-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ବନମହୋତ୍ସବ ପାଳନ ଓ ବୃକ୍ଷରୋପଣ

07-Jul-2023



ବଲାଙ୍ଗିର(ଦେବାଶିଷ ବହିଦାର) ବଲାଙ୍ଗିର ଜିଲ୍ଲା ର ସଦାଇପାଲି ଗ୍ରାମ ସ୍ଥିତ ପଲ୍ଲିଶ୍ରୀ ଉଚ୍ଚ ବିଦ୍ୟଳୟ ପରିସରରେ ରାମଜୀ ଯୁବକ ସଂଘ, ସଦାଇପାଲି ଆନୁକୁଲ୍ୟରେ ଏବଂ ଜ୍‌ିଲ୍ଲା ଜଙ୍ଗଳ ବିଭାଗ, ବଲାଙ୍ଗିର ସହଯୋଗରେ ବନମହୋତ୍ସବ ପାଳନ ଏବଂ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଚେତନତା ସଭାରେ ମୂଖ୍ୟ ଅତିଥି ଜିଲ୍ଲା ଜଙ୍ଗଳ ଅଧିକାରୀ ଶ୍ରୀ ନିତିଶ କୁମାର ଉପସ୍ଥିତ ଛାତ୍ର/ଛାତ୍ରୀ ତଥା ଶିକ୍ଷକ ଓ କର୍ମଚାରୀ ବୃନ୍ଦଙ୍କୁ ବୃକ୍ଷର ମହ୍ୱତ୍ୱ ଏବଂ ବିଶ୍ୱତାପନ ଉପରେ ଅବଗତ କରାଇ ସମସ୍ତଙ୍କୁ ବୃକ୍ଷରୋପଣ ଓ ତା ଯତ୍ନ କରି ମହତ କାର୍ଯ୍ୟରେ ନିଜକୁ ନିୟୋଜିତ କରିବା ପାଇଁ ଆହ୍ୱନ ଦେଇଥିଲେ । ସଭାର ସଭାପତି ରାମଜୀ ଯୁବକ ସଂଘର ସମ୍ପାଦକ ଡ. ନାରାୟଣ ପ୍ରସାଦ ମିଶ୍ର ଅଂଶଗ୍ରହଣ କାରୀଙ୍କୁ ସ୍ୱଚ୍ଛତା ଓ ବୃକ୍ଷରୋପଣ ପାଇଁ ଉତ୍ସାହିତ କରିବା ସହିତ ବଂଚିବା ପାଇଁ ଏହାର ଆବଶ୍ୟକତା ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଏହି ଅବସରରେ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ ବଲାଙ୍ଗିର ଡିଭିଜନ ର ରେନଜର କେଶବ କିଶୋର ନାଏକ, ରାମଜୀ ଯୁବକ ସଂଘର ସଭାପତି ଡ. ପ୍ରମୋଦ କୁମାର ମିଶ୍ର, ସ୍ଥାନୀୟ ସରପଂଚ ଶ୍ରୀ କରୁଣାକର ପଟେଲ, ସୁନିଲ କୁମାର ମିଶ୍ର, ଅଶୋକ କୁମାର ସେଠ, ଚିନ୍ମୟ ପ୍ରଧାନ, ସମିତି ସଭ୍ୟ ଗୋଲାପ ବାଗ, ଏ.ବି.ଡି.ଓ, ବଲାଙ୍ଗିର ଶ୍ରୀ ରାମଭକ୍ତ ଭୋଇ, ବିରଂଚି ସାଏ, ନନ୍ଦଲାଲ ସାଏ ପ୍ରମୁଖ  ।  ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀ ବୃନ୍ଦାବନ ମହାକୁର ଏବଂ ଧନ୍ୟବାଦ ଅର୍ପଣ କରିଥିଲେ କାର୍ଯ୍ୟକ୍ରମ ସଂଯୋଜକ ଶ୍ରୀ ଅଶୋକ କୁମାର ମେହେର । ସଚେତନତା ସଭା ପରେ ଅତିଥି ବୃନ୍ଦ ଏବଂ ଅଂଶଗ୍ରହଣକାରୀ ବିଦ୍ୟାଳୟ ପରିସରରେ ବିଭିନ୍ନ ପ୍ରକାରର ଫଳ ଏବଂ େଓøଷଧିୟ ବୃକ୍ଷରୋପଣ କରିଥିଲେ ଯାହାକି ଜିଲ୍ଲା ଜଙ୍ଗଳ ବିଭାଗ ତରଫରୁ ପ୍ରଦାନ କାରାଯାଇଥିଲା । କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ସୁନିଲ ଚନ୍ଦ୍ର ବିଶ୍ୱାଳ, ଇଂ. ସନ୍ତୋଷ କୁମାର ବ୍ରହ୍ମା ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବୃନ୍ଦ ଏବଂ ଜଙ୍ଗଳ ବିଭାଗର କର୍ମକର୍ତା ବୃନ୍ଦ । ବିଦ୍ୟାଳୟର ପ୍ରାୟ ୧୧୦ ଜଣ ଛାତ୍ରଛାତ୍ରୀ ଓ ଅଂଶଗ୍ରହଣକାରୀ ଯୋଗଦାନ କରିଥିଲେ । ଶାରିରୀକ ଅସୁସ୍ଥତା ପାଇଁ ସାଇଟ ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର କାର୍ଯ୍ୟକ୍ରମରେ ଯୋଗଦାନ କରିପାରିନଥିଲେ ମଧ୍ୟ ତାର ସଫଳତା ଏବଂ ବୃକ୍ଷର ଆବଶ୍ୟକତା ଉପରେ ସୁଭେଚ୍ଛାବାର୍ତା ଦେଇଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like