-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଛାତ୍ରଛାତ୍ରୀଙ୍କୁ ଆଧ୍ୟାତ୍ମିକ ଶିକ୍ଷା ପ୍ରଦାନ ପାଇଁ ଶିକ୍ଷାବିତଙ୍କ ନିବେଦନ।

09-Jul-2023



ବିନିକା(ହିମାଂଶୁ ଶେଖର ପୁଟେଲ)ଚାକିରୀରୁ ଅବସର ନେବାପରେ ଅନ୍ତିମ କାଳ ଶେଷ ପର୍ଯ୍ୟନ୍ତ ଆଧ୍ୟାତ୍ମିକ ତତ୍ତ୍ୱ ଓ ଶାରୀରିକ ଶିକ୍ଷା ପ୍ରଦାନ ପାଇଁ ଇଚ୍ଛା ଥିଲେ ମଧ୍ୟ ସିକୃତି ମିଳିବାରେ ବିଳମ୍ବ ହେଉଥିବାରୁ ଜଣେ ଶିକ୍ଷାବିତଙ୍କ ମନରେ ନୈରାଶ୍ୟଭାବ ସୃଷ୍ଟି କରିଛି ।ଘଟଣାଟି ହେଉଛି ବିନିକା ବ୍ଲକ ଅନ୍ତର୍ଗତ ମେଘେଳା ପଞ୍ଚାୟତ ଯଶପୁର-ତେଲିପାଲି ଗ୍ରାମର ।ଏହି ଗ୍ରାମର ଇନ୍ଦ୍ରଜିତ ପଧାନ ଜଣେ ଆଦର୍ଶ ଶିକ୍ଷକ ଭାବେ କାର୍ଯ୍ୟ ତୁଲାଇ ଗତ ୨୦୦୭ମସିହାରୁ ଅବସର ନେଇ ସାରିଛନ୍ତି ।ତାଙ୍କର ଅନ୍ତିମ ଇଚ୍ଛା ଆଜିର ଯୁବପିଡି ଓ ସ୍କୁଲରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କୁ ଆଧ୍ୟାତ୍ମିକ ତତ୍ତ୍ୱ ଓ ଶାରୀରିକ ସମନ୍ଧୀୟ ଶିକ୍ଷା ପ୍ରଦାନ । ମନରେ ଥିବା ଏହି ଭାବନାକୁ ସଫଳ କରିବା ପାଇଁ ଆଜିର ଯୁବପିଢି ଓ ଛାତ୍ରଛାତ୍ରୀଙ୍କୁ ଆଧ୍ୟାତ୍ମିକ ମାର୍ଗର ଶିକ୍ଷା ପ୍ରଦାନ କଲେ ସେମାନେ ସଚେତନ ହେବାସହ ଉଚିତ ମାର୍ଗରେ ଯାଇ ପାରିବେ । ତେଣୁ ଏହି ମହତ କାର୍ଯ୍ୟ ତୁଲାଇବା ପାଇଁ ପ୍ରଥମେ ସ୍ଥାନୀୟ ପ୍ରଶାସନ ଠାରେ ଅଭିଯୋଗ ପତ୍ର ଦାଖଲ କରିଥିଲେ।ପରେ ପରେ ଗତ ୨୦୨୨ ଅଗଷ୍ଟରେ ବିନିକା ଗୋଷ୍ଟି ଶିକ୍ଷା ଅଧିକାରୀଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ଶିକ୍ଷାମନ୍ତ୍ରୀ,ଡିସେମ୍ବରରେ ସୁବର୍ଣ୍ଣପୁର ଜିଲ୍ଲାପାଳ,୨୦୨୩ ମେ ମାସରେ ମହାମହିମ ଭାରତର ରାଷ୍ଟ୍ରପତିଙ୍କ ନିକଟକୁ ଦରଖାସ୍ତ ଦେଇଥିଲେ ମଧ୍ୟ କୌଣସି ଉତ୍ତର ନ ଆସିବାରୁ ଶେଷରେ ବିନିକା ଗସ୍ତରେ ଆସିଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସହାୟକ ତଥା ୫ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଭେଟି ଗୁହାରୀ କରିବା ସହିତ ଦାବିପତ୍ର ପ୍ରଦାନ କରିଛନ୍ତି।ତେବେ ଶିକ୍ଷା ପ୍ରଦାନ ପ୍ରତି ଆଗଭର ଥିବା ଅବସରପ୍ରାପ୍ତ କର୍ମଚାରୀ ଇନ୍ଦ୍ରଜିତଙ୍କ ଗୁହାରୀ ଫଳପ୍ରଦ ହେବ ନା ତାଙ୍କର ଭାବନା ଭାବନାରେ ରହିଯିବ ତାହା ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like