-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ନୂତନ ଭାବେ ନିର୍ମିତ ହୋଇଥିବା ମିଶନଶକ୍ତି ଗୃହ ଉଦଘାଟନ

07-Jul-2023



ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ନୂତନ ଭାବେ ନିର୍ମିତ ହୋଇଥିବା ମିଶନଶକ୍ତି ଗୃହ ଉଦଘାଟନ ହୋଇଯାଇଛି l ଏହି ଉଦ୍ଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ସମ୍ମାନିତ ଅତିଥି ଭାବେ ବିଡ଼ିଓ ଶ୍ରୀ ଶଙ୍କର କେରକେଟା, ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ, ଉପାଧ୍ୟାକ୍ଷା ନିରୁପମା ପଧାନ, ଜୋନ ୨ ର ଜିଲ୍ଲା ପରିଷଦ ସଭ୍ୟା ବୀଣାପାଣି ଦାସ, ଗୋଷ୍ଠୀ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଜୋତିର୍ମୟୀ ନାଏକ ଉପସ୍ଥିତ ଥିଲେ l ପରେ ପରେ ଏକ ସଭା ଆୟୋଜନ କରାଯାଇଥିଲା, ଏହି ସଭାକୁ ଗ୍ରାମ ପଂଚାୟତ ଅଧିକାରୀ ସୋଭାଗ୍ୟ ପଧାନ ପରିଚାଳନା କରିଥିଲେ l

ବହୁ ପ୍ରତିକ୍ଷୀତ ମିଶନ ଶକ୍ତି ଉଦଘାଟନ ଦ୍ୱାରା ସମସ୍ତ ଅତିଥିଗଣ ଖୁସିବ୍ୟକ୍ତ କରିଥିଲେ l ଆଗାମୀ ଦିନରେ ମିଶନ ଶକ୍ତି ଦ୍ୱାରା ମହିଳା ମାନେ କିପରି ସ୍ୱାବଲମ୍ବୀ ହୋଇପାରିବେ ସେ ବିଷୟରେ ନିଜ ନିଜ ର ସୁ ଚିନ୍ତିତ ମତାମତ ଦେଇଥିଲେ l ଏହି ଉଦ୍ଘାଟନୀ ସମାରୋହରେ ମିଶନ ଶକ୍ତି କାର୍ଯ୍ୟାଳୟର ସଦସ୍ୟ, ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା ମାନେ ଉପସ୍ଥିତ ଥିବା ସହ କିରାଣୀ ମହାସଂଘ ର ସଦସ୍ୟ ତଥା ବ୍ଲକ କର୍ମଚାରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   23-Jul-2026
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026
  ଜିଲ୍ଲା  
ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    23-Jul-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026

You Might Also Like