-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଆୟୁର୍ବେଦ ମହାବିଦ୍ୟାଳୟରେ ୭୪ତମ ବନମହୋତ୍ସବ,        ନାଗରିକ କମିଟିର ଯୋଗଦାନ

07-Jul-2023



ବଲାଙ୍ଗୀର, ବନମହୋତ୍ସବ ସପ୍ତାହ ଉପଲକ୍ଷେ ବଲାଙ୍ଗୀର ଆୟୁର୍ବେଦ ମହାବିଦ୍ୟାଲୟ ପରିସରରେ  ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହା ପୂର୍ବରୁ କଲେଜର ଅଧ୍ୟକ୍ଷ ଡ. ଅରୁଣ କୁମାର  ଦାସଙ୍କ ସଭାପତିତ୍ୱରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ କଲେଜର ଛାତ୍ରଛାତ୍ରୀ, ଶିକ୍ଷକ  ତଥା କର୍ମଚାରୀ ସହ ବନ ବିଭାଗ ଓ ନାଗରିକ କମିଟିର ସଦସ୍ୟ ମାନେ ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ବଲାଙ୍ଗୀର ଡିଏଫ୍‌ଓ ନିତୀଶ କୁମାର, ବଲାଙ୍ଗିର ଜିଲ୍ଲାରେ ବୃକ୍ଷରୋପଣ କରି ୪ବର୍ଷ ପର୍ଯ୍ୟନ୍ତ ବିଭାଗ ତରଫରୁ ରକ୍ଷଣାବେକ୍ଷଣ କରାଯିବ ବୋଲି କହି ଇତିହାସ ଓ ପୂରାଣରୁ ଗଛର ଭୂମିକା ଉପରେ ବର୍ଣ୍ଣନା କରି ଗଛକୁ କାଟିବା ଅର୍ଥ ଭଗବାନଙ୍କୁ ହତ୍ୟା କରିବା ବୋଲି ମତବ୍ୟକ୍ତ କରିଥିଲେ । ନାଗରିକ କମିଟିର ସଭାପତି ଇଂ ବେଲାରସିଂ ଭୋଇ ଅତିଥିରୂପେ ଯୋଗ ଦେଇ ବୃକ୍ଷରୋପଣ ଅପେକ୍ଷା

ବୃକ୍ଷକୁ ବଂଚାଇବା ଅଧିକ ତାତ୍ପର୍ଯ୍ୟପୂର୍ଣ୍ଣ ବୋଲି କହିଥିଲେ । ସାଧାରଣ ସଂପାଦକ ମନୋରଂଜନ ସାହୁ, ଓଡ଼ିଶାର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆର‌୍ୟୁବେଦ ମହାବିଦୟାଲୟ, ବନ ବିଭାଗ ଓ ନାଗରିକ କମିଟିର ମିଳିତ ଉଦ୍ୟମରେ ଉତ୍ସବ ପାଳନ ହେଉଥିବାରୁ ଉତ୍ସବ ଟି ଅଧିକ ଫଳପ୍ରଦ ହେବ ବୋଲି ଆଶାପୋଷଣ କରିଥିଲେ । ପ୍ରଫେସର କବିତା ରଥ ବୃକ୍ଷର ଜୀବନ ଅଛି ବୋଲି ବିଭିନ୍ନ ପ୍ରମାଣ ଦର୍ଶାଇ ସମସ୍ତ ନାଗରିକ ମାନଙ୍କର ସହଯୋଗ କାମନା କରିଥିଲେ । ପ୍ରଫେସର ଡ. ଅରୁଣ କୁମାର ଦାସ ବୃକ୍ଷ ବଂଚିଲେ ମଣିଷ ବଂଚିବ,

ସମସ୍ତ ବୃକ୍ଷଲତାର ଔଷଧୀୟ ଗୁଣ ଅଛି, ଏହାକୁ ବଂଚାଇବା ମଣିଷର ପରମ ଲକ୍ଷ ହେବା ଉଚିତ ବୋଲି କହିଥିଲେ । ଡା. ନିଗମାନନ୍ଦ ବଳ ସଭାକୁ ପରିଚାଳନା କରିଥିବା ବେଳେ ଡ. ଶୁଭସ୍ମିତା ଜେନା ଧନ୍ୟବାଦ ଅର୍ପଣ କରିଥିଲେ । କଲେଜ ତରଫରୁ ଅନ୍ୟାନ୍ୟ ମାନଙ୍କ ମଧ୍ୟରେ ପ୍ରଫେସର ମନୋଜ କୁମାର ସାହୁ, ପ୍ର. ସୀମାଦ୍ରୀ ଭୂଷଣ ନାୟକ, ପ୍ର. ସରିତା ମହନ୍ତ, ପ୍ର. ଶିବବ୍ରତ ବେହେରା, ଡା. ଉତ୍କଳିନୀ ନାୟକ, ରେଂଜର କେଶବ କୁମାର ନାୟକ, ନାଗରିକ କମିଟି ତରଫରୁ ଉପସଭାପତି ନିତ୍ୟାନନ୍ଦ ମିଶ୍ର, ସହସଂପାଦକ ଚକ୍ରପାଣି ଦାଶ, ଗୋପଭୂଷଣ ନାଥ,ପର୍ଶୁରାମ ନାୟକ, ୁଜୟରାମ ମିଶ୍ର, ବିମଳ ଚୋପଦାର, ଧର୍ମବ୍ରତ ରଥ, ଗୋପବନ୍ଧୁ ପୁରୋହି. ଦିବାକର ହୋତା, ନରେଶ ଚନ୍ଦ୍ର ଦାଶ, ସଲିମ୍ ଖାନ୍‌, ସରୋଜ ଚୋପଦାର, ଅଶୋକ ମିଶ୍ର, ଅଶୋକ ସାହୁ, ପ୍ରଶାନ୍ତ ପଟ୍ଟନାୟକ,  ପ୍ରମୁଖ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like