ଜିଲ୍ଲା  
ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   10-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍   10-Mar-2026
  ଜିଲ୍ଲା  
ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   10-Mar-2026
  ରାଜ୍ୟ  
ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   10-Mar-2026

You Might Also Like