-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||     

HOME   ଜିଲ୍ଲା

ରେଳ ବିଭାଗର ତ୍ରୁଟି ଯୋଗୁଁ ଯାତ୍ରୀ ହନ୍ତସନ୍ତ ।

07-Jul-2023



ରୁପ୍ରାରୋଡ: (ସଞ୍ଜିବ ଦାସ )
କଳାହାଣ୍ଡି ଜିଲ୍ଲା ରୁପ୍ରାରୋଡର ଦୁଇଜଣ ଯାତ୍ରୀଙ୍କ ରିଜର୍ବଭେସନ କନଫାର୍ମ ହୋଇଥିବାବେଳେ ସଂପୃକ୍ତ ଟ୍ରେନନେ ଉକ୍ତ ବଗି ନଥିଲା। ଯାହା ଫଳରେ ସେମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସୂଚନା ଅନୁସାରେ ରୁପ୍ରାରୋଡ ବାସିନ୍ଦା ରାଧୁ ଅଗ୍ରୱାଲ ବୟସ (୭୦) ଗତ ଜୁନ ୨୬ରେ ମେଡିକାଲ କାମ ପାଇଁ ରୁପ୍ରାରୋଡରୁ କୋରବା ଏକ୍ସପ୍ରେସ ଯୋଗେ ବିଶାଖାପାଟଣା ଯାତ୍ରା କରିଥିଲେ। ଏଥିପାଇଁ ସେ ଜୁନ୍ ୨୪ରେ ରୁପ୍ରାରୋଡ ରେଳ ଷ୍ଟେସନରୁ ଟିକଟ କରିଥିଲେ। ତାଙ୍କ ଟିକଟ ନିଶ୍ଚିତ ଥିଲା ବି୮-୫୨ରେ।  Pnr 6721552897କିନ୍ତୁ ରାତି ଅଧରେ ରୁପ୍ରାରୋଡରୁ ଯାତ୍ରା ଆରମ୍ଭ ପରେ ଟିକଟ ଜାଞ୍ଚ ସମୟରେ ସେହି କୋଚ/ବଗି ନଥିବା କଥା ସୂଚନା ଦେଇଥିଲେ ଟିକେଟ ନିରୀକ୍ଷକ। ଏହାପରେ ବୟସ୍କ ନାଗରିକ ଶ୍ରୀ ଅଗ୍ରୱାଲ  ବହୁତ ଅନୁରୋଧ କରିବାପରେ ତାଙ୍କୁ ବସିବା ପାଇଁ ସିଟ ଖଣ୍ଡକ ମିଳିଥିଲା। ସେହିପରି ତାଙ୍କର ପରିବାରର ଆଉ ଜଣେ ସଦସ୍ୟ  ମୁକେଶ ଅଗ୍ରୱାଲ ତାଙ୍କ ଝିଅ ପ୍ରିୟା ଅଗ୍ରୱାଲ ପାଇଁ ରୁପ୍ରାରୋଡରୁ ରାୟପୁର ପର୍ଯ୍ୟନ୍ତ ଟିକେଟ ଅନ ଲାଇନ ସେହି କୋରବା ଏକ୍ସପ୍ରେସରେ କାଟିଥିଲେ। ତାଙ୍କ ଟିକେଟ ମଧ୍ୟ ନିଶ୍ଚିତ ଥିବାବେଳେ କୋଚ/ବଗି ନମ୍ବର ବି ୮-୬୫ ଆବଣ୍ଟନ ହୋଇଥିଲା।Pnr 6422033396
 ରେଳ ବିଭାଗର ଏହି ଖାମଖିଆଲି ଏବଂ ମହାତୃଟି ପାଇଁ ଯାତ୍ରୀ ନାହିଁ ନଥିବା ହଇରାଣ ହରକତର ସମ୍ମୁଖୀନ ହେଉଛନ୍ତି। ତେଣୁ ଏହାର ଉପଯୁକ୍ତ ତଦନ୍ତ କରି ରେଳ ବିଭାଗ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଜରୁରୀ, ନହେଲେ ଭାରତୀୟ ରେଳବାଇ ଉପରୁ ଯାତ୍ରୀଙ୍କ ଭରସା ଉଠିଯିବ ବୋଲି ବୁଦ୍ଧିଜୀବୀ ମହଲରୁ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026

You Might Also Like