-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||     

HOME   ଜିଲ୍ଲା

ସୁବଳୟା କଲେଜକୁ ୨୫ ଲକ୍ଷ ଟଙ୍କା ଅନୁଦାନ - ବଦଲିବ କଲେଜ ରୂପରେଖ

06-Jul-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲାକୁ '୫-ଟି' ସଚିବ ଭିକେ ପାଣ୍ଡିଆନ୍ ପରିଦର୍ଶନର‌ ଗୋଟିଏ ଦିନ ପରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଥିବା କଲେଜ ଗୁଡ଼ିକର ଉନ୍ନତି କରଣ ପାଇଁ ମୁଖ୍ୟମନ୍ତ୍ରୀ ଆର୍ଥିକ ଅନୁଦାନ ପ୍ରଦାନରେ କରିଥିବା ଘୋଷଣା କରିଛନ୍ତି। ଜିଲ୍ଲାର ବୀରମହାରାଜପୁର ବ୍ଲକର ୩ଟି କଲେଜକୁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନା ରୁ ଆର୍ଥିକ ଅନୁଦାନ ଘୋଷଣା କରାଯାଇଥିବା ଜଣାଯାଇଛି। ବ୍ଲକର ସୁବଳୟା  ହାୟର ସେକେଣ୍ଡାରୀ କଲେଜକୁ ୨୫ ଲକ୍ଷ , ଭୂତିଆପାଲି ପରମେଶ୍ବରୀ ଯୁକ୍ତ ଦୁଇ ହାୟର ସେକେଣ୍ଡାରୀ କଲେଜକୁ ୫୦ ଲକ୍ଷ ଅନୁଦାନ ପ୍ରଦାନ କରିଛନ୍ତି। ସେହିପରି ବୀରମହାରାଜପୁର ମହାବିଦ୍ୟାଳୟକୁ ୧ କୋଟି ଟଙ୍କା ଘୋଷଣା କରିଥିବା ବେଳେ  ସେଥିମଧ୍ୟରୁ ଯୁକ୍ତ ଦୁଇ ହାୟର ସେକେଣ୍ଡାରୀ କଲେଜକୁ ୫୦ ଲକ୍ଷ ଓ ଡିଗ୍ରୀ ହାୟର ସେକେଣ୍ଡାରୀ କଲେଜକୁ ୫୦ ଲକ୍ଷ  ଘୋଷଣା କରାଯାଇଛି। ଅନୁଦାନ ଅର୍ଥରେ କଲେଜ ପାଇଁ ସ୍ମାର୍ଟ କ୍ଲାସରୁମ, ବିଜ୍ଞାନ ପରୀକ୍ଷାଗାର, ପାନୀୟ ଜଳ ସୁବିଧା, ଇ- ଲାଇବ୍ରେରୀ, ଟଏଲେଟ୍ ଆଦି କାମ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ କାର୍ଯ୍ୟ ନିର୍ମାଣ ହେଲେ  ବହୁ ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ। କଲେଜ ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ, ପୂର୍ବତନ ଛାତ୍ରଛାତ୍ରୀ, ବୁଦ୍ଧିଜୀବୀ ଓ ଅଭିଭାବକ ମାନେ ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବଙ୍କୁ କୃତଜ୍ଞତା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026
  ଜିଲ୍ଲା  
ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   24-Jul-2026
  ଜିଲ୍ଲା  
ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   24-Jul-2026

You Might Also Like