-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||     

HOME   ଜିଲ୍ଲା

ରେଢ଼ାଖୋଲରେ ବ୍ଳକ ସ୍ତରୀୟ ଶିଶୁ ଜୀବନ ଶୈଳୀ ଶିକ୍ଷା ଓ ଯୈାନ ନିର୍ଯ୍ୟାତନା ରୋକିବା ପ୍ରଶିକ୍ଷଣ ଶିବିର

11-Dec-2020



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ଆଜି ଭାରତ ନିର୍ମାଣ ରାଜୀବ ଗାନ୍ଧି ସେବା କେନ୍ଦ୍ର ଚାରମାଳ ଠାରେ ଆଦର୍ଶ ଚାଇଲ୍ଡ ଲାଇନ ପକ୍ଷରୁ ବ୍ଲକସ୍ତରୀୟ ଗ୍ରାମାଞ୍ଚଳର କିଶୋରୀ ବାଳିକା ଓ କିଶୋର ବାଳକ ମାନଙ୍କୁ ତାଙ୍କର ଜୀବନ ଶୈଳୀ ଶିକ୍ଷା ସହିତ ଶିଶୁ ମାନଙ୍କ ପ୍ରତି ଯୌନ ନିର୍ଯ୍ୟାତନା ରୋକିବା ବିଷୟରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯାଇଥିଲା l ଏଥିରେ ଶିଶୁ ମାନଙ୍କ ଅଧିକାର, ଯତ୍ନ ଓ ସୁରକ୍ଷା ସହିତ ସୁରକ୍ଷିତ ସ୍ପର୍ଶ ଏବଂ ଅସୁରକ୍ଷିତ ସ୍ପର୍ଶ କଣ ସେ ବିଷୟରେ ମଧ୍ୟ ପୁଂଖାନୁପୁଙ୍ଖ ବୁଝାଯାଇଥିଲା l ଶିଶୁ ମାନଙ୍କ ପାଇଁ ଜରୁରୀକାଳୀନ ଦିବା/ରାତ୍ରି ନିଃଶୁଳ୍କ ସେବା ଯୋଗାଉଥିବା ଚାଇଲଡଲାଇନ ନମ୍ବର 1098 କୁ ସମସ୍ତେ ମନେ ରଖି କାମରେ ଲଗାଇବା ପାଇଁ ଜଣାଇ ଦିଆ ଯାଇଥିଲା l ଏଇ ନମ୍ବର ଯଦି ନ ଲାଗିଲା ସ୍ଥାନୀୟ ପୋଲିସ କୁ ତୁରନ୍ତ ଜଣାଇବେ, ନଚେତ ଶିଶୁ କଲ୍ୟାଣ ସମିତି ଓ ଜିଲ୍ଲା  ଶିଶୁ ସୁରକ୍ଷା ବିଭାଗର ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ମଧ୍ୟ ଜଣାଇପାରିବେ ବୋଲି କୁହାଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ଆଦର୍ଶ ଚାଇଲ୍ଡ ଲାଇନ ସମ୍ବଲପୁରର ସଂଯୋଜକ ଯଦୁମଣି କୁମ୍ଭାର ଓ ଜ୍ୟୋତି ରାଣୀ ଶତପଥୀ ପରିଚାଳନା କରିଥିବା ବେଳେ ରେଢ଼ାଖୋଲ ଚାଇଲ୍ଡ ଲାଇନର ସଂଜୟ ସାଗର , ପୁରୁଷୋତ୍ତମ ଭୋଇ , ଜ୍ୟୋସ୍ନା ନାଏକ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026

You Might Also Like