-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||     

HOME   ଜିଲ୍ଲା

ନର୍ଲାଠାରେ ବ୍ଲକ ସ୍ତରୀୟ କୃଷି କ୍ରାନ୍ତି ଅଭିଯାନ ର ଶୁଭାରମ୍ଭ

09-Jul-2023



ନର୍ଲା (ସଂଜୀବ ଦାସ)
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ସ୍ଥିତ ଘଣ୍ଟମାଲ ଗ୍ରାମ ପଂଚାୟତ ରାଜୀବ ଗାନ୍ଧୀ ସେବା ଗୃହ ଠାରେ ନାଗରିକ ବିକାଶ ସଙ୍ଗଠନ କଳାହାଣ୍ଡି(ନର୍ଲା)ଠାରେ କୃଷି କ୍ରାନ୍ତି ଅଭିଯାନ ର ଶୁଭାରମ୍ଭ କରl ଯାଇଥିଲା।ଉକ୍ତ କାର୍ଯ୍ୟ କର୍ମ ରେ ଘଣ୍ଟମାଲ ଗ୍ରାମପଞ୍ଚାୟତ ର ସରପଞ୍ଚ  ଶ୍ରୀ ଯୁକ୍ତ ଦେବେନ୍ଦ୍ର ସା ମୁଖ୍ୟ ଅତିଥି ଭାବରେ ଅଂଶ ଗ୍ରହଣ କରିଥିଲେ। ଏବଂ ଉକ୍ତ କାର୍ଯ୍ୟକ୍ରମ ରେ ସ୍ୱେଚ୍ଛାସେବୀ ବ୍ୟକ୍ତି,ୟଙ୍ଗ ଇଗଲ,କୃଷକ ସାଥି, media, PRI ମେମ୍ବର,ସଙ୍ଗଠନ ର ସଭ୍ୟ ସଭିଆ, ବିଭିନ୍ନ ଜନ ପ୍ରତିନିଧି ଅଂଶ ଗ୍ରହଣ କରିଥିଲେ।ଉକ୍ତ କାର୍ଯ୍ୟକ୍ରମ କୁ ନର୍ଲା ବ୍ଲକ ସଂଯୋଜକ ବାବୁଲାଲ ତାଣ୍ଡି ପରିଚାଳନା କରିଥିଲେ।ଉକ୍ତ କାର୍ଯ୍ୟକ୍ରମ ରେ କୃଷି କ୍ରାନ୍ତି ଅଭିଯାନ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ଆଲୋଚନା କରିଥିଲେ।ମୁଖ୍ୟତ ରବି ଋତୁ  ରେ କରାଯାଉଥିବା ବିଭିନ୍ନ ଚାଷ ଯଥା ମୁଗ, ବିରି କୋଲଥ ,ଚଣା ଓ ତୈଳ ଜାତୀୟ ଶସ୍ୟ ଉପରେ ଆଲୋଚନା କରି ଚାଷୀ ଭାଇ ମାନେ କିପରି ସରକାର ଙ୍କ। ଠାରୁ ବିହନ ପାଇପାରିବେ ସେ ବିଷୟରେ ଆଲୋଚନା କରିଥିଲେ।ଏବଂ ଜୈବିକ ପଦ୍ଧତି ରେ କୃଷି କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ।ଏବଂ ତାଙ୍କୁ ସଙ୍ଗଠନ ର କର୍ମୀ ଜ୍ୟୋତି ସେନାପତି, ସନ୍ତୋଷ ବାରିକ, ନୌକେସି ସାହୁ, ରୁକୁଣୀ ହାତୀ ସହଯୋଗ କରିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ମ ରାମପୁର ବ୍ଲକ ର ଜନସାଥୀ ପଣ୍ଡିତ ସୁନାନୀ ଓ ପିତାମ୍ବର ଗୌଡ଼ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026

You Might Also Like