-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ଆଶା କର୍ମୀ ସଂଘ ବଲାଙ୍ଗିର ଜିଲ୍ଲା ସ୍ତରୀୟ ବୈଠକ

09-Jul-2023



ବଲାଙ୍ଗିର(ଦେବାଶିଷ ବହିଦାର ): ସ୍ଥାନୀୟ ଯାଦବ ଭବନ ଠାରେ ଏଆଇଟିୟୁସି ସହ ସହବନ୍ଧିତ ନିଖିଳ ଓଡିଶା ଆଶା କର୍ମୀ ସଂଘ ବଲାଙ୍ଗିର ଜିଲ୍ଲା ସଭାପତି ତିର୍ଥ ପଧାନଙ୍କ ସଭାପତିତ୍ୱରେ ସମସ୍ତ ୧୪ ଗୋଟି ବ୍ଲକ ଓ ୫ ଗୋଟି ସହରାଞ୍ଚଳ କମିଟିର କର୍ମକର୍ତ୍ତାଙ୍କୁ ନେଇ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ଭାବେ ଏଆଇଟିୟୁସି ଜିଲ୍ଲା ସଭାପତି ବିଭୁଦତ୍ତ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜିଲ୍ଲା ପ୍ରଶାସନର ଆଶା କର୍ମୀମାନଙ୍କ ପ୍ରତି ଦୋମୁହା ନୀତି ଅବଲମ୍ବନ କରୁଥିବା

ବିରୋଧରେ ଦୃଢ ନିନ୍ଦା କରିଥିଲେ । ବଲାଙ୍ଗିର ଜିଲ୍ଲା  ର ଜୀବନରେଖା କୁହାଯାଉଥିବା ଲୋୟର ସୁକତେଲ ନଦୀବନ୍ଧ ପ୍ରକଳ୍ପ ହେବା ଫଳରେ ଉଭୟ ବଲାଙ୍ଗିର ବ୍ଲକ ଅଧିନସ୍ଥ ଚୁଡାପାଲି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଓ ଲୋଇସିଂହା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନରେ କାର୍ଯ୍ୟରତ ବିସ୍ଥାପିତ ହେଉଥିବା ଗ୍ରାମର ସମୁଦାୟ ୧୮ ଜଣ ଆଶା କର୍ମୀଙ୍କୁ ସେମାନଙ୍କ ମାସିକ ସୁନିଶ୍ଚିତ ଭତ୍ତା ପ୍ରଦାନ କରିବା ସହିତ ଆଶା ସମନ୍ଧିତ କାର୍ଯ୍ୟକଳାପ ଜିଲ୍ଲା ପ୍ରଶାସନ ବନ୍ଦ ଆଦେଶ ଦେଇ ଥିବାରୁ ସଭାରେ ଜିଲ୍ଲାପ୍ରଶାସନ ଓ ରାଜ୍ୟ ସରକାରଙ୍କୁ ଦୃଢ ନିନ୍ଦା କରାଯାଇଛି । ଛଟେଇ କରାଯାଇଥିବା ଆଶା କର୍ମୀମାନଙ୍କୁ ମାସିକ ସୁନିଶ୍ଚିତ ଭତ୍ତା ପ୍ରତିମାସ ଦେବା ସହିତ ତୁରନ୍ତ ସେମାନଙ୍କୁ କାମ କରିବା ପାଇଁ ପୁନଃ ଅନୁମତି ଦିଆନଯାଏ ତେବେ ଆଗାମୀ ଦିନରେ ନିଖିଳ ଓଡିଶା ଆଶା କର୍ମୀ ସଂଘ ବଲାଙ୍ଗିର ଜିଲ୍ଲା କମିଟି ରାଜରାସ୍ତାକୁ ଓହ୍ଲାଇବା ସହିତ ଉଭୟ ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ବିରୋଧରେ ଧାରଣ ଦେବାକୁ ନିଷ୍ପତ୍ତି ନେଇଛି । ମମତା ବାଗ, ପୁଷ୍ପ କୁମ୍ଭାର, ମମତା କଚ୍ଛପ, ତପିସା ନାଗ, ମାଧବୀ ବେହେରା ପ୍ରମୁଖ ମଂଚାସିନ ଥାଇ ଛଟେଇ କରାଯାଇଥିବା ଆଶା କର୍ମୀଙ୍କୁ ପୁନଃ କାର୍ଯ୍ୟ କରିବା ପାଇଁ ଅନୁମତି ଦେବାକୁ ଜିଲ୍ଲା ପ୍ରଶାସନକୁ ଅନୁରୋଧ କରିଥିଲେ ।

ସଭାରେ ମିନାକ୍ଷି ଜେନା, ବାସନ୍ତି ସେଠ, ପ୍ରଗତି ପଣ୍ଡା, ଶୋଭାଗିନୀ ତ୍ରିପାଠି, କଲ୍ୟାଣି ସାହୁ, ସଂଯୁକ୍ତା ବେହେରା, ସୁକାନ୍ତି ଚିରଗୁନ, ସତ୍ୟବତୀ ସାମଲ, ରୋହିଣୀ ପଟେଲ, ବାସନ୍ତି ବାରିକ, ପଦ୍ମାବତୀ ଥପା, ସୁକାନ୍ତି ଭୁଏ, ବିଜୟଲକ୍ଷ୍ମୀ ଖୁଟୁଲା, ପଦ୍ମନାଭ ପଟେଲ, ଖାରୁଆ ମଲ୍ଲିକ ପ୍ରମୁଖ ଉପସ୍ଥିତ ହୋଇ ନିଜର ମତାମତ ଉପସ୍ଥାପନ କରିଥିଲେ । ଶେଷରେ ଜିଲ୍ଲା ଉପଦେଷ୍ଟା ସଏବୁ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like