-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଅପରାଧ

ବନମହୋତ୍ସବ ପାଇଁ ଏକ ଲକ୍ଷ ମଞ୍ଜି ସଂଗ୍ରହ କଲେ ଡେଙ୍ଗ ହାଇସ୍କୁଲର ଛତ୍ରଛାତ୍ରୀ

09-Jul-2023



ବଲାଙ୍ଗିର :  ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ  ଉନିତ ଉଚ୍ଚ ବିଦ୍ୟାଳୟର ଅମରାବତୀ ଇକୋ କ୍ଲବ ଓ ଜୁନିୟର ରେଡକ୍ରସ ଆନୁକୂଲ୍ୟରେ ୭୪ତମ ବନ ମହୋତ୍ସବ ପାଳିତ ହୋଇଯାଇଛି ।   ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ପ୍ରତ୍ୟକ୍ଷ  ତତ୍ତ୍ୱବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ପ୍ରକୃତିବନ୍ଧୁ  ଶିକ୍ଷକ ତଥା ରେଡକ୍ରସ କର୍ମୀ ରାମ ନାରାୟଣ ଦାଶ ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ   ବନାଞ୍ଚଳ ଅଧିକାରୀ ସଙ୍ଘ ମିତ୍ରା ଭୋଇ, ସମ୍ମାନିତ ଅତିଥି ଭାବରେ ଫରେଷ୍ଟର ଆଶୁତୋଷ ମହାକୁର, ଫରେଷ୍ଟଗାର୍ଡ଼ ଦୀନବନ୍ଧୁ  ବାଗ ଯୋଗଦେଇ ଥିଲେ । ସପ୍ତାହ ବ୍ୟାପି ହୋଇଥିବା ବିଭିନ୍ନ ଦିନରେ ମଞ୍ଜି ସଂଗ୍ରହ, ଆଲୋଚନା ଚକ୍ର, ପ୍ରତିଯୋଗିତା, ପରିବେଶ ଭିର୍ତ୍ତିକ ସାଇକୋଥନ, ସଚେତନତା ଶୋଭାଯାତ୍ରା,

ବୃକ୍ଷରୋପଣ ଆଦି  ଭିନ୍ନଭିନ୍ନ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ନିମ୍ବ, ଜାମ୍ବୁ, ଆମ୍ବ, ପଣସ, କୁସଙ୍ଗ,ଖୁଜୁରୀ, କାଜୁ ଆଦି ଲକ୍ଷେରୁ ଉର୍ଦ୍ଧ୍ବ  ମଞ୍ଜି ସଂଗ୍ରହ ବିଦ୍ୟାଳୟର  ଛାତ୍ରଛାତ୍ରୀଙ୍କ ଦ୍ୱରା କରାଯାଇଥିଲା  । ଯାହା ରାସ୍ତାର ଉଭୟ ପାର୍ଶ୍ବର ଦଶ ଫୂଟ ଦୂରତାରେ ବଲାଙ୍ଗୀରରୁ  ବେଲଗାଁ ଜାତୀୟ ରାଜପଥ- ୨୬ , ରାଜ୍ୟ ରଜପଥ, ଜିଲ୍ଲା ପଥ, ଚଲାପଥ ତଥା ବିଲର ହିଡ଼,   ଖାଲିପଡିଥିବା ପଡ଼ିଆ, ନିଜ ବାଡିପଛ ପଟରେ  ରୋପଣ କରାଯିବ  ।  ସବୁଜ ବନାନୀ ସୃଷ୍ଟି ଉଦ୍ଦେଶ୍ୟରେ ଅତିଥିଗଣ ମଞ୍ଜି ବୁଣିବା ତଥା ଚରାରୋପଣ କାର୍ଯ୍ୟକ୍ରମର   ଅନୁଷ୍ଠାନିକ 

ଶୁଭାରମ୍ଭ  କରିଥିଲେ ।  ଗଛ ଲଗାଇବା ସହିତ ସୁରକ୍ଷିତ ରଖିବା ପାଇଁ ସମସ୍ତେ ଶପଥ ପାଠ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ଲିଙ୍ଗରାଜ ନନ୍ଦ, ସମୀର ସେଠୀ, ଦୀପକସେନ ଧରୁଆ, ଶିକ୍ଷୟିତ୍ରୀ  ରେଣୁକା ସାହୁ, କାନ୍ତି  ଭୋଇ, ଦ୍ରୋପଦୀ ଭୋଇ, ଛାତ୍ରଛାତ୍ରୀ ତଥା ଗ୍ରାମବାସୀ ଉପସ୍ଥିତ ରହି ସହୋଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷକ ସୁଦର୍ଶନ ଦାଶ ପରିଚାଳନା କରିଥିଲା ବେଳେ ଶିକ୍ଷକ କୃପାସିନ୍ଧୁ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like