-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ନିଷାନ୍ ସାହିତ୍ୟ ସଂସଦ ର କବିତା ଆସର ଅନୁଷ୍ଠିତ

09-Jul-2023



ତୁଷୁରା- (ପ୍ରେରଣା ଖବର )ନିଷାନ୍ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ନବମ ଆଭାସି ଅଠାରି କବିତା ଆସର  ନିଷାନ୍ ର ମୁଖ୍ୟ ଉପଦେଷ୍ଟା ଶ୍ରୀ ସୋମନାଥ ମିଶ୍ରଙ୍କ  ଅଧ୍ୟକ୍ଷତାରେ   ଜୁଲାଇ ୯ ତାରିଖ ରବିବାର ଅପରାହ୍ନରେ ୫ ଘଟିକାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନିଷାନ୍ ର ପ୍ରତିଷ୍ଠାତା ସଂପାଦକ ଆଶୁକବି ହେମନ୍ତ ଦାଶ ସଭା ସଂଚାଳନ କରିଥିଲେ। ସଭା ପ୍ରାରମ୍ଭରେ ସୁଶ୍ରୀ ସ୍ଵୟଂ ପ୍ରଜ୍ଞା ଦାଶ ଖମାରୀ  ସ୍ବାଗତ ସଂଗୀତ ପରିବେଷଣ କରିଥିଲେ। ଉକ୍ତ ଆଭାସି କବିତା ଆସର ରେ ବିଶିଷ୍ଟା କବୟିତ୍ରୀ, ସମାଜସେବିକା, ତେଜସ୍ଵିନୀ ସାହିତ୍ୟ ଅନୁଷ୍ଠାନ ବଲାଙ୍ଗିର ର ପ୍ରତିଷ୍ଠାତ୍ରୀ ସମ୍ପାଦିକା ଶ୍ରୀମତୀ ଲିଲି ପଟେଲ୍ ମୁଖ୍ୟ ଅତିଥି ଭାବେ ଯୋଗଦେଇ  ଭାଷା ସାହିତ୍ୟର ଅଗ୍ରଗତି ଦିଗରେ ଫେସବୁକ୍ କଳାପଟା ନିଷାନ୍ ର ଅଠାରି କବିତା ଆସରକୁ ଭୂରି ଭୂରି ପ୍ରଶଂସା  କରିଥିଲେ ଏବଂ ସମସ୍ତଙ୍କ ସହଯୋଗ ରେ ଭାଷାର ଉନ୍ନତି ହେବ ବୋଲି କହିଥିଲେ।  ସମ୍ମାନିତ ଅତିଥି ଭାବେ ବିଶିଷ୍ଟା କବୟିତ୍ରୀ, କଣ୍ଠଶିଳ୍ପୀ ସୁଜାତା ନାଏକ ଯୋଗ ଦେଇ ଗିତଗାଇ ଓ  କବିତା ଶୁଣାଇ ଶ୍ରୋତାଙ୍କ ମନ ମୋହି ନେଇଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ କବୟିତ୍ରୀ, ଶିକ୍ଷୟିତ୍ରୀ ତଥା ଗିତିକାର ସାଈଶିଖା ସତପଥୀ   କବିତା ଓ ଗିତ ଗାଇ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରି ଦେଇଥିଲେ। ଘଣ୍ଟି ସାହିତ୍ୟ ସଂଗଠନ ର ସଂପାଦକ ତରଣିସେନ ମେହେର, ନିଷାନ୍ ମୁଖିଆ ସଂପାଦକ ସହଦେବ ଧରୁଆ, ଯୁଗ୍ମ ସଂପାଦକ କୃଷ୍ଣେନ୍ଦୁ ହୋତା, ରାଜୀବ ପଟେଲ,  ରୋଶନ ରାଜ ସାହୁ,  ନିତ୍ୟାନନ୍ଦ ଷଡ଼ଙ୍ଗୀ, ଭକ୍ତବନ୍ଧୁ ସାହୁ, ଇଂ. ସତ୍ଯ ନାରାୟଣ ତ୍ରୀପାଠୀ, ଶୁଭେନ୍ଦୁ ପ୍ରସାଦ ଷାଣ୍ଢ, ସନ୍ତୋଷ ବେହେରା, ସତ୍ୟ ନାରାୟଣ ମିଶ୍ର,ଦିଲୀପ କୁମାର ମିଶ୍ର,  ଆଶୁତୋଷ ଠାକୁର, ଅନ୍ଵେଶ ପ୍ରଧାନ, ରଞ୍ଜିତ ସାହୁ,  ସରୋଜ କୁମାର ଆଚାର୍ଯ୍ୟ,  ଶିବପ୍ରସାଦ ମିଶ୍ର, ରଞ୍ଜିତ ପଧାନ, ସିତାଂଶୁ ମିଶ୍ର, ଶ୍ରିପାଲ୍ ପଣ୍ଡା, ସୁଧାଂଶୁ ଶେଖର ଦାଶ, ରଜତ କୁମାର ପ୍ରଧାନ,ସତ୍ଯ ଭୂଷଣ ସାହୁ, ଅମିତ ଭୁଏ, ସେହିପରି କବୟିତ୍ରୀ ଚନ୍ଦନା ମଞ୍ଜରୀ ତ୍ରିପାଠୀ, କବିତା ମିଶ୍ର, ମମତା ପାତ୍ର,  ଅଧ୍ଯାପିକା ଆର୍. ପୁଷ୍ପାଞ୍ଜଳି, ସାବିତ୍ରୀ ସାହୁ(ଧଣ୍ଡାମୁଣ୍ଡା) ଚୁମକି ଦାଶ , ତୃପ୍ତିମୟୀ ତ୍ରିପାଠୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। କବିତା ଆସର ଶେଷରେ ନିଷାନ୍ ର ସଦସ୍ୟା  କବୟିତ୍ରୀ ନିରୂପମା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like