-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଏ. ବି. ସି. ଡ଼ି, ପଦ୍ମପୁରର ବନମହୋତ୍ସବ

07-Jul-2023



ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ କଂସର ଉଚ୍ଚ ବିଦ୍ୟାଳୟରେ ଏ. ବି. ସି. ଡ଼ି, ପଦ୍ମପୁରର ସଭାପତି  ଅନିଲ ବେହେରାଙ୍କ ପୌରହିତ୍ୟରେ ଏକ ବିଶାଳ  ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପଦ୍ମିନୀ ବାଗ ସହ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ  ଏ. ବି. ସି. ଡ଼ି ସଭ୍ୟଙ୍କୁ ସ୍କୁଲକୁ ପାଛୋଟି ନେଇଥିଲେ  ।ଅଞ୍ଚଳ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଅନୁଷ୍ଠାନର ବରିଷ୍ଠ ପରାମର୍ଶଦାତା କେଶରଞ୍ଜନ ପ୍ରଧାନ ସର୍ବପ୍ରଥମେ ବନମୋହୋତ୍ସବ ଉପରେ ଏହି ସଚେତନତା ସଭାରେ ସଭାପତିତ୍ବ କରିଥିଲେ।ଅନୁଷ୍ଠାନର ସଦସ୍ୟ ଆଇନଜୀବୀ ଲିଙ୍ଗରାଜ ସାହୁ ଅତିଥି ମାନଙ୍କୁ ମଞ୍ଚକୁ ସ୍ୱାଗତ କରି ପରିଚୟ ପ୍ରଦାନକରିଥିଲେ । ସମ୍ପାଦକ ରଘୁନାଥ ପୁରୀ ଛାତ୍ର ଛାତ୍ରୀଙ୍କୁ ସମାଜ ପ୍ରତି ସାମାଜିକ ଅନୁଷ୍ଠାନ ମାନଙ୍କରେ ଥିବା ଦାୟିତ୍ୱ, ଅନୁଷ୍ଠାନ ଦ୍ୱାରା କରାଯାଉଥିବା ବିଭିନ୍ନ କାର୍ଯ୍ୟବଳୀର ତଥ୍ୟ ରଖି, ଆଗାମୀ ଦିନରେ ଯୁବ ପିଢି ବିଭିନ୍ନ ଜନ ହିତକର କାର୍ଯ୍ୟ ଯଥା- ବୃକ୍ଷରୋପଣ, ରକ୍ତଦାନ, ସ୍ଥାନୀୟ ଲୋକ ସଂସ୍କୃତି, ଚଳଣି, ପରମ୍ପରାକୁ ଅକ୍ଷୁର୍ଣ୍ଣ ରଖିବାକୁ ଆଗେଇ ଆସିବା ପାଇଁ ଉଦବୋଧନ ଦେଇଥିଲେ।ବିଦ୍ୟାଳୟର ଛାତ୍ରଛାତ୍ରୀ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସହକାରୀ ଜିଲ୍ଲାପାଳ ଶ୍ରୀମାନ ସନ୍ତୋଷ କୁମାର ପତି ଗ୍ଲୋବାଲ ୱାର୍ମିଂଙ୍ଗର ତଥ୍ୟ ରଖିବାକୁ ଯାଇ ଦୀର୍ଘ କୋଡିଏ ବର୍ଷର ଭାରତ ଓ ଆଜିର ଭାରତରେ ଜଳବାୟୁର ପ୍ରଭାବର ତୁଳନାତ୍ମକ ତଥ୍ୟ ଓ ବନିକରଣଦିଗରେ ପିଲାଙ୍କୁ ଦାଇତ୍ୱବାନ ହେବାକୁ ପରାମର୍ଶ ଦେଇଥିଲେ। ଅନ୍ୟତମ ବରେଣ୍ୟ ଅତିଥି ନାଟ୍ୟକାର ଅଶୋକ ବହିଦାର ଉଦ୍ଭିଦ ଓ ପ୍ରାଣୀ, ପରିବେଶର ସ୍ଥିତି, ଅନୁକୂଳ ଜଳବାୟୁର ଅଭାବରେ ବର୍ତ୍ତମାନ ବଜାର ଦ୍ରବ୍ୟ ଉପରେ ଦରଦାମ ବୃଦ୍ଧି, ଜୀବଜନ୍ତୁ, ପଶୁପକ୍ଷୀ ଗ୍ରାମ ଓ ସହରାଭିମୁଖୀ ହେବା,ଜଙ୍ଗଲ ଧ୍ବଂସର ଅନ୍ୟତମ କାରଣ ଓ ନିରକାରଣ ପାଇଁ ଯତ୍ନବାନ ହୋଇ ବନୀକରଣରେ ଛାତ୍ର ଛାତ୍ରୀ ଅଧିକ ଦାୟିତ୍ୱ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ । ଅନ୍ୟତମ ଅତିଥି ଭାବେ କଂସର ପଞ୍ଚାୟତର ସରପଞ୍ଚ ତଥା ଜିଲ୍ଲା ସରପଞ୍ଚ ସଂଘର ସମ୍ପାଦକ ଆନନ୍ଦ ବେହେରା ଯୋଗ ଦେଇ  ଏ. ବି. ସି. ଡ଼ି ର ସମସ୍ତ ସଭ୍ୟଙ୍କୁ ଏଭଳି କାର୍ଯ୍ୟକ୍ରମ ସବୁ ହାତକୁ ନେଉଥିବା ଜାଣି ସମସ୍ତଙ୍କୁ ସାଧୁବାଦ ଜଣାଇବା ସହ ଛାତ୍ର ଛାତ୍ରୀ ମଧ୍ୟ ଆଗାମୀ ସମୟରେ ଏଭଳି କାର୍ଯ୍ୟରେ ନିଜକୁ ସାମିଲ କରିବାକୁ ପରାମର୍ଶ ଦେଇଥିଲେ । ସ୍ଥାନୀୟ କଂସର ପ୍ରାଥମିକ

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଙ୍ଗଲ ସୃଷ୍ଟି ସହ ଗଛ ଲଗାଇବା, ଗଛର ଯତ୍ନ ନେଇ ତାକୁ ବଢେଇବା ଅତ୍ୟନ୍ତ ଜରୁରୀ ବୋଲି ସଚେତନ କରିଥିଲେ । ସଭା ଶେଷରେ ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଅନ୍ୟ କର୍ମଚାରୀ, ଅତିଥି ସମସ୍ତଙ୍କୁ ନେଇ ୧୫୦ ଗୋଟି ଶାଳ, ପିଆଶାଳ, ଅଁଳା, ଜାମୁ, ଦେବଦାରୂ, ବଉଳ, ନିମ୍ବ ପ୍ରଭୃତି ଚାରା ରୋପଣ କରାଯାଇଥିଲା । ଅନୁଷ୍ଠାନର ସଭ୍ୟ ପ୍ରତାପ ନାଥ, ସରୋଜ ଯୋଶୀ, ସହଦେବ ମେହେର, ଶାନ୍ତ ସଂଗ୍ରାମ ଭୋଇ, କୋଷାଧ୍ୟକ୍ଷ ସୁରେଶ ମିଶ୍ର, ତୁଷାର ପ୍ରଧାନ, ସୁମନ୍ତ ସାହୁ, ସରୋଜ ଦାନୀ, ସୁଶାନ୍ତ ସରାପ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିଥିଲେ । ଶେଷରେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଧନ୍ୟବାଦ ପ୍ରଦାନ କରିଥିଲେ  


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like