-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଶିଶୁ ଓ ମାତୃ ଚିକିତ୍ସାଳୟ ପରିସରରେ ଆରମ୍ଭ ହେଲା ମାଗଣା ରନ୍ଧା ଖାଦ୍ୟ ବ୍ୟବସ୍ଥା

09-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ପ୍ରସୂତି କାଳୀନ ମାତୃ ଓ ଶିଶୁ ଚିକିତ୍ସାଳୟ ପରିସରରେ ଚନ୍ଦ୍ରିକା ସେବା ଟ୍ରଷ୍ଟ ପକ୍ଷରୁ ରୋଗୀ ସମ୍ପର୍କୀୟ ମାନଙ୍କୁ ମାଗଣାରେ ରନ୍ଧା ଖାଦ୍ୟ ବଣ୍ଟନ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଯୁବ ନେତା ଅମିୟ ରଞ୍ଜନ ଦାସ ଓ ପୂଜା ପଲ୍ଲବି ଙ୍କ ସମେତ ଆଜି ର ଏହି କାର୍ଯ୍ୟକ୍ରମରେ  ସୁବର୍ଣ୍ଣପୁର ବନ ବିଭାଗର ଏସିଏଫ୍ ପ୍ରଫୁଲ୍ଲ କୁମାର ଧରୂଆ, ସୋନପୁର ବନାଞ୍ଚଳ ଅଧିକାରୀ ଭରତ ବନ୍ଧୁ ସାବତ, ସୋନପୁର ଥାନା ଅଧିକାରୀ ପଦ୍ମାସିନି ମେହେର ପ୍ରମୁଖ ଅତିଥିଭାବେ ଯୋଗଦେଇ ରୋଗୀ ସମ୍ପର୍କୀୟ ମାନଙ୍କୁ ଖାଦ୍ୟ ପରଷି ଥିଲେ । ତା ସହ ଅତିଥି ମାନେ ନିଜେ ଖାଦ୍ୟ ଖାଇ ଖାଦ୍ୟର ମାନ ଯାଞ୍ଚ କରିଥିଲେ । ସେହିପରି ମେଡ଼ିକାଲ ଅଧୀକ୍ଷକ ଡାକ୍ତର ଦୁର୍ଗା ଦତ୍ତ ଦାସ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମ୍ୟାନେଜର ଦେବସ୍ମିତା ପ୍ରିୟଦର୍ଶିନୀ ଯୋଗଦେଇ ଆୟୋଜକ ଙ୍କୁ ଉତ୍ସାହିତ କରିଥିଲେ  । ଏହି ଅବସରରେ ବ୍ୟାପକ ବୃକ୍ଷ ରୋପଣ କରିବାକୁ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଅତିଥି ମାନଙ୍କୁ ଗୋଟିଏ ଲେଖାଏଁ ଗଛ ଉପହାର କରାଯାଇଥିଲା l। ଚନ୍ଦ୍ରିକା ସେବା ଟ୍ରଷ୍ଟ ପକ୍ଷରୁ ପ୍ରତି ରବି
ବାର ମୁଖ୍ୟ ଡାକ୍ତରଖାନା ପରିସରରେ ରୋଗୀ ସମ୍ପର୍କୀୟମାନଙ୍କୁ ମାଗଣାରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଥିବା ବେଳେ ଆଜି ପ୍ରଥମ ଥର ପାଇଁ ମାତୃ ଓ ଶିଶୁ ଚିକିତ୍ସାଳୟ ପରିସର ରେ ଖାଦ୍ୟ ବଣ୍ଟନ କରାଯାଇ ଥିବା ସୂଚନା ମିଳିଛି । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଭାପତି ବଣ୍ଟୁ ଅଗ୍ରୱାଲ, ଉପ ସଭାପତି ସନ୍ତୋଷ କୁମାର ମିଶ୍ର, ସମ୍ପାଦକ ନାରାୟଣ ରଥଙ୍କ ସହିତ ଟ୍ରଷ୍ଟ ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like