-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିନିକାର ୪କଲେଜକୁ ୨କୋଟି ଟଙ୍କା ଅନୁଦାନ

06-Jul-2023



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସିଥିବା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ତଥା ୫ଟି ସଚିବ ଭି.କେ.ପାଣ୍ଡିଆନ ଉଚ୍ଚ ଶିକ୍ଷାର ଅଗ୍ରଗତି ପାଇଁ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ସୁବିଧା ନିମନ୍ତେ କଲେଜ ଗୁଡ଼ିକର ଉନ୍ନତିକରଣ ପାଇଁ ଜିଲ୍ଲାର ବିଭିନ୍ନ କଲେଜକୁ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ସହାୟତା ଯୋଜନାରେ ସାମିଲ କରି ଅନୁଦାନ ଘୋଷଣା କରିଛନ୍ତି ।ଏହି ପରିପ୍ରେକ୍ଷୀରେ ବିନିକା ବ୍ଲକର ୪ଟି କଲେଜକୁ ସାମିଲ କରି ୨କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି।ମିଳିଥିବା ଖବର ଅନୁସାରେ ବିନିକା ସହରର ସିଦ୍ଧାର୍ଥ ଡ଼ିଗ୍ରୀ କଲେଜକୁ ୧କୋଟି,ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୫୦ଲକ୍ଷ ଟଙ୍କା ଏବଂ ବ୍ଲକ ଅନ୍ତର୍ଗତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଫୁଲମୁଠୀକୁ ୨୫ଲକ୍ଷ,ଶ୍ରୀ ଜଗନ୍ନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଉଁଶୁଣିକୁ ୨୫ଲକ୍ଷ ଟଙ୍କା ଘୋଷଣା କରିଛନ୍ତି।ଏହି ସବୁ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସରୁମ,ବିଜ୍ଞାନ ପରୀକ୍ଷାଗାର,ପାନୀୟ ଜଳ ସୁବିଧା,ଇ-ଲାଇବ୍ରେରୀ,ଟଏଲେଟ ଆଦି ନିର୍ମାଣ ହେବ ବୋଲି ଜଣାପଡିଛି ।କଲେଜ ଗୁଡ଼ିକୁ ଅନୁଦାନ ପ୍ରଦାନ ପରେ କଲେଜ ପରିଚାଳନା କମିଟି ସଭାପତି ସୋନପୁର ଉପ ଜିଲ୍ଲାପାଳ ଡକ୍ତର ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ସିଦ୍ଧାର୍ଥ ଡ଼ିଗ୍ରୀ କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକ ଓ ଷ୍ଟାଫ,ମୋ କଲେଜ ଅଭିଯାନ ସଭାପତି ସୋମନାଥ ମିଶ୍ର ଓ ସମସ୍ତ ସଦସ୍ୟ,ସିଦ୍ଧାର୍ଥ ଜୁନିଅର କଲେଜ ଅଧକ୍ଷା ରେଖା ପ୍ରଧାନ,ଫୁଲମୁଠି ମହିଳା କଲେଜ ଅଧ୍ୟକ୍ଷ ପଞ୍ଚାନନ ସାହୁ,ଵାଉଁଶୁଣି କଲେଜ ଅଧ୍ୟକ୍ଷ ବନବିହାରୀ ମିଶ୍ରଙ୍କ ସମେତ ସମସ୍ତ କଲେଜର ଷ୍ଟାଫ,ପରିଚାଳନା କମିଟି ସଦସ୍ୟ ଏବଂ ପୁରାତନ ଛାତ୍ରଛାତ୍ରୀଙ୍କ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like