-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||     

HOME   ଜିଲ୍ଲା

ସ୍ମାର୍ଟ ଫରେଷ୍ଟ ପାର୍କ ରେ ସ୍ୱଚ୍ଛ ଭାରତ ପକ୍ଷ ରୁ ଚାରା ବଣ୍ଟନ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ

08-Jul-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜ଼ିଲ୍ଲାସ୍ତରୀୟ ବନ ମହୋତ୍ସବ ଅବସରରେ ଆଜି ସୋନପୁର ସ୍ମାର୍ଟ ଫରେଷ୍ଟ ପାର୍କ ଠାରେ ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଏହି କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀ, ଅତିରିକ୍ତ ଏସପି ହେମନ୍ତ ପାଢ଼ୀ, ଏ ଡି ଏମ ଓ ଡା, ଦୁର୍ଗାଦତ୍ତ ଦାଶ, ଫରେଷ୍ଟର ଭକ୍ତ ବନ୍ଧୁ ମିଶ୍ର ଯୋଗ ଦେଇ ସହର ବାସୀ ଓ ପାର୍କ ର ମର୍ନିଙ୍ଗ ୱାକର ଙ୍କୁ ଶହେ ରୁ ଉର୍ଧ୍ଵ ଚାରା ଗଛ ବଣ୍ଟନ

କରି ପରିବେଶ ସୁରକ୍ଷl ଉପରେ ସଚେତନ କରିଥିଲେ l ଏବଂ ବୈଶୟୀକ ତାପ ମାତ୍ରl ବୃଦ୍ଧି ଯୋଗୁଁ ଜଳ ବାୟୁ ପରିବର୍ତନ ର ମୁକାବିଲା ପାଇଁ ବୃକ୍ଷରୋପଣ ର ଆବଶ୍ୟକତା ଅନିର୍ବlର୍ଯ୍ୟ l କାରଣ ମାନବ ସମ୍ବଳ ର ସୁରକ୍ଷl ପାଇଁ ପର୍ଯ୍ୟlବରଣ ର ସୁରକ୍ଷା ଅତ୍ୟନ୍ତ ଜରୁରୀ ବୋଲି ଅତିଥି ମାନେ ମତ ରଖିଥିଲେ l

ଏଣୁ ପ୍ରତ୍ୟୋକ ବ୍ୟକ୍ତି ଗୋଟେ ଗଛ ର ଦାୟିତ୍ୱ ନେଇ ତାକୁ ଯତ୍ନ ନେବା ସଙ୍ଗେ ପ୍ରକୃତି ପ୍ରତି ନିଜର ଅଙ୍ଗିକାରବଦ୍ଧତାକୁ ସ୍ୱୀକାର କରିବା ସମୟ ଆସିଛି l ନିମ୍ବ, ଆମ୍ବ, ଜାମୁ, ଅଁଳା ପ୍ରମୁଖ ଔଷଧୀୟ ଗଛ ସବୁ ବଣ୍ଟନ କରାଯାଇଛି l ଏହି କାର୍ଯ୍ୟକ୍ରମ ରେ ସ୍ୱଚ୍ଛ ଭାରତ ସଂଗଠନ ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ, ଗରିବ ଲୋଇ, କୃଷକ ନେତା ବୈକୁଣ୍ଠ ଶତପଥୀ, ସମୀର ଖଟୁଆ, ଙ୍କ ସମେତ ସହର ର ବହୁ ବୁଦ୍ଧିଜୀବୀ ଓ ସ୍ୱଚ୍ଛ ଭାରତ କର୍ମକର୍ତ୍ତା ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026

You Might Also Like