-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ ଶୋକସଭା ଅନୁଷ୍ଠିତ

07-Jul-2023



ବରଗଡ଼:-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବରିକେଲ ଗ୍ରାମରେ ଆର୍ଯ୍ୟ ଧର୍ମ ପ୍ରଚାରକ ବିଶିଷ୍ଟ ବକ୍ତା,ଲେଖକ,ଅନୁବାଦକ ପଣ୍ଡିତ ବିଶିକେସନ ଶାସ୍ତ୍ରୀଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ବୈଦିକ ରୀତିନୀତି ରେ ଅନୁଷ୍ଠିତ ହୋଇଯାଇଛି।ଗତ ତା ୨୬.୦୬.୨୦୨୩ରିଖ ଦିନ ବରିକେଲ ସ୍ଥିତ ନିଜସ୍ୱ ବାସଭବନରେ ୮୪ବର୍ଷ ବୟସରେ ତିରୋଧାନ ହୋଇଥିଲା।ତାଙ୍କର ସାନପୁଅ ଓମ୍ ପ୍ରକାଶ ସାହୁ ମୁଖାଗ୍ନୀ ଦେଇଥିଲେ।ସମଗ୍ର ଅଞ୍ଚଳରେ ମୃତ ଖବର ଶୁଣି ଶୋକର ଛାୟା ଖେଳି ଯାଇଛି।ଅନ୍ତେଷ୍ଟିକ୍ରିୟାରେ ପ୍ରବଳ ବର୍ଷା ସତ୍ୱେ ଶତାଧିକ ଲୋକ ଶେଷ ଦର୍ଶନ କରିବାକୁ ଭିଡ଼ ହୋଇଥିଲା।ସେ ତାଙ୍କର ତିନି ପୁଅ ଓ ଗୋଟିଏ ମାତ୍ର ଝିଅ କୁ ସବୁଦିନ ପାଇଁ ଛାଡି ଯାଇଛନ୍ତି।ପ୍ରକାଶ ଥାଉକି ତାଙ୍କ ସ୍ତ୍ରୀ ୧୨ ବର୍ଷ ପୂର୍ବରୁ ଇହଲୀଳା ସମ୍ବରଣ କରିଥିଲେ।ଆଜି ତା୦୭.୦୭.୨୦୨୩ରିଖ ଦିନ ସ୍ୱର୍ଗତ ବିଶିକେସନଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମରେ ଅନଗୁଳ,ନୂଆପଡ଼ା,କନ୍ଧମାଳ,କେନ୍ଦ୍ରାପଡ଼ା,ଆମସେନା ଆଶ୍ରମ(ନୂଆପଡ଼ା),କପିନମୁନି ଆଶ୍ରମ,(ନୃସିଂହନାଥ) ତଥା ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆର୍ଯ୍ୟସମାଜ ଜିଲ୍ଲା ସଭାପତି ଓ ତାଙ୍କର ଶତାଧିକ ଶିଷ୍ୟ,ପଦ୍ମପୁର ଅଞ୍ଚଳରୁ ହଜାରରୁ ଅଧିକ ଜନସାଧାରଣଙ୍କ ଉପସ୍ଥିତିରେ ଆର୍ଯ୍ୟ ଧର୍ମ ପ୍ରଚାରକ ବାବା ଧର୍ମାନନ୍ଦ ସରସ୍ୱତୀ ଙ୍କ ସଭାପତିତ୍ୱରେ ଏକ ଶୋକସଭା ଅନୁଷ୍ଠିତ ହୋଇ ସ୍ୱର୍ଗତ ଆତ୍ମାର ସତଗତି ନିମନ୍ତେ ୨ ମିନିଟ

ନୀରବ ପ୍ରାର୍ଥନା ପୂର୍ବକ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା।ସ୍ୱର୍ଗତ ବିଶିକେସନ ବରିକେଲ ସ୍ଥିତ ଆଧ୍ୟାତ୍ମିକ ଚେତନା ସଂଘର ପ୍ରତିଷ୍ଠାତା ଭାବେ ତଥା ଜଣେ ସମାଜ ସଂସ୍କାରକ,ସୁ-ସଂଗଠକ ଭାବେ ବେଶ ଜଣାଶୁଣା ଥିଲେ।ବରିକେଲ ର ବିଭିନ୍ନ ଅନୁଷ୍ଠାନ,ଗ୍ରାମବାସୀ,ବନ୍ଧୁ ବାନ୍ଧବ ଆତ୍ମିୟସ୍ୱଜନଙ୍କ ପକ୍ଷରୁ ତାଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।ସେ ଶତାଧିକ ପୁସ୍ତକ ଲେଖିବା ସଙ୍ଗେସଙ୍ଗେ ଅନେକ ପୁସ୍ତକର ଅନୁବାଦ ମଧ୍ୟ କରିଥିଲେ।ଆର୍ଯ୍ୟ ଧର୍ମର ବୈଦିକ ରୀତିରେ ଶତାଧିକ ସନ୍ଥବାବା ହୋମଯଜ୍ଞ କରି ଅମର ଆତ୍ମାର ଶାନ୍ତି କାମନା ସମେତ ପରିବାରବର୍ଗଙ୍କୁ ସମବେଦନା ସହ ଏ ଦୁଃଖଦ ସମୟରେ ତାଙ୍କ ପରିବାରକୁ ଧୈର୍ଯ୍ୟ ଓ ସାହାସ ଦେବାକୁ ପ୍ରାର୍ଥନା କରିଥିଲେ।ଆଧ୍ୟାମିକ ଚେତନା ସଂଘର ସଭ୍ୟ ଟିକେଶ୍ୱର ସାହୁ ସ୍ୱର୍ଗତ ବିଶିକେସନଙ୍କ ଉଦ୍ଦେଶ୍ୟରେ ଏକ ହୃଦୟସ୍ପର୍ଶି କବିତା ପଠନ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like