-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବୁରମୁଣ୍ଡା ସଚେତନ ଯୁବକ ମାନଙ୍କ ଦ୍ୱାରା ସାମୂହିକ ବୃକ୍ଷ ରୋପଣ ଓ ରକ୍ତ ଦାନ ଶିବିର କାର୍ଯ୍ୟକ୍ରମ

07-Jul-2023



ସୁବର୍ଣ୍ଣପୁର -( ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାର ବୁର ମୁଣ୍ଡା ଅଙ୍ଗନୱାଡ଼ି କେନ୍ଦ୍ର ରେ ଏକ ରକ୍ତ ଦାନ ଶିବିର ଓ ବୃକ୍ଷ ରୋପଣ କାର୍ଯକ୍ରମ ଅନୁଷ୍ଟିତ ହୋଇ ଯାଇଛି । ବିଶି ମୁଣ୍ଡା ସରପଞ୍ଚ ବିନ୍ଦୁ କୁମ୍ଭକାର ପ୍ରଥମ କରି ରକ୍ତ ଦାନ କରି ସମସ୍ତ ପଂଚାୟତ ବାସୀ ରକ୍ତ ଦାନ କରି ଜୀବନ ରକ୍ଷା କରିବା ସକାଶେ ଆଗେଇ ଆସିବା ପାଇଁ ପ୍ରେରଣା ଦେଇଥିଲେ l ସମାଜ ସେବୀ ରୂପକ ମହାନ୍ତି ଓ ଗଜପତି ସୁନା ରକ୍ତ ଦାନ ଶିବିର ପରିଚାଳନା  କରିଥିଲେ l ଆଜି ର କାର୍ଯ୍ୟକ୍ରମ ରେ ଜିଲ୍ଲା କିଶନ ସଂଘ ସଭାପତି ବିରଂଚି ମେହେର, ପ୍ରକୃତି ମିତ୍ର ଜୟଶ୍ରୀ ମହାପାତ୍ର, ଜୟ ମାଧବ ମିଶ୍ର ବନ୍ୟପାଲ ଭକ୍ତବଂଧୁ ମିଶ୍ର, ଜିଲ୍ଲା ରକ୍ତ ଦାତା ସେବା ସଂଘ ସଭାପତି ମନୋଜ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।  ବୁରୋମୁଣ୍ଡା ଖେଳ ପଡିଆ ରେ  ବୃକ୍ଷ ରୋପଣ କରାଯାଇଥିଲା l ଏବଂ ଆଗକୁ ଏହାକୁ ବ୍ୟାପକ  କରାଯିବାର କାର୍ଯକ୍ରମ ରହିଛି ବୋଲି ସରପଞ୍ଚ ପକ୍ଷରୁ ପ୍ରକାଶ l ଏହି କାର୍ଯ୍ୟକ୍ରମ ରେ ମଣ୍ଟୁ ସାହୁ, ତ୍ରିନାଥ ପୁଟେଲ, ଚନ୍ଦନ ସାହୁ, ବିକାଶ ନାଏକ, ବାସୁଦେବ ଖେତି, କାର୍ତ୍ତିକ ଥପା, ଦୂର୍ବାଦଳ ଚlଉଳିଆ, ନୀଳାମ୍ବର ନାଏକ, ପବିତ୍ର ପୁଟେଲ, ରଂଜନ ସେଠୀ, ସୁଶାନ୍ତ ନାଗ, ରାଜେନ୍ଦ୍ର ସେଠୀ ,ଗଣେଶ ଥାପା , ଆକାଶ ନାୟକ, ପ୍ରକାଶ ନାଏକ, ଉତ୍ତମ ମଲିକ, ମାମି ଜାନି,ରବି କୁମ୍ଭାର, ପପୁ ହରିପାଲ., ଆଶିଷ ଶତପଥୀ, ଜେମା ମଲିକ,  ଲିଜା ରାଣୀ  ପ୍ରମୁଖ ରକ୍ତ ଦାନ ଶିବିର ରେ ରକ୍ତ ଦାନ ଓ ସହଯୋଗ କରିଥିଲେ। ଜିଲ୍ଲା ରକ୍ତ କେନ୍ଦ୍ରର ଡ. ସରୋଜ ପଟେଲ, ଟିଟୁ ଭୋଇ, ଜଗତ ଦରୁଅlନ , ୟୁଧିଷ୍ଟିର ନାଏକ ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ,l ଦୁଇ  ଗୋଟି ଦମ୍ପତି ଙ୍କ ସମେତ ସମୁଦାୟ 25 ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like