-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଓ ବି ସି, ଏସ ଟି, ଏସ ସି ସଂଘ ର ପଥପ୍ରାନ୍ତ ସଚେତନ ସଭା ଅନୁଷ୍ଠିତ ।

08-Jul-2023



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
 ବିଭିନ୍ନ ସମୟରେ ଓବିସି ଏସ ଟି ଏସ ସି ମିଳିତ ସଂଘ ସରକାର ଙ୍କ ନିକଟରେ ଜନସଂଖ୍ୟା ଭିତ୍ତିକ ସଂରକ୍ଷଣ ବ୍ୟବସ୍ଥା ଓ ଅନ୍ୟାନ୍ୟ ଦାବି ଉପସ୍ଥାପନ କରିଆସୁଛି।ହେଲେ ନା ଶୁଣୁଛି ସରକାର ନା ହେଇ ପାରୁଛି ସଂରକ୍ଷଣ ବ୍ୟବସ୍ଥା।ଯାହାକୁ ନେଇ ଏବେ ମିଳିତ ସଂଘ ଭିତରେ ଅସନ୍ତୋଷ ପ୍ରକାଶ ପାଉଥିବା ବେଳେ ଆନ୍ଦୋଳନ ର ଦାନା ବାନ୍ଧୁଛି।ଏପରିପେକ୍ଷିରେ ଲୋକଙ୍କୁ ସଚେତନା ଓ ଜାଗ୍ରତ କରିବାକୁ ଯାଇ ଶୁକ୍ରବାର ଦିନ  କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସହର ଚାରିଛକ ନିକଟରେ  ପଥ ପ୍ରାନ୍ତ ସଚେତନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।କାର୍ଯ୍ୟକ୍ରମ ରେ ସଂଘ ର ବରିଷ୍ଠ ନେତୃବୃନ୍ଦ ନିଜ ଅଭିଭାଷଣ ମାଧ୍ୟମରେ ଲୋକଙ୍କୁ ସଚେତନ କରିବା ସହ ଲିପଟପେଡ ବଣ୍ଟନ କରି ଲୋକଙ୍କୁ ଜାଗୃତ ହେବାକୁ ପ୍ରୟାସ କରିଥିଲେ। ସୂଚନା ଜେ ଦୀର୍ଘ ଦିନ ଧରି ଓବିଶି,ଏସ ଟି ଏସ ସି, ଓ ସଂଖ୍ୟାଲଘୁ ଛାତ୍ର ଛାତ୍ରୀ ଙ୍କୁ ଜନସଂଖ୍ୟା ଅନୁପାତରେ ଉଚ୍ଚ ଶିକ୍ଷା ,ବୃତ୍ତିଗତ ଶିକ୍ଷା ଓ ନିଯୁକ୍ତିରେ ସ୍ଥାନ ସଂରକ୍ଷଣ ଦେବା ଦାବି ହୋଇ ଆସୁଛି । ତା ସହ କଳାହାଣ୍ଡିରେ ପ୍ରସ୍ତାବିତ କେନ୍ଦ୍ରୀୟ ଆଦିବାସୀ ବିଦ୍ୟାଳୟ ପ୍ରତିଷ୍ଠା ,ଜିଲ୍ଲାର ଗରିବ ମେଧାବୀ ଛାତ୍ର ଛାତ୍ରୀ ମାନଙ୍କୁ ଆଇ ଏ ଏସ, ଓ ଏ ଏସ, ଓ ଯେ ଏସ, ଓ ଡାକ୍ତରୀ ପରୀକ୍ଷା ପାଇଁ ମାଗଣାରେ କୋଚିଂ ଦେବାର ବ୍ୟବସ୍ଥା,ଶିକ୍ଷାର ଘରୋଇ କାରଣ କୁ ସମ୍ପୂର୍ଣ୍ଣ ବନ୍ଦ୍ କରି ସବୁ ବର୍ଗର ଛାତ୍ର ଛାତ୍ରୀ ମାନଙ୍କୁ ସମାନ ଶିକ୍ଷା ଦେବା,ଯୁକ୍ତ୨,ଯୁକ୍ତ ୩ ଓ ସିଟି ନାମ ଲେଖା ପାଇଁ କେବଳ ନିଜ ଜିଲ୍ଲା ଛାତ୍ର ଛାତ୍ରୀ ମାନଙ୍କ ପାଇଁ ସବୁ ସିଟ ସଂରକ୍ଷଣ ଦେବା, ମଙ୍ଗଳ ବିଭାଗ ତରଫରୁ ପ୍ରତି ବ୍ଲକ୍ ରେ ଦୁଇଟି ଯୁକ୍ତ ୨ଓ ଯୁକ୍ତ ୩ ଆବାସ ମଡେଲ କଲେଜ ଖୋଲିବା ଭଳି ଅନେକ ଦାବି ସରକାରଙ୍କ ଠାରେ ଉପସ୍ଥାପନ କରି ଆସୁଛନ୍ତି। ହେଲେ ସରକାର ଏଥି ପ୍ରତି କର୍ଣ୍ଣପାତ କରୁ ନ ଥିବାରୁ ମିଲତ ସଂଘ ଅସନ୍ତୋଷ ପ୍ରକାଶ କରିଛି ।ବର୍ତ୍ତମାନ ସମାଜର ଜନସାଧାରଣ ଙ୍କୁ ସଚେତନ ଓ ଜାଗ୍ରତ କରିବା ପାଇଁ ମିଳିତ ସଂଘ ପ୍ରୟାସ ଜାରି ରଖିଛି । ମିଳିତ ସଂଘ ଆବାହକ ଡମ୍ବରୁଧର ଲହଜକ ଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ସଭାରେ ଡାକେଶ୍ୱର୍ ଲହଜଲ,ରତନ ନାଏକ,ପ୍ରମୋଦ ହଂସ,ଅରକ୍ଷିତ ଭାଇସାଲ,ରୀନା ଭୋଇ,ଗୁଣ ନିଧି ଶବର,ଲବରାମ ସରାପ, ତ୍ରିନାଥ ନାଏକ,ଦିଗାମ୍ବର ଦୂରିଆ ପ୍ରମୁଖ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like