-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଜ଼ିଲ୍ଲାସ୍ତରୀୟ ବନ ମହୋତ୍ସବ ଉଦଯାପିତ

07-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )::ଆଜି ସୁବର୍ଣ୍ଣପୁର ବନ ଖଣ୍ଡ  ଓ ସୋନପୁର ବନାଞ୍ଚଳ ପକ୍ଷ ରୁ  ଆୟୋଜିତ 74 ତମ ଜ଼ିଲ୍ଲା ସ୍ତରୀୟ ବନ ମହୋତ୍ସବ ସ୍ଥାନୀୟ ଛଞ୍ଚାଣ ଡୁଙ୍ଗୁରି ଠାରେ ଉଦଯାପିତ ହୋଇ ଯାଇଛି l ଜଙ୍ଗଲ, ପରିବେଶ, ଓ ଜଳ ବାୟୁ ପାରିବର୍ତନ ବିଭାଗ ଓଡିଶା ସରକାରପକ୍ଷ ରୁ ଆୟୋଜିତ ଏହି ଉତ୍ସବ ରେ  ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ  ଏବର୍ଷ ଦଶ ଲକ୍ଷ ଚାରା ରୋପଣ

କରାଯିବାର ଲକ୍ଷ୍ୟ ଧlର୍ଯ୍ୟ  କରାଯାଇଛି  ଓ ଜ଼ିଲ୍ଲା ର ବୃକ୍ଷ ପ୍ରେମୀ ମାନଙ୍କୁ ପ୍ରୋତ୍ସାହନ କରାଯିବ ବୋଲି ମତ ରଖିଥିଲେ l ଏସପି ଶ୍ରୀ ଅମରେଶ ପଣ୍ଡା, ଜ଼ିଲ୍ଲା ପରିଷଦ ଉନ୍ନୟନ ଅଧିକାରୀ  ନିହାର ରଞ୍ଜନ କଅଁର, ଡି ଏଫ ଓ  ମଦନ ଲାଲ ଶର୍ମା , ଏ ସି ଏଫ  ପ୍ରଫୁଲ୍ଲ  ଧରୁଆ,  ଯୋଗ ଦେଇ  ଗୋଟାଏ ଗଛ ଚାରି ଜଣ ମଣିଷ କୁ ଅମ୍ଳଜାନ ଯୋଗାଇ ଥାଏ ତେଣୁ  ଏବେ ଆମେ  ସବୁଠି ବ୍ୟାପକ ଭାବେ ବୃକ୍ଷ ରୋପଣ ଓ ଏହାର ଯତ୍ନ ନ କଲେ ଆଗାମୀ ଦିନ ରେ ବଂଚିବା କଷ୍ଟ ହୋଇ ଯିବ ବୋଲି ଏକ ପରିବେଶ ସଚେତନତା ସଭl ରେ ସମସ୍ତ ଙ୍କୁ ସଚେତନ କରିଥିଲେ l   ଧାରା ପୃଷ୍ଠ କୁ ସୁନ୍ଦର  କରିବା ପାଇଁ  ବୃକ୍ଷ ଉପହାର କରନ୍ତୁ ଓ ବନ୍ୟ ପ୍ରତି ଜାଗ୍ରତ ଓ ସଂରକ୍ଷଣ  କରିବା ସହିତ ପରିବେଶ ନଷ୍ଠ କରୁଥିବା ଲୋକ ଙ୍କ ପ୍ରତି କଡା

କାର୍ଯ୍ୟାନୁଷ୍ଠାନ  ନିଆଯିବ ବୋଲି ସମସ୍ତ ଅତିଥି କହିଥିଲେ l ପରେ ପରେ ସମସ୍ତ ଅତିଥି ଙ୍କ ଦ୍ୱାରା ମେଗା ପ୍ଳାନଟେସନ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରାଯାଇଥିଲା l  ଏସିଏଫ ଅବିନାଶ ବରିହା, ରେଞ୍ଜର ଡ଼ମ୍ବରୁ ଧର ପଧାନ, ଭରତ ବନ୍ଧୁ ଶବର, ବନ ପାଳ ଭକ୍ତ ବନ୍ଧୁ ମିଶ୍ର, ଫରେଷ୍ଟର ଦୀନେଶ ମାଝୀ, ସୁଜ୍ଞାନୀ ମିଶ୍ର, ସମୀରେନ୍ଦ ପଧାନ, ପ୍ରକାଶ ସାହୁ ପ୍ରମୁଖ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like