-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||     

HOME   ଜିଲ୍ଲା

ମୁରିବାହାଲ ଯୁକ୍ତ ଦୁଇ ମହା ବିଦ୍ଯାଳୟ ଠାରେ ବନ ମହୋତ୍ସବ କାର୍ଯ୍ୟକ୍ରମ

07-Jul-2023



ମୁରିବାହାଲ(ସୁଦାମ ଚରଣ ବଘାର) ମୁରିବାହାଲ ଯୁକ୍ତ ଦୁଇ ମହା ବିଦ୍ଯାଳୟ ପରିସରରେ ୭୪ ତମ ବନ ମହୋତ୍ସବ ମୁରିବାହାଲ ତାଲୁକ ଆଇନ ସେବା  କମିଟି ର ଅଧକ୍ଷ ତଥା ମୁରିବାହାଲ ଜେଏମ ଏଫସି କୋର୍ଟ ର ମାଜିଷ୍ଟ୍ରେଟ୍ କିଶୋର କୁମାର ନାଥ ଙ୍କ ଅଧ୍ଯକ୍ଷତାରେ ତଥା ମୁରିବାହାଲ ରେଞ୍ଜର ନିଲାନ୍ଦ୍ରି ଭୋଇ ଙ୍କ ତତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁରିବାହାଲ ଯୁକ୍ତ ଦୁଇ କଲେଜ ର ଅଧକ୍ଷ

ରମେଶଚନ୍ଦ୍ର ମହାନନ୍ଦ, ଅଧ୍ଯାପକ ହ୍ରୁଦାନନ୍ଦ ପୁହାଣ, ନରେନ୍ଦ୍ର ପାଣିଗ୍ରାହୀ, ରାଧେଶ୍ଯାମ ତ୍ରିପାଠୀ, ଅଂଶୁମାନ ଦାସ, ବିକ୍ରମ ତାଣ୍ଡି,ଭବାନୀ ପୋଢ, ସାଗର ଦେହୁରି, ନରେଶ ସତନାମି, ନାରାୟଣ ଭୋଇ, ଅଧ୍ଯାପିକା ମମତା ସାହୁ, ପୂଜାରାଣୀ ରଥ, ସ୍ନିଗ୍ଧା ପ୍ରଧାନୀ, ପିଇଟି  ରାଧେଶ୍ଯାମ ବଘାର, ଲାଇବ୍ରେରୀଆନ ସାନ୍ତରାମ ପଧାନ, ଅଭିମନ୍ଯୁ ଛୁରା, ସରୋଜ ରଞନ ନେଉରା, ସଂଜୟ ବାଗ, ନନ୍ଦିନୀ ସାହୁ, ଜଯ ଦେବ ଷାଣ୍ଢ, ସୋଭାବତି ଷାଣ୍ଢ, ବନ ବିଭାଗ ର ଫରେଷ୍ଟ ଗାର୍ଡ ଅଜିତ ବେହେରା, ଆଇପିସିଇଏ ସ୍କୋର୍ଡ ଲକ୍ଷ୍ମି କର୍ମି, ହରମନ ମହାନନ୍ଦ, କୁର୍ତି ବାଗ, ଧନ ସାଏ ମାଝୀ, ମୁରିବାହାଲ ଜେଏମଏଫସି କୋର୍ଟ ର ଭକ୍ତ ରାମ ଜୁଏଡ, ବି ପ୍ରଦ୍ୟୁମ୍ନ ଚୌଧୁରୀ, ସୁମିତ ପଟ୍ଟନାୟକ, କ୍ଷେତ୍ର ମୋହନ ସେଠୀ, ଅମିତ କୁମାର, ଅଜିତ ପାଣ୍ଡେ, ସିଏସ

ଆଇ ଶୁସିଳ କୁମାର ମହାପାତ୍ର, ସରକାରୀ ଓକିଲ ବିଶ୍ବ ନାରାୟଣ ବହିଦାର, ମୁରିବାହାଲ ଓକିଲ ସଂଘ ର ସଭାପତି ଜୟଦୀପ ପୁରୋହିତ, ଉପ ସଭାପତି ବିଦ୍ଯାଧର ହାତୀ, ଓକିଲ ଶମ୍ଭୁ ପ୍ରସାଦ ଭୋଇ, ଜିତେନ ହାତୀ, ସୁଦାମ ବଘାର, ପ୍ରଶାନ୍ତ ଲୁହା ଏହି କାର୍ଯ୍ୟକ୍ରମ ରେ ଯୋଗଦାନ କରିଥିଲେ। ଏହି ଉତ୍ସବରେ କଲେଜର ଛାତ୍ରଛାତ୍ରୀ, ବନ ବିଭାଗ କର୍ମଚାରୀ, ଅଧ୍ଯାପକ, ଅଧ୍ଯାପିକା, ମୁରିବାହାଲ କୋର୍ଟ ର କର୍ମଚାରୀ ଓ ଓକିଲ ବ୍ରୁନ୍ଦ କଲେଜ ପରିସରରେ ବିଭିନ୍ନ ପ୍ରକାର ର ଚାରାରୋପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026

You Might Also Like